Home Middle

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା ବିଜେଡି,ଭାଜପା ଏବଂ କଂଗ୍ରେସ ଉପରେ ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ଏହି ପ୍ରମୁଖ ଦଳ…

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଏହି ପ୍ରସଙ୍ଗ କଂଗ୍ରେସ ନେତାଙ୍କ ଏକ ଭିଡିଓ ସହିତ ଜଡ଼ିତ।…

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। କେବଳ ଏତିକି ନୁହେଁ ସମୀର ନିଜେ ମଧ୍ୟ ଏକ ପ୍ରକାର ନିଷ୍ପତ୍ତି ବିରୋଧରେ ବିଦ୍ରୋହ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ ତାପମାତ୍ରା ୪୫.୨ ଡିଗ୍ରୀ ରେକର୍ଡ ହୋଇଛି। ବୌଦ୍ଧ ବ୍ୟତୀତ ଶନିବାର ବାରିପଦାରେ ମଧ୍ୟ ତାପମାତ୍ରା…

ପାକିସ୍ତାନକୁ ବୁଦ୍ଧି ଶିଖାଇଲା ଆମେରିକା

ଓ୍ବାଶିଂଟନ,୨୦ା୪: ଆମେରିକା ତିନୋଟି ଚାଇନିଜ୍‌ ଏବଂ ଗୋଟିଏ ବେଲାରୁଷ କମ୍ପାନୀକୁ ପାକିସ୍ତାନର କ୍ଷେପଣାସ୍ତ୍ର କାର୍ଯ୍ୟକ୍ରମ ପାଇଁ ଯନ୍ତ୍ରପାତି ଯୋଗାଇବାକୁ ବାରଣ କରିଛି। ଆମେରିକା ବୈଦେଶିକ ବିଭାଗ କହିଛି, ମଞ୍ଜୁର ହୋଇଥିବା କମ୍ପାନୀଗୁଡିକ ମଧ୍ୟରେ ମିନସ୍କ ହ୍ବିଲ୍‌ ଟ୍ରାକ୍ଟର ପ୍ଲାଣ୍ଟ, ସିଆନ ଲଙ୍ଗଡେ…

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଯାଜପୁର ବଡ଼ଚଣାରୁ ପ୍ରାର୍ଥୀ ଘୋଷଣା କରିଛି। ଦଳର ବରିଷ୍ଠ ନେତା ତଥା…

ଏଣିକି ଟ୍ରାଫିକ୍‌ ପୋଲିସ ପିନ୍ଧିବେ AC ହେଲ୍‌ମେଟ୍‌

ଭୁବନେଶ୍ୱର,୨୦ା୪: ପ୍ରଚଣ୍ଡ ଖରାରୁ ରକ୍ଷା ପାଇବା ପାଇଁ କମିଶନରେଟ୍‌ ପୋଲିସରେ କାର୍ଯ୍ୟରତ ସମସ୍ତ ଟ୍ରାଫିକ୍‌ କର୍ମଚାରୀ ଏଣିକି ଏସି ବା ଏୟାର କଣ୍ଡିଶନ ହେଲ୍‌ମେଟ୍‌ ପିନ୍ଧିବେ। ଫଳରେ ତାତିରୁ ରକ୍ଷା ପାଇବେ। ଶନିବାର ସ୍ବତନ୍ତ୍ର ଜ୍ଞାନକୌଶଳରେ ତିଆରି ହୋଇଥିବା ଏହି ଏସି…

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ତାଜିନ୍ଦର ସିଂହ ବିଟ୍ଟୁ। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ତେବେ…

ମହାନଦୀ ବୋଟ୍‌ ଟ୍ରାଜେଡି: ମିଳିଲା ଆଉ ଜଣଙ୍କ ମୃତଦେହ

ଝାରସୁଗୁଡା,୨୦।୪: ମହାନଦୀ ଡଙ୍ଗାବୁଡି ଘଟଣାରେ ଆଉ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଏହାକୁ ମିଶାଇ ମୋଟ ୮ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ଆଜି ସକାଳୁ ୬ ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ମୃତକଙ୍କ ମଧ୍ୟରେ ୫ ମହିଳା ଓ…

ଗାଈର କଞ୍ଚା କ୍ଷୀରରୁ ମିଳିଲା H5N1 ବାର୍ଡ ଫ୍ଲୁ ଷ୍ଟ୍ରେନ୍‌; ସତର୍କ କଲା WHO

ନୂଆଦିଲ୍ଲୀ,୨୦।୪: ଆମେରିକାରେ ଗାଈର କଞ୍ଚା କ୍ଷୀରରେ ବାର୍ଡ ଫ୍ଲୁ ଭାଇରସ୍‌ ଷ୍ଟ୍ରେନ୍‌ ଏଚ୍‌୫ଏନ୍‌୧(H୫N୧) ଚିହ୍ନଟ ହୋଇଛି। ଏହାକୁ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ଚିନ୍ତା ପ୍ରକଟ କରିଛି। ତେବେ ସ୍ବାସ୍ଥ୍ୟ ଅଧିକାରୀମାନେ ଦୋକାନବଜାରରେ ସହଜରେ ଉପଲବ୍ଧ ହେଉଥିବା ପାଶ୍ଚ୍ୟରାଇଜ୍‌ କ୍ଷୀର, ବ୍ୟବହାର…

ବଡଚଣାରୁ ଲଢିବେ ବର୍ଷା, କେଉଁଠୁ ଲଢିବେ ଅନୁଭବ?

ଭୁବନେଶ୍ୱର,୨୦।୪: ବିଜେଡି ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଯେଉଁଥିରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ସରପ୍ରାଇଜ କ୍ୟାଣ୍ଡିଡେଟ୍‌ ଭାବେ ବର୍ଷା ପ୍ରିୟଦର୍ଶିନୀଙ୍କୁ ଟିକେଟ୍‌ ଦେଇଛନ୍ତି। ବର୍ଷା ବଡଚଣାରୁ ଲଢିବେ ବୋଲି ନବୀନ ଘୋଷଣା କରିଛନ୍ତି। ତେବେ ଏହାରି…

ଏହି ୨ ବିଧାୟକଙ୍କୁ ମିଳିଲାନି ଟିକେଟ୍‌

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ପ୍ରାର୍ଥୀ ଘୋଷଣାରେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏବଂ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀଙ୍କୁ ଦଳ ଟିକେଟ୍‌ ଦେଇନି। ସେହିପରି ସିମୁଳିଆ ବିଧାୟକ ଜ୍ୟୋତି ପାଣିଗ୍ରାହୀ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri