Home Middle

ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନଙ୍କ ପରିବାର

ଭୁବନେଶ୍ୱର,୨୧।୬: ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୁକ୍ରବାର ରାଜ୍ୟପାଳ ରଘୁବାର ଦାସଙ୍କୁ ଏକ ସୌଜନମୂଳକ ସାକ୍ଷାତକାର କରିଛନ୍ତି। ମୁଖ୍ୟମନ୍ତ୍ରୀ ସପରିବାର ରାଜ୍ୟପାଳଙ୍କ ବାସଭବନକୁ ଯାଇ ତାଙ୍କୁ ଭେଟିଛନ୍ତି। ରାଜ୍ୟପାଳଙ୍କୁ ଭେଟି ସେ ରାଜ୍ୟର ବିକାଶମୂଳକ ଯୋଜପା ତଥା ସମସାମୟିକ ଘଟଣା ଉପରେ ଆଲୋଚନା…

ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୧।୬: ନିଟ୍‌ ବିବାଦ ମଧ୍ୟରେ CSIR-UGC-NET ପରୀକ୍ଷାକୁ ସ୍ଥଗିତ କରିଦିଆଯାଇଛି। ପୂର୍ବରୁ ଏହି ପରୀକ୍ଷା ଜୁନ୍‌ ୨୫ରୁ ୨୭ ମଧ୍ୟରେ ହେବାକୁ ଥିବା ବେଳେ ଏବେ ଏହାକୁ ସ୍ଥଗିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ ଏହି ପରୀକ୍ଷାକୁ…

ବାଚସ୍ପତି ପଦ ପାଇଁ ହେବ ଘମାଘୋଟ ଲଢେଇ, ପ୍ରାର୍ଥୀ ଦେବ ବିରୋଧୀ ମେଣ୍ଟ!

ନୂଆଦିଲ୍ଲୀ,୨୧।୬: ଲୋକ ସଭା ନିର୍ବାଚନ ପରେ ଏବେ ଲୋକ ସଭା ବାଚସ୍ପତି ନିର୍ବାଚନ ଉପରେ ସମସ୍ତଙ୍କ ନଜର ରହିଛି। ପୂର୍ବରୁ ବିଶ୍ୱାସ କରାଯାଉଥିଲା ଯେ ବୋଧହୁଏ ବିରୋଧୀ ଦଳ ଲୋକ ସଭା ବାଚସ୍ପତି ନିର୍ବାଚନରେ ଏକାଠି ହୋଇ ସର୍ବସମ୍ମତି କ୍ରମେ ଶାସକ…

ସରକାରଙ୍କ ବଡ଼ ଘୋଷଣା, ବଢ଼ିବ ପେଟ୍ରୋଲ-ଡିଜେଲ ଦାମ୍‌

ନୂଆଦିଲ୍ଲୀ, ୨୧।୬: କର୍ଣ୍ଣାଟକ ପରେ ଏବେ ଗୋଆ ସରକାର ପେଟ୍ରୋଲ-ଡିଜେଲ୍‌ ଦାମ୍‌ରେ ବୃଦ୍ଧି କରିଛନ୍ତି । ସରକାର ପେଟ୍ରୋଲ୍‌ ଦାମ୍‌ରେ ୧ଟଙ୍କା ବୃଦ୍ଧି କରିଥିବା ବେଳେ ଡିଜେଲ୍‌ ଦାମ୍‌ରେ ୩୬ ପଇସା ବୃଦ୍ଧି କରିଛନ୍ତି । ଭାଲ୍ୟୁ ଆଡେଡ୍‌ ଟ୍ୟାକ୍ସ ବା…

ଜୁଲାଇରେ ପୂର୍ଣ୍ଣାଙ୍ଗ ନୁହେଁ କାମଚଳା ବଜେଟ ଆଣିବେ ମୋହନ ସରକାର

ଭୁବନେଶ୍ୱର,୨୧।୬: ରାଜ୍ୟରେ କ୍ଷମତାସୀନ ଭାଜପା ସରକାର ଆସନ୍ତା ଜୁଲାଇ ମାସରେ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ କାମଚଳା ବଜେଟ(ଲେଖାନୁଦାନ) ବିଧାନସଭାରେ ଉପସ୍ଥାପନ କରିବେ । ପ୍ରଥମଥର ପାଇଁ ସରକାର ଗଢିଥିବା ଭାଜପା ନିଜର ନିର୍ବାଚନୀ ପ୍ରତିଶ୍ରୁତିକୁ ପାଳନ ନିମନ୍ତେ ପୂର୍ଣ୍ଣାଙ୍ଗ ବଜେଟ…

କାନ୍ଦି କାନ୍ଦି ବିଧାନସଭା ଛାଡିଥିଲେ, କହିଥିଲେ ମୁଖ୍ୟମନ୍ତ୍ରୀ ହେଲେ ଆସିବି

ନୂଆଦିଲ୍ଲୀ,୨୧।୬: ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ଏବଂ ଲୋକ ସଭା ନିର୍ବାଚନରେ ଚମତ୍କାର ପ୍ରଦର୍ଶନ କରିଛି। ବିଧାନସଭା ନିର୍ବାଚନରେ ଏନଡିଏ ମେଣ୍ଟ ରାଜ୍ୟର ୧୭୫ ବିଧାନସଭା ଆସନ ମଧ୍ୟରୁ ୧୪୪ଟି ଜିତିଛି। ଏହି ୧୪୪ଟି…

