ମୋଦିଙ୍କ ଭିନ୍ନ ଷ୍ଟାଇଲ, ହାତୀ ପିଠିରେ ବସି ବୁଲିଲେ କାଜିରଙ୍ଗା ନ୍ୟାଶନାଲ ପାର୍କ
ଗୁଆହାଟୀ,୯।୩: ମାର୍ଚ୍ଚ ୮ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଆସାମ ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ ୧୮ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଶନିବାର ସକାଳେ ସେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ଏକ…
ଜମ୍ମୁ-କଶ୍ମୀରରେ ଲୋକ ସଭା ନିର୍ବାଚନ ସହ ହୋଇପାରେ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ,୯।୩: ଆନ୍ଧ୍ରପ୍ରଦେଶ, ଓଡ଼ିଶା, ସିକ୍କିମ ଏବଂ ଅରୁଣାଚଳ ପ୍ରଦେଶ ତଥା ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇପାରେ। ବିଶେଷ ସୂତ୍ରରୁ ପ୍ରକାଶ ଯେ ଗୃହ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ନିର୍ବାଚନ ଆୟୋଗ ବୈଠକରେ ଏହି ବିଷୟରେ ଆଲୋଚନା କରାଯାଇଥିଲା। ଆସନ୍ତା…
ଆସନ ବୁଝାମଣାରେ ଅଟକିଛି
ଭୁବନେଶ୍ୱର, ୯।୩(ସୁନିତ୍ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବା ଏକ ପ୍ରକାର ନିଶ୍ଚିତ ହୋଇଗଲାଣି। ପ୍ରଥମ ପର୍ଯ୍ୟାୟରେ ବିଜେଡିର ଆଗଧାଡ଼ିର ନେତାଙ୍କ ସହ ନବୀନ ନିବାସରେ ବୈଠକ ହୋଇଥିଲା। ସମାନ ଦିନରେ ଅର୍ଥାତ୍ ଗତ ବୁଧବାର…
ମୋରବିରେ ପୁଣି ଏକ ଦୁର୍ଘଟଣା, ଖସିଲା ନବ ନିର୍ମିତ ମେଡିକାଲ କଲେଜ ସ୍ଲାବ
ମୋରବି,୯।୩: ଗୁଜୁରାଟର ମୋରବିରେର ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ମେଡିକାଲ କଲେଜ ବିଲ୍ଡିଂର ଏକ ଅଂଶ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ୫ଜଣ କର୍ମଚାରୀ ଆହତ ହୋଇଛନ୍ତି। ଜଣେ ଅଧିକାରୀ କହିଛନ୍ତି ଯେ ଶୁକ୍ରବାର ରାତି ପ୍ରାୟ ୮ଟାରେ…
କାହାର କଟିଲା ଟିକେଟ୍, କାହାର ବଦଳିଲା ସିଟ୍, ଚମକାଇଦେବ କଂଗ୍ରେସର ପ୍ରଥମ ଲିଷ୍ଟ
ନୂଆଦିଲ୍ଲୀ,୮।୩: ୨୦୨୪ ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ତାଲିକା ପ୍ରକାଶ କରିଛି। ଦଳ ପ୍ରଥମ ତାଲିକାରେ ମୋଟ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ପ୍ରଥମ ତାଲିକାରେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ, ଶଶି ଥରୁର, ରାଜେନ୍ଦ୍ର…
ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ
ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି ବିନ୍ଦୁ…
ଓ୍ବାୟନାଡରେ ରାହୁଲଙ୍କୁ ମୁକାବିଲା କରିବେ ଏହି ପାଓ୍ବରଫୁଲ ମହିଳା
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକାରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କେରଳର ୱାୟାନାଡରୁ ନିର୍ବାଚନ ଲଢୁଥିବାବେଳେ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମରୁ…
ଲୋକସଭା ନିର୍ବାଚନରେ ମହିଳାଙ୍କୁ ୩୩% ଆସନରେ ଟିକେଟ୍ ଦେବ ବିଜେଡି: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର,୮।୩: ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ନିର୍ବାଚନ ଭଳି ଆଗାମୀ ଲୋକସଭା…
Electoral Bonds ସହ ଜଡିତ ତଥ୍ୟକୁ SBI କଲା ଡିଲିଟ୍
ନୂଆଦିଲ୍ଲୀ,୮।୩: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ନିଜ ୱେବସାଇଟରୁ ନିର୍ବାଚନ ବଣ୍ଡ ସହ ଜଡିତ ସୂଚନାଗୁଡ଼ିକୁ ହଟାଇ ଦେଇଛି। ବ୍ୟାଙ୍କ ଏସବୁ ଏପରି ସମୟରେ କରିଛିି ଯେତେବେଳେ ନିର୍ବାଚନ ବଣ୍ଡର ତଥ୍ୟ ଦାଖଲ କରିବାକୁ କୋର୍ଟକୁ ଜୁନ ୩୦ ପର୍ଯ୍ୟନ୍ତ…
Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା
ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ…
କଂଗ୍ରେସର ପ୍ରଥମ ତାଲିକା ଜାରି: ୧୨ ପ୍ରାର୍ଥୀ ୫୦ ବର୍ଷରୁ କମ୍, ତାଲିକାରେ ମୁସଲମାନ ସହିତ ଏହି ସମ୍ପ୍ରଦାୟ
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ କରିଛି। କଂଗ୍ରେସର ପ୍ରଥମ ତାଲିକାରେ ୧୨ ଜଣ ପ୍ରାର୍ଥୀଙ୍କ ବୟସ ୫୦ ବର୍ଷରୁ କମ ହୋଇଥିବାବେଳେ ୨୪ ଜଣ ପ୍ରାର୍ଥୀ ଅନୁସୂଚିତ ଜାତି-ଜନଜାତି, ପଛୁଆ ବର୍ଗ ଏବଂ ସଂଖ୍ୟାଲଘୁ…
କଂଗ୍ରେସ ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି କଂଗ୍ରେସ। ପୁଣିଥରେ ରାହୁଲ ୱାୟନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକର ଗୋଟିଏ ଦିନ ପରେ ଶୁକ୍ରବାର ଦିନ କଂଗ୍ରେସର…
Archives


