Home Middle

କନ୍ଧମାଳବାସୀଙ୍କୁ ଭୋଟ୍‌ ମାଗିଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୯ା୫(ରାକେଶ କୁମାର ରାଉତ): ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗୁରୁବାର କନ୍ଧମାଳ ଗସ୍ତରେ ଆସି ଭୋଟ୍‌ ମାଗିଛନ୍ତି। କନ୍ଧମାଳ ସଂସଦୀୟ କ୍ଷେତ୍ର ୭ ବିଧାନସଭା ପ୍ରାର୍ଥୀ ଏବଂ ଏମ୍‌ପି ପ୍ରାର୍ଥୀଙ୍କୁ ଭୋଟ୍‌ ଦେଇ ଜୟଯୁକ୍ତ କରିବାକୁ କହିଛନ୍ତି। ବିରୋଧୀ…

ମୁଁ ଯୁଆଡ଼େ ଯାଏ ଖାଲି ମୋଦି-ମୋଦି ଇକୋ ହୁଏ: ଶାହା

ହାଇଦ୍ରାବାଦ,୯ା୫: ତେଲେଙ୍ଗନାର ଭୋଙ୍ଗୀର ଲୋକ ସଭା ନିର୍ବାଚନମଣ୍ଡଳୀରେ ଏକ ସମାବେଶକୁ ସମ୍ବୋଧିତ କରି ଗୁରୁବାର ଶାହା କହିଛନ୍ତି, ଏହି ନିର୍ବାଚନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ଭାରତୀୟ ଗ୍ୟାରେଣ୍ଟି’ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଚାଇନା ଗ୍ୟାରେଣ୍ଟି’ ମଧ୍ୟରେ ହୋଇଛି। ସେ…

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।  ଶାହା  ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’…

ଚୋର ପ୍ରାର୍ଥୀଙ୍କୁ ଭୋଟ୍‌ ଦିଅନ୍ତୁନି: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର,୯ା୫: ଗଞ୍ଜାମ ଜିଲା କନିଷିଠାରେ ଗୁରୁବାର ମୁଖ୍ୟମନ୍ତ୍ରୀ ମାରାଥନ ପ୍ରଚାର କରିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଆପଣମାନେ ଏତେ ଖରାରେ ଆସିଛନ୍ତି, ବହୁତ ବହୁତ ଧନ୍ୟବାଦ। ଆପଣ ଯୋଡ଼ି ଶଙ୍ଖରେ ଭୋଟ୍‌ ଦେଇ ବିଧାୟକ…

‘ଶେଷ ନିଃଶ୍ୱାସ ଯାଏ ଲଢ଼ିବି…’ମାୟାବତୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ମୁହଁ ଖୋଲିଲେ ଆକାଶ ଆନନ୍ଦ

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ମଧ୍ୟରେ ବହୁଜନ ସମାଜ ପାର୍ଟି(ବିଏସ୍‌ପି) ମୁଖ୍ୟ ମାୟାବତୀ ନିଜର ପୁତୁରା ଆକାଶ ଆନନ୍ଦଙ୍କୁ ଦଳର ସମସ୍ତ ପଦବୀରୁ ହଟାଇ ଦେଇଛନ୍ତି। ଏପରିକି ତାଙ୍କୁ ଉତ୍ତରାଧିକାରୀ କରିବା ନିଷ୍ପତ୍ତି ମଧ୍ୟ ପ୍ରତ୍ୟାହାର କରିନେଇଛନ୍ତି। ଏହାକୁ ନେଇ ରାଜନୀତି…

ଏୟାର ଇଣ୍ଡିଆର ବଡ଼ କାର୍ଯ୍ୟାନୁଷ୍ଠାନ, କ୍ରୁ ମେମ୍ବରଙ୍କୁ କଲା ବହିଷ୍କାର

ନୂଆଦିଲ୍ଲୀ,୯।୫: ସମୂହ ଛୁଟିରେ ଯିବା ପଡିଲା ମହଙ୍ଗା। ଏନେଇ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛି ଏୟାରଇଣ୍ଡିଆ ଏକ୍ସପ୍ରେସ। କ୍ରୁ ମେମ୍ବରଙ୍କୁ ବିଦା କରିଛି ଏୟାରଇଣ୍ଡିଆ କମ୍ପାନୀ। ଏହି ଏୟାରଲାଇନ୍ସ ୨୫ କ୍ୟାବିନ କ୍ରୁ ମେମ୍ବରଙ୍କୁ ବିଦା କରିଛି। ଯେଉଁମାନେ ଅସୁସ୍ଥତା ଥିବା ଛୁଟିରେ…

ବିଶ୍ୱ ଗଣମାଧ୍ୟମ ସ୍ବାଧୀନତା ସୂଚକାଙ୍କରେ ଭାରତର ସ୍ଥାନ ୧୬୧

ସମ୍ବଲପୁର, ୯ା୫(ପ୍ରମୋଦ ବହିଦାର)ଓଡିଶାର ସାମ୍ବାଦିକମାନଙ୍କ ପାଇଁ ସମସ୍ତ ବ୍ୟବସ୍ଥା କରିବାକୁ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଲୋକ ସଭା ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିଶ୍ରୁତିକୁ ଧୂଆଁବାଣ ସଦୃଶ ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଡ. ଲେନିନ ମହାନ୍ତି। ଖବରକାଗଜରେ ଭାଜପାର ଗ୍ୟାରେଣ୍ଟି…

ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ

ଭୁବନେଶ୍ୱର,୯।୫: ନିର୍ବାଚନ ଯେତିକି ପାଖେଇ ଆସୁଛି କେନ୍ଦ୍ରୀୟ ନେତୃତ୍ୱ ଓଡିଶାରେ ଡେରା ପକେଇବାରେ ଲାଗିଛନ୍ତି। ରାଜ୍ୟରେ ମତଦାନ ତାରିଖ ପାଖେଇ ଆସୁଥିବା ବେଳେ ପ୍ରଚାରର ରଙ୍ଗ ବଦଳିବାରେ ଲାଗିଛି। କ୍ୟାମ୍ପେନ ପାଇଁ ଆଜି ଓଡ଼ିଶା ଆସୁଛନ୍ତି ଭାଜପାର ଦୁଇ ହେଭିୱେଟ କେନ୍ଦ୍ରମନ୍ତ୍ରୀ…

ଆଜି କନ୍ଧମାଳ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୯।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର କନ୍ଧମାଳ ଜିଲା ଗସ୍ତରେ ଯିବେ। ସେଠାରେ ମୁଖ୍ୟମନ୍ତ୍ରୀ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ।…

ଲିଭ୍‌-ଇନ୍‌ ସମ୍ପର୍କ: ଭାରତୀୟ ସଂସ୍କୃତି ପାଇଁ କଳଙ୍କ

ରାୟପୁର/ପ୍ରୟାଗରାଜ,୯ା୫: ବିଶ୍ୱର ଅନେକ ବିକଶିତ ଓ ବିକାଶଶୀଳ ରାଷ୍ଟ୍ରରେ ଲିଭ୍‌-ଇନ୍‌ ସମ୍ପର୍କକୁ ସାମାଜିକ ସ୍ବୀକୃତି ତଥା ଆଇନଗତ ବୈଧତା ମିଳିଥିବାବେଳେ ଭାରତରେ ଏବେ ମଧ୍ୟ ଏହା ଗ୍ରହଣଯୋଗ୍ୟ ହୋଇପାରି ନାହଁ। ଏହାର ମୁଖ୍ୟ କାରଣ ହେଉଛି ବିବାହ ନ କରି ଯୋଡ଼ି…

ନଡ୍ଡାଙ୍କୁ ସମନ

ବେଙ୍ଗାଲୁରୁ, ୯।୫ମୁସଲମାନ ସଂରକ୍ଷଣକୁ ନେଇ କର୍ନାଟକ ଭାଜପା ପକ୍ଷରୁ କରାଯାଇଥିବା ବିବାଦୀୟ ପୋଷ୍ଟ ମାମଲାରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଓ ଆଇଟି ସେଲ୍‌ ମୁଖ୍ୟ ଅମିତ ମାଲବ୍ୟଙ୍କୁ ସୋମବାର କର୍ନାଟକ ପୋଲିସ ସମନ ଜାରି ରଖିଛି। ସପ୍ତାହେ ମଧ୍ୟରେ…

ତିହାର ଜେଲରେ କେଜ୍‌ରିଓ୍ବାଲଙ୍କ ଅଫିସ୍‌ ଦାବି: ଆବେଦନକାରୀଙ୍କୁ ