Home Middle

ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…

ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ ଘେରାବନ୍ଦୀ କରି ଜୋରଦାର ପ୍ରଚାରରେ ଲାଗିପଡିଛନ୍ତି ଭାଜପା ନେତା। ଏହି କ୍ରମରେ ବୁଧବାର ଗୃହମନ୍ତ୍ରୀ…

ରିପୋର୍ଟରେ ବଡ଼ ଖୁଲାସା, ‘କୋଭାକ୍ସିନ’ ରେ ବି ଦେଖାଯାଉଛି ସାଇଡ ଇଫେକ୍ଟ

ନୂଆଦିଲ୍ଲୀ,୧୬।୫: କରୋନା ମହାମାରୀ ସମୟରେ ଦେଶବାସୀ କୋଭିଶିଲ୍ଡ ଏବଂ କୋଭାକ୍ସିନ ଟିକା ନେଇଛନ୍ତି। କିନ୍ତୁ, ଧୀରେ ଧୀରେ ବର୍ତ୍ତମାନ ଏହି ଦୁଇଟି ଟିକାର ପାର୍ଶ୍ୱ ପ୍ରତିକ୍ରିୟା ସାମ୍ନାକୁ ଆସୁଛି । କିଛିଦିନ ପୂର୍ବରୁ କୋଭିଶିଲ୍ଡକୁ ନେଇ ମଧ୍ୟ ବିବାଦ ମୁଣ୍ଡ ଟେକିଥିଲା।…

ସ୍ବାତୀ ମାଲିଓ୍ବାଲଙ୍କୁ ର୍ଦୁବ୍ୟବହାର ମାମଲା: କେଜରିଓ୍ବାଲଙ୍କ ସହ ନଜର ଆସିଲେ ଅଭିଯୁକ୍ତ ବୈଭବ କୁମାର

ନୂଆଦିଲ୍ଲୀ,୧୬।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କୁ କେଜରିଓ୍ବାଲଙ୍କ ବାସଭବନରେ ମାଡ଼ ମରାଯିବା ଘଟଣାରେ ଜାତୀୟ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଏଏପି ଦୋଷ ସ୍ବୀକାର କରିଥିବାବେଳେ ଅଭିଯୁକ୍ତ ତଥା କେଜରିଓ୍ବାଲଙ୍କ ବ୍ୟକ୍ତିଗତ ସହଯୋଗୀ ବୈଭବ…

ବିଜୁ ଉତ୍ତରାଧିକାରୀ, ବୈଜୟନ୍ତଙ୍କ ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା, ୧୬ା୫ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ବିଜୁବାବୁଙ୍କ ରାଜନୈତିକ କର୍ମଭୂମି। ଏକଦା ବିଜୁବାବୁଙ୍କ ଘନିଷ୍ଠ ଥିଲେ ଏହି ଜିଲାର ନଳିନୀକାନ୍ତ ମହାନ୍ତି ଓ ବିଜୟ ମହାପାତ୍ର। ସେହିପରି ଘନିଷ୍ଠ ଶିଳ୍ପପତି ବଂଶୀଧର ପଣ୍ଡାଙ୍କ ପୁଅ ବୈଜୟନ୍ତ ପଣ୍ଡା ୧୯୯୭ରେ ବିଜେଡିର ଗଠନ ସମୟରେ…

ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ

ନୂଆଦିଲ୍ଲୀ,୧୬।୫: ଅନ୍ତର୍ଜାତୀୟ ଫୁଟ୍‌ବଲରୁ ଅବସର ଘୋଷଣା କଲେ ଫୁଟ୍‌ବଲ୍‌ ଆଇକନ୍‌ ସୁନୀଲ ଛେତ୍ରୀ। ଜୁନ୍‌ରେ କୁଏତ ବିପକ୍ଷ ଫିଫା ବିଶ୍ୱକପ୍‌ ଯୋଗ୍ୟତା ମ୍ୟାଚ୍‌ ପରେ ସେ ଅବସର ନେବେ ବୋଲି ଗୁରୁବାର ଘୋଷଣା କରିଛନ୍ତି। ଜାତୀୟ ଦଳର ଅଧିନାୟକ ତାଙ୍କ ନିଷ୍ପତ୍ତିକୁ…

