ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ
ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ, ବରଂ…
ଭୁବନେଶ୍ୱରରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର
ଭୁବନେଶ୍ୱର,୪।୫: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶନିବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଜୟଶଙ୍କର ଦୁଇ ଦିନ ଓଡ଼ିଶାରେ ରହିବେ। ମିଳିଥିବା ସୂଚନାନୁଯାୟୀ, ଆଜି ଭୁବନେଶ୍ୱରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ। ଆସନ୍ତାକାଲି ଅର୍ଥାତ୍ ରବିବାର କଟକ, ସମ୍ବଲପୁର କାର୍ଯ୍ୟକ୍ରମରେ ସାମିଲ ହେବେ ବୋଲି…
ମେ’ ୧୪ରେ ନାମାଙ୍କନ ଦାଖଲ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ ମେ’ ୭ରୁ ମେ’ ୧୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରକ୍ରିୟା ଚାଲିବ। ମିଳିଥିବା ସୂଚନା ଅନୁଯାୟୀ,…
ଟିକେଟ୍ ଫେରାଇଲେ ପୁରୀ ଏମ୍ପି ପ୍ରାର୍ଥୀ ସୁଚରିତା ମହାନ୍ତି, ଜାଣନ୍ତୁ କାରଣ…
ଭୁବନେଶ୍ୱର,୪।୫: କଂଗ୍ରେସ ଟିକେଟ୍ ଫେରାଇଲେ ପୁରୀ ଏମ୍ପି ପ୍ରାର୍ଥୀ ସୁଚରିତା ମହାନ୍ତି।ଦଳ ଫଣ୍ଡିଂ ନ ଦେବାରୁ ଟିକେଟ୍ ସୁଚରିତା ଫେରାଇଥିବା ନେଇ ଆଇସିସିକୁ ଜଣାଇଛନ୍ତି। ବିନା ପାର୍ଟି ଫଣ୍ଡିଂରେ କ୍ୟାମ୍ପେନିଂ କରିବା ସହଜ ନୁହେଁ ସୁଚରିତା କହିଛନ୍ତି। ସୁଚରିତା କହିଛନ୍ତି, ପୁରୀ…
ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍ ଦେଇ ହେବନି
ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ ଜଣେ ପ୍ରାର୍ଥୀଙ୍କର ଅନ୍ୟ ରାଜନେତାଙ୍କ ସହ ସମାନ ନାଁ ରହିଥିଲେ, ତାଙ୍କୁ ନିର୍ବାଚନରୁ ଓହରିଯିବା…
କଂଗ୍ରେସ ଗଡ଼ରେ ବିଗ୍ ଫାଇଟ୍
ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା। ରାଏବରେଲିରୁ ରାହୁଲ ଗାନ୍ଧୀ ଓ ଅମେଠିରୁ କିଶୋରୀ ଲାଲ୍ ଶର୍ମାଙ୍କ ନାମ ଘୋଷଣା ପରେ…
ଆଜି ୩ ଲୋକ ସଭା କ୍ଷେତ୍ରରେ ପ୍ରଚାର କରିବେ ନବୀନ
ଭୁବନେଶ୍ୱର,୪ା୫(ଅନିଲ ଦାସ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପୁଣି ପ୍ରଚାର ମଇଦାନକୁ ଓହ୍ଲାଇବେ। ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ହେବାକୁ ଥିବା ୪ଟି ଲୋକ ସଭା କ୍ଷେତ୍ର ମଧ୍ୟରୁ ୩ଟି ଲୋକ ସଭା କ୍ଷେତ୍ରରେ ନବୀନ ପ୍ରଚାର କରିବେ।…
ମୁମ୍ବାଇର ପ୍ଲେ-ଅଫ୍ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା
ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ବୋଲରଙ୍କୁ ସୁହାଇଥିବା ପିଚ୍ରେ ୨ଟି ଯାକ ଦଳ ଅଲ୍ଆଉଟ ହୋଇଥିବାବେଳେ ବାଜି ମାରିଥିଲା…
ପୁଣି ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ କଲେ ବବି, କହିଲେ-‘ସେ ନିଜ ଦଳର ବିଶ୍ୱାସ ହରାଇଛନ୍ତି’
ଭୁବନେଶ୍ୱର,୩।୫: ଓଡ଼ିଶାର ପାଣିପାଗ ସହିତ ନିର୍ବାଚନୀ ପାଗ ମଧ୍ୟ ସରଗରମ ହୋଇଛି। ଶୁକ୍ରବାର ଧର୍ମେନ୍ଦ୍ର ପ୍ରଧାନ ସାମ୍ବାଦିକ ସମ୍ମିଳନୀ କରି ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କରିବା ପରେ କଡ଼ା ଜବାବ ରଖିଛନ୍ତି ବିଜେଡି ସାଧାରଣ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି)। ବବି ଏକ୍ସ’ରେ…
ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୩।୫(ଅସମାପିକା ସାହୁ) : ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ମିଳିଲା ବଡ଼ ଦାୟିତ୍ୱ। ଓଡ଼ିଶା କ୍ୟାଡର ଆଇଏଏସ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଅର୍ଥ ବିଭାଗର ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତି କରାଯାଇଛି। ଅନ୍ୟପଟେ ବରିଷ୍ଠ ଆଇଏଏସ ଅଧିକାରୀ ଶାଲିନୀ ପଣ୍ଡିତଙ୍କୁ ମିଶନ…
ଘସିପୁରାରୁ ସ୍ଵାଧୀନ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ
ଭୁବନେଶ୍ୱର,୩।୫: ଘସିପୁରା ବିଧାନସଭା ଆସନରୁ ସ୍ୱାଧୀନ ପ୍ରାର୍ଥୀ ଭାବରେ ଲଢ଼ିବେ ସୌମ୍ୟ ରଞ୍ଜନ ପଟ୍ଟନାୟକ। ଶୁକ୍ରବାର ଆନନ୍ଦପୁରରେ ସମର୍ଥକଙ୍କ ସହ ବୈଠକ ପରେ ତାଙ୍କ ନିଷ୍ପତ୍ତି ବିଷୟରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବରୁ ଆଲୋଚନା ହେଉଥିଲା ଯେ, ସୌମ୍ୟ ଘସିପୁରାରୁ ଭାଜପା…
ଏତେ କୋଟି ଟଙ୍କାର ମାଲିକ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ହେଲେ ସ୍ତ୍ରୀଙ୍କ ଆୟ…
ଭୁବନେଶ୍ୱର,୩।୫: ପାଖେଇ ଆସିଲାଣି ନିର୍ବାଚନ। ଏନେଇ ମଇଦାନରେ ପ୍ରଚାର ଜୋରଦାର କଲେଣି ନେତା।ଏହାରି ଭିତରେ ନାମାଙ୍କନ ଦାଖଲ ମଧ୍ୟ ଚାଲିଛି। ନାମାଙ୍କନ ଦାଖଲବେଳେ ନେତାଏ ତାଙ୍କ ସମ୍ପର୍କିତ ସମସ୍ତ ତଥ୍ୟ ସତ୍ୟପାଠରେ ଦାଖଲ କରିଛନ୍ତି। ସତ୍ୟପାଠରେ ସମ୍ବଲପୁର ଲୋକ ସଭା ଭାଜପା…
Archives


