ଏହିସବୁ ଜିଲାରେ ବିଗ୍ ଫାଇଟ୍, ଏହି ଠି ରହିଛି ଭାଜପାର ପଲା ଭାରି
ଭୁବନେଶ୍ୱର,୩୧।୩: ଲୋକ ସଭା ପ୍ରାର୍ଥୀ ଘୋଷଣା, ଆଉ ମଇଦାନ ବି ପ୍ରସ୍ତୁତ। ବିଜେଡି-ଭାଜପା ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି। ଏବେ ହେବ ବିଗ୍ ଫାଇଟ୍। ସାମ୍ନାସାମ୍ନି ହେବେ ଦୁଇ ଦଳର ମହାରାଥୀ। ଏନେଇ ଯୋଦ୍ଧାଙ୍କ ସହ କ୍ଷେତ୍ର ମଧ୍ୟ ପ୍ରସ୍ତୁତ। କିନ୍ତୁ…
ବିଜେଡିରେ ମିଶିଲେ ଚିରଞ୍ଜୀବ
ଭୁବନେଶ୍ୱର,୩୧ା୩: କଂଗ୍ରେସର ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ୱାଳ ରବିବାର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ଶଙ୍ଖଭବନରେ ସେ ନିଜ ସମର୍ଥକଙ୍କ ସହ ଆସି ବିଜେଡିରେ ମିଶିଛନ୍ତି। ତାଙ୍କୁ ବିଜେଡି ପକ୍ଷରୁ ଭବ୍ୟ ସ୍ବାଗତ କରାଯାଇଥିଲା। ରାଜ୍ୟ ସଭା ଏମ୍ପି ମାନସ ମଙ୍ଗରାଜଙ୍କ…
ନୀତିନ ଗଡକରୀଙ୍କ ଠାରୁ ୩ଗୁଣ ଅଧିକ ଧନୀ ସ୍ତ୍ରୀ କାଞ୍ଚନ, ରହିଛି ଏତେ କୋଟିର ସମ୍ପତ୍ତି
ନୂଆଦିଲ୍ଲୀ,୩୧।୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ନାଗପୁର ଲୋକ ସଭା ଆସନରୁ ଭାଜପା, କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀଙ୍କୁ ଟିକେଟ୍ ଦେଇଛି। ଗଡକରୀ ନାଗପୁର ୨ ୨ଥର ଏମପି ଭାବେ ନିର୍ବାଚିତ ହୋଇଛନ୍ତି। ଚଳିତ ନିର୍ବାଚନ ପାଇଁ ସେ ନିଜର ନାମାଙ୍କନ…
ଆଡ୍ଭାନୀଙ୍କୁ ଭାରତରତ୍ନ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୩୧ା୩: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରବିବାର ଭେଟେରାନ ରାଜନେତା ଲାଲ୍କୃଷ୍ଣ ଆଡଭାନୀଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ଭାରତରତ୍ନ ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଏଲ୍.କେ ଆଡଭାନୀଙ୍କ ବାସଭବନକୁ ଯାଇ ତାଙ୍କୁ ଏହି ସମ୍ମାନଜନକ…
ଟ୍ରମ୍ପଙ୍କ ଭିଡିଓକୁ ନେଇ ବିବାଦ, ଭର୍ତ୍ସନା କଲେ ବାଇଡେନ
ଓ୍ବାଶିଂଟନ,୩୧ା୩: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଶେୟାର କରିଥିବା ଏକ ଭିଡିଓକୁ ନେଇ ଏବେ ବିବାଦ ଦେଖାଦେଇଛି। ଏକ ରିପୋର୍ଟ ଅନୁଯାୟୀ, ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ଫଟୋ କରିଥିବା ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ…
କାର୍ ବୋମା ବିସ୍ଫୋରଣ: ୮ ଜଣଙ୍କ ଜୀବନ ଗଲା, ୨୦ରୁ ଊର୍ଦ୍ଧ୍ୱ ଆହତ
ଦାମସକସ୍,୩୧ା୩: ଉତ୍ତର ସିରିଆର ଏକ ବଜାରରେ ରବିବାର ସକାଳେ ଉତ୍ତର ସିରିଆର ଏକକାର୍ ବୋମା ବିସ୍ଫୋରଣ ହୋଇଥିବା ଜଣାପଡ଼ିଛି। ଏହି ବିସ୍ଫୋରଣରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ଆଲେପ୍ପୋ ପ୍ରଦେଶର ଆଜାଜର ଏକ…
