ସିଏଏ ବିଜ୍ଞପ୍ତି ପରେ ଦିଲ୍ଲୀରେ କଡ଼ା ସୁରକ୍ଷା
ନୂଆଦିଲ୍ଲୀ, ୧୨।୩: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବ ଦିଲ୍ଲୀ, ସାହିନବାଗ, ଜାମିଆ ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହିସବୁ ଅଞ୍ଚଳରେ ପୋଲିସ…
ଅସିଫା ଭୁଟ୍ଟୋ ଜର୍ଦ୍ଦାରୀ ହେଲେ ପାକିସ୍ତାନର ପ୍ରଥମ ମହିଳା
ଇସ୍ଲାମାବାଦ୍, ୧୨।୩: ପାକିସ୍ତାନର ନବ ନିର୍ବାଚିତ ରାଷ୍ଟ୍ରପତି ଅସିଫ୍ ଅଲୀ ଜର୍ଦ୍ଦାରୀ ନିଜ ଝିଅ ଅସିଫା ଭୁଟ୍ଟୋ ଜର୍ଦ୍ଦାରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଆଧିକାରିକ ଘୋଷଣା କରିଛନ୍ତି। ସାଧାରଣତଃ ରାଷ୍ଟ୍ରପତିଙ୍କର ସ୍ତ୍ରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଅଭିହିତ କରାଯାଉଥିବା…
ପ୍ରଧାନମନ୍ତ୍ରୀ ମୋଦିଙ୍କ ଅରୁଣାଚଳ ଗସ୍ତକୁ ନେଇ ରାଗିଗଲା ଚାଇନା
ବେଜିଂ,୧୧।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ ଅରୁଣାଚଳପ୍ରଦେଶ ଗସ୍ତରେ ଯାଇଥିବାରୁ ଚାଇନା ସୋମବାର ଭାରତ ନିକଟରେ ପ୍ରତିବାଦ ଜଣାଇଛି। ଅରୁଣାଚଳକୁ ଚାଇନା ନିଜର ଦାବି କରିଆସୁଥିବାବେଳେ ଭାରତର ପଦକ୍ଷେପ ସୀମା ପ୍ରସଙ୍ଗକୁ ଜଟିଳ କରିବ ବୋଲି ବେଜିଂ ଦୋହରାଇଛି।…
CAA ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହାକୁ ମିଳିବ ଦେଶର ନାଗରିକତା
ନୂଆଦିଲ୍ଲୀ,୧୧।୩: ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ…
ଟି-୨୦ ବିଶ୍ୱକପ୍ ପୂର୍ବରୁ ଭାରତକୁ ବଡ଼ ଝଟ୍କା: ଦଳରୁ ବାଦ୍ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି
ନୂଆଦିଲ୍ଲୀ,୧୧।୩: ଟି-୨୦ ବିଶ୍ୱକପ ୨୦୨୪ ଜୁନରେ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ଟିମ ଇଣ୍ଡିଆ ଏକ ବଡ ଝଟ୍କା ଲାଗିଛି। ଦ୍ରୁତ ବୋଲର ମହମ୍ମଦ ଶାମି ବିଶ୍ୱ ସ୍ତରୀୟ ଟୁର୍ନାମେଣ୍ଟରୁ ବାଦ୍ ପଡିଛନ୍ତି। ଭାରତ କ୍ରିକେଟ…
ଆଉ ମାତ୍ର ୩୦ ମିନିଟ୍ ମଧ୍ୟରେ ବଡ଼ ଘୋଷଣା କରିପାରନ୍ତି ମୋଦି
ନୂଆଦିଲ୍ଲୀ,୧୧।୩: ସୋମବାର ଅର୍ଥାତ୍ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିବାକୁ ଯାଉଛି। ଯଦିଓ ପ୍ରଧାନମନ୍ତ୍ରୀ କ’ଣ ଘୋଷଣା କରିବେ ତାହା ଜଣାପଡିନାହିଁ, କିନ୍ତୁ ଚର୍ଚ୍ଚା ହେଉଛି ଦେଶରେ ସିଏଏ(CAA) ଲାଗୁ କରିଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିପାରନ୍ତି।…
ଭାଜପାର ଦ୍ୱିତୀୟ ତାଲିକା ପାଇଁ ୧୫୦ ପ୍ରାର୍ଥୀଙ୍କ ନାମ ହେବ ଚୂଡାନ୍ତ, କାହାକୁ ମିଳିବ ଟିକେଟ୍, କାହାର କଟିବ ଟିକେଟ୍, ଜାଣନ୍ତୁ…
ନୂଆଦିଲ୍ଲୀ,୧୧।୩: ନିର୍ବାଚନ ଆୟୋଗ ଖୁବ୍ଶୀଘ୍ର ଆଗାମୀ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ ଦଳ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏଥି ସହ ଭାରତୀୟ ଜନତା ପାର୍ଟି (ଭାଜପା) ନିର୍ବାଚନ ପାଇଁ ନିଜ ପ୍ରାର୍ଥୀଙ୍କ…
୪୦୦ ସଂଖ୍ୟା ଛୁଇଁ ପାରିବ ନାହିଁ ଏନଡିଏ, ସର୍ଭେରେ ଆସିଲା ଚମକାଇବା ଭଳି ଫଳଫଳ
ନୂଆଦିଲ୍ଲୀ,୧୧।୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ କରାଯାଇଥିବା ସର୍ଭେରେ ଆଶ୍ଚର୍ଯ୍ୟଜନକ ଫଳାଫଳ ପ୍ରକାଶ ପାଇଛି। ଆଗାମୀ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ସହଯୋଗୀ ଦଳ ପାଇଁ ୪୦୦ ଟି ଆସନ ପାଇବା ଅତ୍ୟନ୍ତ କଷ୍ଟକର ହେବ। ତେବେ…
‘ହାତ’ ଧରିଲେ ରେମୁଣାର ପୂର୍ବତନ ବିଧାୟକ
ଭୁବନେଶ୍ୱର,୧୧।୩: ବାଲେଶ୍ୱର ଜିଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ସେମାବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଦର୍ଶନ ଗତ…
ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଖାନଓ୍ବିଲକର ହେଲେ ଦ୍ୱିତୀୟ ଲୋକପାଳ
ନୂଆଦିଲ୍ଲୀ,୧୧।୩: ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅଜୟ ମାଣିକରାଓ ଖାନୱିଲକରଙ୍କୁ ଲୋକପାଳର ଚେୟାରମ୍ୟାନ ଭାବରେ ଶପଥ ଗ୍ରହଣ କରିଛନ୍ତି। ଜଷ୍ଟିସ ଖାନୱିଲକର ଚଳିତ ବର୍ଷ ଫେବୃଆରୀର ଶେଷ ସପ୍ତାହରେ ଲୋକପାଳର ଚେୟାରମ୍ୟାନ ଭାବରେ ମନୋନୀତ ହୋଇଥିଲେ।…
ସମସ୍ତ ରେକର୍ଡ ଭାଙ୍ଗିଲା ସୁନା ଦାମ୍, ୬୭,୦୦୦ ଟଙ୍କା ଅତିକ୍ରମ କଲା ମୂଲ୍ୟ
ଭୁବନେଶ୍ୱର, ୧୧।୩: ବର୍ତମାନ ଦେଶରେ ବାହାଘର ସିଜିନ ଚାଲିଥିଲା ବେଳେ ସୁନା ଦର ହୁ ହୁ ହୋଇ ବୃଦ୍ଧି ପାଇବାରେ ଲାଗିଛି। ଏଥି ସହିତ ଭାରତରେ ସୁନାର ମୂଲ୍ୟ ଐତିହାସିକ ସ୍ତରରେ ପହଞ୍ଚିଛି। ବଜାରରେ ଜୋରଦାର କ୍ରୟ ହେତୁ ସୁନା ମୂଲ୍ୟ…
ହଠାତ୍ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଆକାଶ ହେଲା ଧୂଆଁମୟ
ପାଟଣା,୧୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ସୋମବାର ମଧ୍ୟାହ୍ନରେ ପ୍ରଚଣ୍ଡ ଶବ୍ଦ ହୋଇଛି। ଦୁଇଦୁଇ ଥର ପ୍ରଚଣ୍ଡ ଶବ୍ଦ ହେବା ସହ ଘରଦ୍ୱାର ଥରି ଉଠିଥିଲା। ତେବେ ଏହି ଶବ୍ଦର ପ୍ରକୃତ କାରଣ ଅସ୍ପଷ୍ଟ ଥିବା ବେଳେ କେତେକ…
Archives


