ଶପଥ ନେବା ପୂର୍ବରୁ ନବୀନଙ୍କୁ ଭେଟିଲେ ଭାବି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୬: ଶପଥ ଗ୍ରହଣ ପୂର୍ବରୁ ନବୀନ ନିବାସରେ ପହଞ୍ଚିଲେ ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝି। ବରପୁତ୍ରଙ୍କୁ ମାଲ୍ୟାର୍ପଣ ପରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୋହନ। ଏହା ପରେ ମୋହନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି,…
କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ବାଛିଲା ଭାଜପା, ସାମ୍ନାକୁ ଆସିଲା ଏହି ବଡ଼ କାରଣ
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ମାଝି। ସେ ଆଜି ବିଧିବଦ୍ଧ ଭାବେ ଶପଥ ନେବେ। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନଙ୍କ ନାଁ ଘୋଷଣା ହେବା ପରେ ଚର୍ଚ୍ଚା ହେଉଛି କି ଭାଜପା କାହିଁକି ମୋହନଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ବାଝିଲା।…
ଶପଥଗ୍ରହଣ ଉତ୍ସବ ପାଇଁ ୬୭ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୨ା୬(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ କମିଶନରେଟ୍ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି…
ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ
ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି। ଭାଜପାର…
ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ହେବା ପରେ ମୋହନ ମାଝି ନେଲେ ବଡ଼ ନିଷ୍ପତ୍ତି
ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ଆଜି ସେ ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ଏଥିଲାଗି ଭୁବନେଶ୍ୱର ଜନତା ମଇଦାନରେ ଭବ୍ୟ ଆୟୋଜନ କରାଯାଇଛି। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝିଙ୍କ…
ମୋହନ ମାଝି ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨ା୬(ସୁନିତ୍ ମିଶ୍ର): ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି।…
କାଲିଠୁ ରାଜ୍ୟରେ ‘ମୋହନ ସରକାର’
ଭୁବନେଶ୍ୱର,୧୧।୬: ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଅପରାହ୍ନରେ ଶପଥ ନେବ ମୋହନ ସରକାର। ଏନେଇ ରାଜଭବନ ପକ୍ଷରୁ ବିଧିବଦ୍ଧ ସୂଚନା ଦିଆଯାଇଛି। ଭୁବନେଶ୍ୱର ଜନତା ମଇଦାନରେ ୪.୫୫ରେ ଶପଥଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ତେବେ ଏହାପୂର୍ବରୁ ମୋହନ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଭାବେ…
ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…
ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ…
ରାଜ୍ୟପାଳଙ୍କୁ ଭେଟିଲେ ମୋହନ ମାଝୀ, ସରକାର ଗଠନ ପାଇଁ କଲେ ଦାବି ଉପସ୍ଥାପନ
ଭୁବନେଶ୍ୱର,୧୧।୬: ରାଜ୍ୟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ମଙ୍ଗଳବାର ବସିଥିବା ଦଳର ବିଧାୟକ ଦଳ ବୈଠକରେ କେନ୍ଦୁଝର ବିଧାୟକ ମୋହନ ଚରଣ ମାଝୀଙ୍କ ଉପରେ ମୋହର ବାଜିଛି। ତେବେ ଏନେଇ…
କନକବର୍ଦ୍ଧନ, ପ୍ରଭାତୀ ହେବେ ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ…
ମୋହନ ମାଝୀ ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୧।୬: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କଠାରେ ମୋହର ବାଜିଛି। ବୁଧବାର ମୋହନ ମୁଖ୍ୟମନ୍ତ୍ରୀ ଭାବେ ଶପଥ…
ଜୟନାରାୟଣଙ୍କ ବଡ଼ ବୟାନ: ଆଉ ଏକ ନିର୍ବାଚନ ହେଉ ବୋଲି ଆମେ ଚାହୁଁ ନାହୁଁ, ଏଣୁ…
ଭୁବନେଶ୍ୱର,୧୧।୬: ଓଡ଼ିଶାରେ ସଂଖ୍ୟାଗରିଷ୍ଠତା ହାସଲ କରିବା ପରେ ସରକାର ଗଢ଼ିବାକୁ ଯାଉଛି ଭାଜପା। ହେଲେ ଦଳର ନେତା କିଏ ହେବେ ସେ ନେଇ ସ୍ପଷ୍ଟ ହୋଇପାରୁନାହିଁ। ନାନାଦି ଚର୍ଚ୍ଚା ଗଣମାଧ୍ୟମରେ ଚାଲି ଆସୁଥିଲେ ହେଁ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର ବଡ଼…
Archives