ଜନ୍ମମାଟିରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୨୦ା୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ମୋହନ ଚରଣ ମାଝି କେନ୍ଦୁଝର ଜିଲା ତଥା ନିଜ ଜନ୍ମ ମାଟି ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ଯଦିଓ…

ଦୀପାଳିଙ୍କ ଅଭିଯୋଗରେ ଏମିତି ହେବ ଇଭିଏମ ଯାଞ୍ଚ, ହୋଇଯିବ କି ଓଲଟପାଲଟ

ଭୁବନେଶ୍ୱର,୨୧।୬: ଇଭିଏମକୁ ନେଇ ବିବାଦ ଥମୁ ନ ଥିବାବେଳେ ଇଭିଏମର ସ୍ବଚ୍ଛତାକୁ ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ମାତ୍ର ତିନିଦିନ ତଳେ ଏକ୍ସ ମାଲିକ ଏଲନ ମସ୍କଙ୍କ ଦ୍ୱାରା ଦିଆଯାଇଥିବା ମନ୍ତବ୍ୟ ଭାରତରେ ଝଡ ସୃଷ୍ଟି କରିଛି। ଗଲ ଦୁଇ…

ପ୍ରିୟଙ୍କାଙ୍କ ପାଇଁ ଏକଜୁଟ ହେଲାଣି ଇଣ୍ଡିଆ ମେଣ୍ଟ, ଏହି ନେତାଙ୍କୁ ପ୍ରଚାରକୁ ଆଣିବାକୁ ଚାଲିଛି ପ୍ରସ୍ତୁତି

ନୂଆଦିଲ୍ଲୀ,୨୧।୬: ରାହୁଲ ଗାନ୍ଧୀ ୱାୟାନାଡ ଆସନ ଛାଡିବା ପରେ ପ୍ରିୟଙ୍କା ଗାନ୍ଧୀଙ୍କ ନାମ ଚର୍ଚ୍ଚାରେ ରହିଛି। ସେ ଏଠାରୁ ଉପ-ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। କହିବାକୁ ଗଲେ ରାହୁଲ ଗାନ୍ଧୀ ଏହି ଲୋକ ସଭା ନିର୍ବାଚନରେ ଦୁଇଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ।…

ଲୋକ ସଭା ନିର୍ବାଚନ ପରେ ଉପ ନିର୍ବାଚନରେ ହଜାର କୋଟି ଖର୍ଚ୍ଚ କରିବ ଇଲେକ୍ସନ କମିଶନ, ରାହୁଲ ଗାନ୍ଧୀଙ୍କ ସମେତ ଦାୟୀ ଆଉ ୧୦ ନେତା

ନୂଆଦିଲ୍ଲୀ,୨୧।୬: ସମଗ୍ର ଦେଶର ଲୋକ ସଭା ନିର୍ବାଚନର ଉତ୍ସାହ ଏବଂ ଚାରିଟି ରାଜ୍ୟର ବିଧାନସଭା ନିର୍ବାଚନର ଉତ୍ସାହ ଏବେ ପର୍ଯ୍ୟନ୍ତ କମିନାହିଁ ଏବଂ ବର୍ତ୍ତମାନ ଉପ-ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ସାଧାରଣ ନିର୍ବାଚନରେ ଲକ୍ଷ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ…

ଲୋକ ସଭାରେ ଭର୍ତ୍ତୃହରୀଙ୍କ ନିଯୁକ୍ତିକୁ ବିରୋଧ କରୁଛି କଂଗ୍ରେସ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୧।୬: କେନ୍ଦ୍ରରେ ନୂଆ ସରକାର ଗଠନ ପରେ ସୋମବାରଠାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ତୃତୀୟ ସରକାରଙ୍କ ପ୍ରଥମ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ ବରିଷ୍ଠ ଏମ୍‌ପି ଭର୍ତ୍ତୃହରୀ ମହତାବଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ୧୮ତମ ଲୋକ…

ବାଣୀବିହାରରେ ପୁଣି ଆରମ୍ଭ ହେବ ଯୋଗ ବିଭାଗ

ଭୁବନେଶ୍ୱର,୨୧।୬: ଜୁନ ୨୧ରେ କେବଳ ଆମ ରାଜ୍ୟରେ ନୁହେଁ ସାରା ଦେଶରେ ଅର୍ନ୍ତଜାତୀୟ ଯୋଗ ଦିବସ ପାଳନ କରାଯାଇଛି। ତେବେ ଏନେଇ ସରକାର ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ବାଣୀବିହାରରେ ପୁଣି କାର୍ଯ୍ୟକ୍ଷମ ହେବାକୁ ଯାଉଛି ଯୋଗ ବିଭାଗ । କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?