୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ
ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର ମିଡିଆ ଷ୍ଟଡିଜ (ସିଏମଏସ) ଦାବି କରିଛି ଯେ ଏହି ଲୋକ ସଭା ନିର୍ବାଚନରେ ଆନୁମାନିକ…
ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା
ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ ଜନସଭାକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଲା ପରେ ସେଠାରେ ତାଙ୍କୁ…
‘୨୦୨୫ ସୁଦ୍ଧା ଭାଜପା ସଂରକ୍ଷଣ ଉଚ୍ଛେଦ କରିବ’: ରେବନ୍ଥ ରେଡ୍ଡୀଙ୍କ ବଡ଼ ଦାବି
ହାଇଦ୍ରାବାଦ,୨୫।୪: ମୁସଲମାନମାନଙ୍କ ପାଇଁ କୋଟାକୁ ନେଇ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା ରାଜନୈତିକ ଵାକଯୁଦ୍ଧ ମଧ୍ୟରେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଅଭିଯୋଗ କରିଛନ୍ତି ଯେ ଭାଜପା ନିକଟ ଭବିଷ୍ୟତରେ ଦଳିତ ସମ୍ପ୍ରଦାୟର ସଂରକ୍ଷଣକୁ ସମ୍ପୂର୍ଣ୍ଣ ରୂପେ ହଟାଇବାକୁ ଯୋଜନା…
ପ୍ରଥମେ ଖବରଦାତା ସମ୍ମିଳନୀ-ପରେ ରାଲି, ଏବେ ରୋଡ ଶୋ’…ଏଏପିର ପ୍ରଚାର ସମ୍ଭାଳିବେ ସୁନୀତା କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗିରଫ ହୋଇ ଜେଲ୍ ଯିବା ପରେ ତାଙ୍କ ପତ୍ନୀ ସୁନୀତା କେନ୍ଦ୍ର ସରକାରଙ୍କୁ ସମାଲୋଚନା କରି ଆସୁଛନ୍ତି। ସେ ପ୍ରଥମେ ଏକ ଖବରଦାତା ସମ୍ମିଳନୀ କରି ସାଧାରଣ ଲୋକଙ୍କ ନିକଟକୁ ତାଙ୍କ ସ୍ବାମୀଙ୍କ ବାର୍ତ୍ତା…
ହୋଟେଲରେ ନିଆଁ ଲାଗି ୬ ମୃତ, ୧୨ ଆଇସିୟୁରେ ଭର୍ତ୍ତିି
ପାଟନା,୨୫ା୪: ଗୁରୁବାର ପାଟନାରେ ଥିବା ଏକ ହୋଟେଲରେ ନିଆଁ ଲାଗିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି। ଏହି ଭୟଙ୍କର ଦୁର୍ଘଟଣାରେ ପାଟନା ସିଟି ଏସ୍ପି ଚନ୍ଦ୍ର ପ୍ରକାଶ ୬ ଜଣଙ୍କ ମୃତ୍ୟୁକୁ ନିଶ୍ଚିତ…
ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!
ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୧.୧ ଡିଗ୍ରୀ ପାର କରିଛି। ଏହାରି ମଧ୍ୟରେ ଭୁବନେଶ୍ୱର ପାଣିପାଗ…
ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂରେ ନଜର ଆସିବେ ହେଭିଓ୍ବେଟ ନେତା, ଭାଗ୍ୟ ପରୀକ୍ଷା କରିବେ ରାହୁଲ-ଶଶୀ ଥରୁର୍
ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନକୁ ନେଇ ଦେଶରେ ସୃଷ୍ଟି ହୋଇଛି ଏକ ଭିନ୍ନ ପରିବେଶ । ପ୍ରଥମ ପର୍ଯ୍ୟାୟ ପରେ ସବୁ ରାଜନୈତିକ ଦଳ ଏବେ ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତ ହେଉଛନ୍ତି। ଏପ୍ରିଲ ୨୬ ଅର୍ଥାତ୍ ଶୁକ୍ରବାର ହେବାକୁ ଯାଉଥିବା…
ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ
ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ ଅସନ ଥିବା ବେଳେ ୪୦ ଫୁଟିଆ ଧଉରା କାଠ ରହିଛି। ନୟାଗଡ଼ ମହୀପୁର ଜଙ୍ଗଲରୁ…
ପ୍ରଧାନ ବିଚାରପତି କଲେ ବଡ଼ ଘୋଷଣା, ହ୍ବାଟ୍ସଆପ୍ରେ ଓକିଲଙ୍କୁ ମାମଲା ସମ୍ପର୍କିତ ସୂଚନା ପ୍ରଦାନ କରିବେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୫।୪: ଭାରତର ପ୍ରଧାନ ବିଚାରପତି ଡି.ୱାୟୀ ଚନ୍ଦ୍ରଚୁଡ଼ ଘୋଷଣା କରିଛନ୍ତି ଯେ ସୁପ୍ରିମକୋର୍ଟ ହ୍ବାଟ୍ସଆପ୍ ଜରିଆରେ ଓକିଲଙ୍କ ସହ ଶୁଣାଣି ହେବାକୁ ଥିବା ମାମଲା, ମାମଲା ଦାଖଲ ଏବଂ ମାମଲା ତାଲିକାଭୁକ୍ତ ହେବା ସମ୍ପର୍କରେ ସୂଚନା ପ୍ରଦାନ କରିବା ଆରମ୍ଭ କରିବେ।…
ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ
ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ ନିର୍ବାଚନ ଆୟୋଗ ଭାଜପା ଏବଂ କଂଗ୍ରେସକୁ ନୋଟିସ୍ ଜାରି କରିଛନ୍ତି। ଆଦର୍ଶ ଆଚରଣ…
ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ
ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା ହେବାରୁ ବ୍ୟାପକ କ୍ଷତି ଘଟିଛି। ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନ ଯୋଗୁ…
ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର
ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ ପ୍ରଥମ ପର୍ଯ୍ୟାୟରେ ନାଗାଲାଣ୍ଡରେ ୬ ପୂର୍ବ ଜିଲାରୁ ୪ ଲକ୍ଷ ମତଦାତା ଭୋଟ ଦେବାକୁ…
Archives


