Home Middle

୩୭ ବିଧାନସଭାରେ ପ୍ରାର୍ଥୀ ଦେଲା ଆମ୍‌ ଆଦମୀ ପାର୍ଟି

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ଆମ୍‌ ଆଦମୀ ପାର୍ଟି ବୁଧବାର ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ଟି ବିଧାନସଭା ସିଟ୍‌ ପାଇଁ ପ୍ରାର୍ଥୀ ଦେଇଛି। ବରଗଡ଼ରୁ ଆଶିଷ ଶତପଥୀ, ପଦ୍ମପୁରରୁ ବାଲ୍ମୀକି ନାୟକ, ଢେଙ୍କାନାଳରୁ ଭାରତ କୁମାର ଦାସ,…

ଏମ୍ସରେ କୃତ୍ରିମ ମୂତ୍ରାଶୟ ପ୍ରତିରୋପଣ

ଭୁବନେଶ୍ୱର,୧୮।୪(ଅସମାପିକା ସାହୁ)ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଆଉ ଏକ ଫର୍ଦ୍ଦ ଯୋଡ଼ିଛି। ରାଜ୍ୟରେ ପ୍ରଥମ କରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ରାଶୟ ସ୍ପିଙ୍କ୍ଟର(ଏୟୁଏସ) ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ…

୯ରୁ ୬ ମହିଳା ପ୍ରାର୍ଥୀ

ଭୁବନେଶ୍ୱର,୧୮ା୪(ଅନିଲ ଦାସ)ବିଜୁ ଜନତା ଦଳ ପଞ୍ଚମ ପର୍ଯ୍ୟାୟରେ ଆଉ ୯ ବିଧାନସଭା ଆସନ ପାଇଁ ବୁଧବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏଥିସହିତ ସମ୍ବଲପୁର ଓ ରେଢ଼ାଖୋଲ ଆସନରେ ପ୍ରାର୍ଥୀଙ୍କୁ ଅଦଳବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୧୮।୪(ସୁନିତ୍‌ ମିଶ୍ର) ଦେଶରେ ୭ଟି ପର୍ଯ୍ୟାୟରେ ୨୦୨୪ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ଯଥାକ୍ରମେ ଆସନ୍ତା ମେ ୧୩, ୨୦ ଏବଂ ୨୫ ଓ ଜୁନ୍‌ ୧ରେ ମତଦାନ କରାଯିିବ। ଗତ ମାର୍ଚ୍ଚ ୧୬…

ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ

ଅହମଦାବାଦ,୧୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଗୁଜରାଟ ଟାଇଟନ୍ସକୁ ୬ ଉଇକେଟରେ ହରାଇ ତୃତୀୟ ବିଜୟ ହାସଲ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ପ୍ରଥମେ ବ୍ୟାଟିଂ କରି ଟାଇଟନ୍ସ ୧୭.୩ ଓଭରରେ ୮୯ ରନ୍‌ରେ ଅଲଆଉଟ ହୋଇଥିଲା। ଜବାବରେ ଦିଲ୍ଲୀ କ୍ୟାପିଟାଲ୍ସ ୮.୫ ଓଭରରେ…

‘ପଶ୍ଚିମ ଓଡିଶାବାସୀଙ୍କୁ ବାରମ୍ବାର ଧୋକା ଦେଇଛନ୍ତି ନବୀନ’: ବିରୋଧୀ

ଭୁବନେଶ୍ୱର,୧୭।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଣ୍ଟାବାଞ୍ଜିରୁ ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। ତେବେ ଏହାକୁ ନେଇ ବିରୋଧୀ ଦଳ ସମାଲୋଚନା କରିଛନ୍ତି । ବିରୋଧୀ କହିଛନ୍ତି, ନବୀନ ଆତ୍ମବିଶ୍ୱାସ ହରାଇ ସାରିଛନ୍ତି । ପଶ୍ଚିମ ଓଡ଼ିଶାବାସୀଙ୍କୁ ବାରମ୍ବାର ଧୋକା…

‘ଆଚରଣ ବିଧି ଉଲଂଘନ କରନ୍ତୁ ନାହିଁ’, ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ନିର୍ବାଚନ ଆୟୋଗ ଦେଲେ ପରାମର୍ଶ

ନୂଆଦିଲ୍ଲୀ,୧୭।୪: ମତଦାନ ଦିନ କୁଚ ବିହାର ଗସ୍ତ ବାତିଲ କରିବାକୁ ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି ଆନନ୍ଦ ବୋଷଙ୍କୁ ପରାମର୍ଶ ଦେଇଛନ୍ତି ନିର୍ବାଚନ ଆୟୋଗ। ଏହି ନିର୍ବାଚନ ମଣ୍ଡଳୀରେ ଏପ୍ରିଲ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ମିଡ଼ିଆ ରିପୋର୍ଟ…

କଟକ-ବାରବାଟୀରେ ଭାଜପାର ବଡ଼ ଗେମ୍‌, ଏହି ଅଭିନେତାଙ୍କୁ ମିଳପାରେ ଚାନ୍ସ!