ଦେବଗଡ଼ରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାର

ଦେବଗଡ଼,୧୬।୫(ଶଶାଙ୍କ ଶେଖର ଝାଙ୍କର)ସମ୍ବଲପୁର ମୋର ପ୍ରିୟ ଭାଇ ଓ ଭଉଣୀମାନେ ସମସ୍ତଙ୍କୁ ମୋର୍‌ ଜୁହାର୍‌। ବିଏସକେୱାଇ ଯୋଜନା ଭଲ କି? ମିଶନ ଶକ୍ତି, ମମତା ଯୋଜନା, ଲକ୍ଷ୍ମୀ ବସ, ୫-ଟି ସ୍କୁଲ, କାଳିଆ ଯୋଜନା, ମଧୁବାବୁ ପେନସନ ଯୋଜନା, ମା’ ସମଲେଇ…

ନିର୍ବାଚନ ପୂର୍ବରୁ ସତ୍ୟବାଦୀରେ ଭାଜପାକୁ ଝଟ୍‌କା, ଦଳ ଛାଡ଼ିଲେ ବଡ଼ ନେତା

ପୁରୀ,୧୬।୫: ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟ୍‌କା। ଭାଜପାରୁ ଇସ୍ତଫା ଦେଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିୟାରସିଂହ। ଗୁରୁବାର ସେ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ରାଜ୍ୟ…

ଆଜି ରାଜଧାନୀରେ ନଡ୍ଡା, ଫୁଲବାଣୀରେ ଖାର୍ଗେଙ୍କ ରୋଡ୍‌ ଶୋ

ଭୁବନେଶ୍ୱର,୧୬।୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନରେ ଭାଜପା ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ବୁଧବାର ସା ସମୟରେ ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହାପରେ ସେ ସ୍ଥାନୀୟ ଏକ ଘରୋଇ ହୋଟେଲରେ…

ସାମଗ୍ରିକ ବିକାଶ ମୋ ଲକ୍ଷ୍ୟ:ଲତିକା

ବ୍ରହ୍ମପୁର,୧୬ା୫(ଅଶୋକ କୁମାର ସାହୁ):ରାଜ୍ୟରେ ଆସନ୍ତା ୨୦ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବ। ଏହାକୁ ଆଉ ୪ଦିନ ବାକି ଥିବାବେଳେ ଆସିକା ସଂସଦୀୟ କ୍ଷେତ୍ର ଅଧୀନ ୭ ବିଧାନସଭା ଆସନରେ ସ୍ଥିତି ସରଗରମ ରହିଛି। ସେଥିମଧ୍ୟରୁ କବିସୂର୍ଯ୍ୟନଗର ବିଧାନସଭା ଆସନର ଗୁରୁତ୍ୱ…

‘ଇଣ୍ଡିଆ’ କ୍ଷମତାସୀନ ହେଲେ ବାହାରୁ ସମର୍ଥନ ଦେବେ ମମତା

କୋଲ୍‌କାତା,୧୬ା୫:ବିରୋଧୀଙ୍କ ଇଣ୍ଡିଆନ୍‌ ନ୍ୟାଶନାଲ ଡେଭେଲପ୍‌ମେଣ୍ଟ ଇନ୍‌କ୍ଲୁସିଭ୍‌ ଆଲାଏନ୍ସ (ଇଣ୍ଡିଆ) ବ୍ଲକ୍‌ ଲୋକ ସଭା ନିର୍ବାଚନ ପରେ ସରକାର ଗଢ଼ିଲେ ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏଥିରେ ସାମିଲ ହେବ ନାହିଁ। ଇଣ୍ଡିଆ ବ୍ଲକ୍‌କୁ ଟିଏମ୍‌ସି ବାହାରୁ ସମର୍ଥନ ଦେବ ବୋଲି…

ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ

କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍‌ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା…

ଭାଜପାର ଅଚ୍ଛେଦିନ୍‌ କୁଆଡ଼େ ଗଲା: ନବୀନ

ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା କ୍ଷେତ୍ରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri