Home Middle

ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା

ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛନ୍ତି। ବିଶେଷକରି ସୀମା ବିବାଦ ସମେତ ବିଭିନ୍ନ ପ୍ରସଙ୍ଗରେ କାଜାଖସ୍ତାନର…

ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା

ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼ ସଂଶୋଧଡ଼ କରିଛନ୍ତି। ନବ ନିର୍ବାଚିତ ଏମପିମାନେ ଶପଥ ଗ୍ରହଣ କରିବା ଦେଇଥିବା ସ୍ଲୋଗାନକୁ ଦୃଷ୍ଟିରେ…

ବିଶ୍ୱକପ ଟ୍ରଫି ସହ ଭାରତ ପହଞ୍ଚିଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୪।୭: ଭାରତରେ ପହଞ୍ଚିଲା ବିଶ୍ୱ ବିଜେତା ଟିମ୍‌ ଇଣ୍ଡିଆ। ଟି ୨୦ ବିଶ୍ୱକପ ଟ୍ରଫି ସହ ଟିମ୍‌ ଇଣ୍ଡିଆ ବାର୍ବାଡୋସରୁ ଭାରତ ଫେରିଛି। ଏନେଇ ବିସିସିଆଇ ଏକ୍ସ ପୋଷ୍ଟ କରିଛି। ଟିମ୍‌ର ସମସ୍ତ ଖେଳାଳୀ ଟ୍ରଫି ସହ ଏକ ଭିଡିଓ ଶେୟାର…

ରାହୁଲ ଗାନ୍ଧୀଙ୍କୁ ସେନାର ଜବାବ; ଅଗ୍ନିବୀରଙ୍କ ପରିବାରକୁ ଦିଆଯାଇଛି ୯୮.୩୯ ଲକ୍ଷ ଟଙ୍କା

ନୂଆଦିଲ୍ଲୀ,୩ା୭: ବୁଧବାର ଲୋକ ସଭାରେ ରାହୁଲ ଗାନ୍ଧୀ କରିଥିବା ଅଭିଯୋଗର ଜବାବ ରଖିଛି ଭାରତୀୟ ସେନା। ରାହୁଲ ଗାନ୍ଧୀ କହିଥିଲେ ଯେ, ଶହୀଦ ଅଗ୍ନିବୀର କର୍ମଚାରୀଙ୍କ ପରିବାରକୁ କ୍ଷତିପୂରଣ ପ୍ରସଙ୍ଗରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସଂସଦରେ ମିଥ୍ୟା କହିଛନ୍ତି। ଏଥିପାଇଁ…

ଭୋଲେ ବାବାଙ୍କ ନାଁରେ ରହିଛି ଯୌନ ନିର୍ଯାତନା ମାମଲା

ହାଥରସ୍‌,୩ା୭: ଉତ୍ତରପ୍ରଦେଶର ହାଥରସ୍‌ ଜିଲାର ପୁଲରାଇ ଗ୍ରାମରେ ହୋଇଥିବା ଏକ ସତ୍‌ସଙ୍ଗରେ ଦଳାଚକଟା ହୋଇ ଶତାଧିକ ଲୋକଙ୍କ ମୃତ୍ୟୁ ଘଟିବା ଯେତିକି ଦୁଃଖଦାୟକ ନୁହେଁ, ତା’ଠୁ ଅଧିକ ଚିନ୍ତାଦାୟକ ଆତ୍ମଘୋଷିତ ଭୋଲେ ବାବାଙ୍କ ଯୌନ କେଳେଙ୍କାରୀ। ଉକ୍ତ ବାବାଙ୍କ ନାଁରେ ଯୌନ…

ସାଧାରଣ ଲୋକଙ୍କ ସମସ୍ୟା ଶୁଣି ସମାଧାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି

ଭୁବନେଶ୍ୱର,୩।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗୋଟିଏ ବହୁରାଷ୍ଟ୍ରୀୟ କମ୍ପାନୀର ବରିଷ୍ଠ ପ୍ରତିନିଧିଙ୍କୁ ଯେତିକି ଗୁରୁତ୍ୱ ଦେଉଛନ୍ତି, ଜଣେ ସାଧାରଣ ଲୋକ ମଧ୍ୟ ସେତିକି ଗୁରୁତ୍ଵ ଦେଉଛନ୍ତି। ସଧାରଣ ଲୋକର ସମସ୍ୟାକୁ ମଧ୍ଯ ମୁଖ୍ୟମନ୍ତ୍ରୀ ଗୁରୁତ୍ଵ ଦେଇ ଶୁଣି ସମାଧାନ ପାଇଁ…

୮ ତାରିଖରେ ବନ୍ଦ ରହିବ ଏସବୁ ଅଫିସ, ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩ା୭: ଚଳିତବର୍ଷ ରଥଯାତ୍ରା ଦୁଇଦିନ ଧରି ଅନୁଷ୍ଠିତ ହେବ। ଏହା ଏକ ବିରଳ ରଥଯାତ୍ରା। ତେଣୁ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ୨ ଦିନ ଛୁଟି ଘୋଷଣା କରିଛନ୍ତି। ଆସନ୍ତା ୭ ଓ ୮ ତାରିଖରେ ସରକାରୀ କାର୍ଯ୍ୟାଳୟ,…

ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୭(ଅସମାପିକା ସାହୁ): ମାଲକାନଗିରି ବିଧାନସଭାର ପୂର୍ବତନ ବିଧାୟକ ଆଦିତ୍ୟ ମାଢ଼ିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଲକାନଗିରିର ବିକାଶରେ ବିଧାୟକ ଭାବେ ଆଦିତ୍ୟଙ୍କ ବଳିଷ୍ଠ ଯୋଗଦାନ…

ଇସ୍ତଫା ଦେଲେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନ,

ରାଞ୍ଚି,୩।୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଇସ୍ତଫା ଦେଇଛନ୍ତି ଚମ୍ପାଇ ସୋରେନ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ସଭାପତି ହେମନ୍ତ ସୋରେନ ଜେଲ୍ରୁ ଫେରିବା ପରେ ପୁନର୍ବାର ମୁଖ୍ୟମନ୍ତ୍ରୀ ହେବା ପାଇଁ ରାଜ୍ୟପାଳଙ୍କ ନିକଟରେ ଦାବି କରିଛନ୍ତି। ଜେଲ୍ରୁ ଫେରିବା ପରେ…

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେବେ ହେମନ୍ତ ସୋରେନ!

ରାଞ୍ଚି,୩ା୭: ହେମନ୍ତ ସୋରେନ ଝାଡ଼ଖଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ହେବେ। ହେମନ୍ତ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ହେମନ୍ତଙ୍କୁ ଏନ୍‌ଫୋର୍ସମେଣ୍ଟ ଡାଇରେକ୍ଟୋରେଟ୍‌ (ଇଡି) ଗିରଫ କରିବା ପରେ ତାଙ୍କର ଘନିଷ୍ଠ ସହଯୋଗୀ ଚମ୍ପାଇ ସୋରେନଙ୍କୁ ରାଜ୍ୟ କମାଣ୍ଡ ହସ୍ତାନ୍ତର କରାଯାଇଥିଲା।…

ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା କହିଲେ ଏହି ବଡ଼ କଥା

ପୁରୀ,୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ବୁଧବାର ତାଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ପ୍ରତିକ୍ରିୟାରେ ମହାରାଜା କହିଛନ୍ତି, ଦୀର୍ଘ ୪୫ ବର୍ଷ ହେଲା ବନ୍ଦ ରହିଛି ଭିତର ରତ୍ନଭଣ୍ଡାର। ମରାମତି ନିହାତି ଆବଶ୍ୟକ ବୋଲି ଏଏସ୍‌ଆଇ କହିଛି।…

ଝାଡ଼ଖଣ୍ଡ ହାଇକୋର୍ଟ ମୁଖ୍ୟ ବିଚାରପତି ହେଲେ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ

ଭୁବନେଶ୍ୱର/ରାଞ୍ଚି,୩ା୭: ଜଷ୍ଟିସ୍‌ ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ମିଳିଛି। ସେ ଏବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଅଛନ୍ତି। ସୂଚନା ଥାଉକି, ଡ. ଷଡ଼ଙ୍ଗୀ ୧୯୬୨ ଜୁଲାଇ ୨୦ରେ ନୟାଗଡ଼ ଜିଲା ଓଡ଼ଗାଁ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?