ରାମଲୀଳା ମଇଦାନରେ ଇଣ୍ଡିଆ ମେଣ୍ଟର ବିଶାଳ ରାଲି, କେଜରିଓ୍ବାଲଙ୍କ ବାର୍ତ୍ତା ପଢିବେ ସ୍ତ୍ରୀ ସୁନୀତା
ନୂଆଦିଲ୍ଲୀ,୩୧।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଗିରଫ ପ୍ରତିବାଦରେ ଆମ ଆଦମୀ ପାର୍ଟି(ଏଏପି) ସହ ଅନ୍ୟ ବିରୋଧୀ ଆଜି ଦିଲ୍ଲୀର ରାମଲୀଳା ମଇଦାନରେ ଏକ ବିଶାଳ ରାଲି କରିବାକୁ ଯାଉଉନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ନେତା ରାହୁଲ ଗାନ୍ଧୀ,…
କଳାଧନ କୁଆଡ଼େ ଗଲା
ନୂଆଦିଲ୍ଲୀ,୩୧।୩: ଦେଶରୁ କଳାଧନ ଲୋପ କରିବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ କେନ୍ଦ୍ର ସରକାର ୨୦୧୬ରେ ବିମୁଦ୍ରୀକରଣ ଘୋଷଣା କରିଥିଲେ। କେନ୍ଦ୍ରର ଏହି ନିଷ୍ପତ୍ତି ଯୋଗୁ ଦେଶରେ ପ୍ରଚଳିତ ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍ ଅଚଳ ହୋଇଗଲା…
ଓଡ଼ିଶା ପାଇଁ ଲୋକ ସଭା ପ୍ରାର୍ଥୀ ଘୋଷଣା କଲା ଭାଜପା
ଭୁବନେଶ୍ୱର,୩୦ା୩: ଓଡ଼ିଶା ପାଇଁ ବାକି ଥିବା ୩ ଲୋକ ସଭା ପ୍ରାର୍ଥୀ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି(ଭାଜପା)। କଟକ ପାଇଁ ଭର୍ତ୍ତୃହରି ମହତାବଙ୍କୁ ଦଳ ପ୍ରାର୍ଥୀ କରିଛି। ଯାଜପୁର ପାଇଁ ରବୀନ୍ଦ୍ର ନାରାୟଣ ବେହେରାଙ୍କ ଉପରେ ଦଳ ଭରସା କରିଛି।…
ଏପ୍ରିଲ ୨ରୁ ସକାଳୁଆ ସ୍କୁଲ
ଭୁବନେଶ୍ୱର,୩୦ା୩(ଅସମାପିକା ସାହୁ): ରାଜ୍ୟରେ ଖରାର ପ୍ରକୋପ ବଢ଼ିଚାଲିଛି। ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଏପ୍ରିଲ ୨ରୁ ସ୍କୁଲଗୁଡ଼ିକୁ ସକାଳୁଆ ହେବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ସକାଳୁଆ କରାଯିବ ବୋଲି ସ୍କୁଲ…
ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି
ଭୁବନେଶ୍ୱର,୩୦ା୩: ତାତିରେ ଫୁଟିଲା ସାରା ରାଜ୍ୟ। ଚଳିତ ବର୍ଷ ପ୍ରଥମ ଥର ପାଇଁ ଓଡ଼ିଶାରେ ୪୦ ଡ଼ିଗ୍ରୀ ଅତିକ୍ରମ କଲା ତାତି। ଶନିବାର ମାଲକାନଗିରିରେ ସର୍ବାଧିକ ୪୧ଡ଼ିଗ୍ରୀ ପାରଦ ଛୁଇଁଛି। ସେହିଭଳି ବୌଦ୍ଧ ଏବଂ ଟିଟିଲାଗଡରେ ୪୦.୫ ଡ଼ିଗ୍ରୀ , ବଲାଙ୍ଗୀରରେ…
ଏପ୍ରିଲ ପହିଲାରୁ ହେବ ବଡ଼ ପରିବର୍ତ୍ତନ, ବଦଳିଯିବ ଏସବୁ ନିୟମ…
ଭୁବନେଶ୍ୱର,୩୦ା୩: ୨୦୨୩-୨୪ ଆର୍ଥିକ ବର୍ଷ ଶେଷ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ପହିଲାରୁ ନୂଆ ଆର୍ଥିକ ବର୍ଷ ଆରମ୍ଭ ହେବ। ତେବେ ଏହି ପହିଲାରୁ ଦେଶରେ ବଦଳିବାକୁ ଯାଉଛି ଅନେକ ନିୟମ। ଏଥିରେ ପାନ୍ କାର୍ଡ, ଆଧାର ଏବଂ ଡେବିଟ୍ କାର୍ଡ…
Archives