ଭୁବନେଶ୍ୱର,୧୭।୪: ଅନୁଭବ ମହାନ୍ତିଙ୍କୁ ଭାଜପା କଟକ-ବାରବାଟୀରୁ ପ୍ରାର୍ଥୀ ହେବା ଚର୍ଚ୍ଚା ହେଉଛି। ଅନ୍ୟପଟେ କେନ୍ଦ୍ରାପଡା ଏମପି ହୋଇଥିବାରୁ ଏହି ଲୋକ ସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁରରୁ ଅନୁଭବଙ୍କୁ ପ୍ରାର୍ଥୀ କରିପାରେ ଦଳ। ଅରିନ୍ଦମ ରାୟ ବି କଟକ-ବାରବାଟୀରୁ ପ୍ରାର୍ଥୀ ହେବା ନେଇ…

ପ୍ରଥମ ପଯର୍‌ୟାୟ ମତଦାନ ପାଇଁ ପ୍ରଚାର ଶେଷ, ବହୁ ଭେଟେରାନଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୧୭।୪: ଆଉ ଦିନକ ପରେ ଆରମ୍ଭ ହେବାକୁ ଯାଉଛି ଲୋକ ସଭା ନିର୍ବାଚନ। ପ୍ରଥମ ପର୍ଯ୍ୟାୟ ଭୋଟ ଏପ୍ରିଲ ୧୯ରେ ହେବାକୁ ଯାଉଛି। ଏଥିପାଇଁ ବୁଧବାର ସଂଧ୍ୟାରେ ୧୦୨ଟି ଆସନରେ ନିର୍ବାଚନ ପ୍ରଚାର ଶେଷ ହୋଇଛି। ପ୍ରଥମ ପର୍ଯ୍ୟାୟରେ ନିର୍ବାଚନ ହେବାକୁ…

କଣ୍ଟାବାଂଜିରୁ ମୁଖ୍ୟମନ୍ତ୍ରୀ ଲଢିବାର ବଡ଼ କାରଣ!

ଭୁବନେଶ୍ୱର,୧୭।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା, ଖୋଦ୍‌ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଅଛନ୍ତି। ହିଞ୍ଜିଳି ପରେ ଏବେ ମୁଖ୍ୟମନ୍ତ୍ରୀ…

ବିସିସିଆଇର ବଡ଼ ନିଷ୍ପତି, ଟି୨୦ ବିଶ୍ୱକପ ଦଳରେ ସ୍ଥାନ ପାଇବାକୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଆଗରେ ରଖିଲା ଏହି ସର୍ତ୍ତ

ମୁମ୍ବାଇ,୧୭।୪: ଭାରତୀୟ ସ୍ତର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଚମକ ଚଳିତ ଆଇପିଏଲରେ ଦେଖିବାକୁ ମିଳୁ ନଥିଲା ବେଳେ ସମସ୍ୟା ଆଉ ଟିକିଏ ବଢି ଯାଇଛି। ବର୍ତ୍ତମାନ ସୁଦ୍ଧା ହାର୍ଦ୍ଦିକ ୬ ଟି ମ୍ୟାଚ୍ ରେ ୨୬.୨୦ ହାରରେ ୧୩୧ ରନ୍ ସ୍କୋର…

ମାଗଣା ଗ୍ୟାସ ସିଲିଣ୍ଡର, ସମସ୍ତଙ୍କୁ ଘର, ଯୁବକଙ୍କୁ ରୋଜଗାର, ଟିଏମସି ଘୋଷଣାପତ୍ରରେ ଆନକ ଗ୍ୟାରେଣ୍ଟି ଦେଲେ ମମତା

କୋଲକାତା,୧୭।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆରମ୍ଭର ଦୁଇ ଦିନ ପୂର୍ବରୁ ବୁଧବାର ତ୍ରୁଣମୂଳ କଂଗ୍ରେସ ଏହାର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ଏହି ମନିଫେଷ୍ଟୋରେ ୧୦ଟି ପ୍ରତିଶୃତି ଉଲ୍ଲେଖ କରାଯାଇଛି । ପାର୍ଟି ସଂଯୋଜକ ମମତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri