Home Middle

ମୋଦି ସରକାରଙ୍କ ପାଇଁ ବଢିଲା ଟେନସନ, ବାଚସ୍ପତି ପଦ ପାଇଁ ତୃତୀୟ ପକ୍ଷ ପ୍ରାର୍ଥୀ ଦେବାକୁ ହେଉଛନ୍ତି ସଜବାଜ

ନୂଆଦିଲ୍ଲୀ,୨୫।୬: ୧୮ ତମ ଲୋକ ସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହୋଇଯାଇଛି। ଆରମ୍ଭ ଦିନରୁ ହିଁ ବିରୋଧୀ ଓ ସରକାରଙ୍କ ମଧ୍ୟରେ ଟଣାଓଟରା ଲାଗି ରହିଛି। ସ୍ବାଧୀନ ଭାରତରେ ପ୍ରଥମ ଥର ବାଚସ୍ପତି ନିର୍ବାଚନ ହେବାକୁ ହେବାକୁ ଯାଉଛି। ଯାହାକୁ ନେଇ…

ବବିଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୫।୬: ବିଜେଡି ନେନତା ପ୍ରଣବ ପ୍ରକାଶ ଦାସଙ୍କ କ୍ୱାର୍ଟର୍ସ ଦେଖିବା ପରେ ଜିଏ ଅଧିକାରୀ ବଡ଼ ସୂଚନା ଦେଇଛନ୍ତି। ଜିଏ ଅଧିକାରୀ କହିଛନ୍ତି, ନିର୍ମାଣ ପାଇଁ ଅନୁମତି ନ ଥିଲେ କାର୍ଯ୍ୟାନୁଷ୍ଠାନ ହେବ। ମୂଳ କ୍ୱାର୍ଟର୍ସ ଯାହା ଯେମିତି ଥିଲା, ସେମିତି…

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏ ଲାଗି ରହିବ ବର୍ଷା

ଭୁବନେଶ୍ୱର,୨୫।୬: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ବିଜୁଳି ଘଡ଼ଘଡ଼ି ସହିତ ୩୦ ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି…

ରଥଯାତ୍ରାକୁ ନେଇ ଆସିଲା ବଡ଼ ଖବର, ଏଥର ବନ୍ଦ ରହିବ ନବଯୌବନ ଦର୍ଶନ

ପୁରୀ,୨୫।୬: ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ ହୋଇଛି । ଛତିଶା ନିଯୋଗ ବୈଠକରେ ହୋଇଥିବା ନିଷ୍ପତିକୁ ଅନୁରୂପ ରଖିବାକୁ ଏହି ବୈଠକରେ ନିଷ୍ପତ୍ତି ହୋଇଛି । ରଥଯାତ୍ରା ବ୍ୟବସ୍ଥାବଳି ଓ ନୀତି ନିର୍ଘଣ୍ଟକୁ ଅନୁମୋଦନ କରିଛି କମିଟି । ତେବେ…

କାହା କହିବା ଅନୁସାରେ ଦେଶରେ ଏମରଜେନ୍ସି ଲଗାଇଥିଲେ ଇନ୍ଧିରା ଗାନ୍ଧୀ, ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୬: ୧୯୭୫ ମସିହା ୨୫ ଜୁନ ମଧ୍ୟରାତ୍ରିରେ ତତ୍କାଳୀନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ଜରୁରୀକାଳୀନ ପରିସ୍ଥିତି ଘୋଷଣା କରିଥିଲେ। ଏହି ଘୋଷଣା ପରେ ଦେଶରେ ସବୁକିଛି ବଦଳି ଯାଇଥିଲା। ଇନ୍ଦିରା ଗାନ୍ଧୀଙ୍କ ଅନୁରୋଧ କ୍ରମେ ତତ୍କାଳୀନ ରାଷ୍ଟ୍ରପତି ଫଖରୁଦ୍ଦିନ ଅଲି ଅହମ୍ମଦ…

ଓଡ଼ିଆରେ ଶପଥ ନେଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ,୨୫।୬: ସଂସଦରେ ଶପଥ ନେଲେ ଓଡ଼ିଆ ସାଂସଦ। ସୋମବାର ଓଡ଼ିଶାର ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଜୁଏଲ ଓରାମ ଶପଥ ଗ୍ରହଣ କରିଥିଲେ। ମଙ୍ଗଳବାର ବାକି ୧୭ ଓଡ଼ିଆ ଏମ୍‌ପି ଶପଥ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାପଡ଼ା ଏମ୍‌ପି ବୈଜୟନ୍ତ…

ଲୋକ ସଭା ବାଚସ୍ପତି ପାଆନ୍ତି ଏତିକି ଦରମା, ମିଳେ ଏହି ସବୁ ସୁବିଧା

ନୂଆଦିଲ୍ଲୀ,୨୫।୬: ଲୋକ ସଭା ବାଚସ୍ପତି ପଦ ପାଇଁ ବୁଧବାର ର୍ବସମ୍ମତି କ୍ରମେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ବିରୋଧୀଦଳ ପକ୍ଷରୁ କେ ସୁରେଶ ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଥିବା ବେଳେ ଏନଡିଏ ଓମ ବିର୍ଲାଙ୍କୁ ପ୍ରାର୍ଥୀ କରିଛି। କିନ୍ତୁ ଆପଣ…

ଇତିହାସରେ ପ୍ରଥମଥର: ବାଚସ୍ପତି ପଦ ପାଇଁ ହେବ ନିର୍ବାଚନ

ନୂଆଦିଲ୍ଲୀ,୨୫।୬: ଲୋକ ସଭା ବାଚସ୍ପତି ପଦକୁ ନେଇ ସହମତ ହୋଇ ନ ପାରିବା ପରେ ବିରୋଧୀଦଳ ଏହାର ପ୍ରାର୍ଥୀ ଘୋଷଣା କରିଛନ୍ତି। କେ ସୁରେଶ ବିରୋଧୀ ଦଳର ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ହୋଇଛନ୍ତି। ଅନ୍ୟପକ୍ଷରେ ଓମ ବିର୍ଲା ଏନଡିଏ ପକ୍ଷରୁ…

ବାଚସ୍ପତି ରେସ୍‌: ଓମ ବିର୍ଲାଙ୍କୁ ଟକ୍କର ଦେବେ ସୁରେଶ

ନୂଆଦିଲ୍ଲୀ,୨୫।୬: ବିରୋଧୀ ଦଳ ‘ଇଣ୍ଡିଆ’ ମଧ୍ୟ ଲୋକ ସଭା ବାଚସ୍ପତି ପଦ ପାଇଁ ନିଜର ପ୍ରାର୍ଥୀ ଦେଇଛନ୍ତି। କେ ସୁରେଶ ବିରୋଧୀ ଦଳ ପକ୍ଷରୁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏଥି ସହିତ ଭାଜପା ନେତୃତ୍ୱାଧୀନ ନ୍ୟାସନାଲ ଡେମୋକ୍ରାଟିକ ଆଲାଇନ୍ସ (ଏନଡିଏ)ପ୍ରାର୍ଥୀ ଓମ…

ବଡ଼ ଖବର: ବବି ଦାସଙ୍କ ସରକାରୀ ଘରେ ଚାଲିଛି ଭଙ୍ଗାରୁଜା

ଭୁବନେଶ୍ୱର,୨୫।୬: ବିଜେଡି ନେତା ପ୍ରଣବ ପ୍ରକାଶ ଦାଶ(ବବି)ଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି। କ୍ୱାର୍ଟର୍ସ ପରିସରରେ ହୋଇଥିବା ଅଣ୍ଡର ଗ୍ରାଉଣ୍ଡ ନିର୍ମାଣକୁ ଭଙ୍ଗାଯାଉଛି। ତେବେ କିଏ କାହିଁକି ଭାଙ୍ଗୁଛି ତାହା ଏଯାଏ ଜଣାପଡିନାହିଁ। ଅଣ୍ଡର ଗ୍ରାଉଣ୍ଡରୁ ଗୋଟିଏ ଏବଂ ଉପରକୁ ୩…

ହୋଇଗଲା ଫାଇନାଲ! ଏହି ହେବେ ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୫।୬: ସର୍ବସମ୍ମତି କ୍ରମେ ଲୋକ ସଭା ବାଚସ୍ପତି ଚୟନ କରାଯିବ। ବାଚସ୍ପତି ପଦ ପାଇଁ ନିର୍ବାଚନରର ସମ୍ଭାବନା ବହୁତ କମ ବୋଲି ବିବେଚନା କରାଯାଉଛି। ସୂଚନାନୁସାରେ, ବିରୋଧୀ ମଇଦାନକୁ ପ୍ରାର୍ଥୀ ଓହ୍ଲାଇବ ନାହିଁ। ତେବେ ଏନଡିଏ ପକ୍ଷରୁ ଓମ୍‌ ବିର୍ଲା ପୁଣିଥରେ…

ମୁଖ୍ୟମନ୍ତ୍ରୀ ପଦ ମର୍ଯ୍ୟାଦା ରଖନ୍ତୁ: ପ୍ରତାପ ଦେବ

ଭୁବନେଶ୍ୱର,୨୫ା୬(ଅନିଲ ଦାସ): କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଟିପ୍ପଣୀକୁ ନେଇ ବିଜେଡି କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ସୋମବାର ଏକ ଖବରଦାତା ସମ୍ମିଳନୀରେ ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ପ୍ରତାପ କେଶରୀ ଦେବ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କେନ୍ଦୁଝରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?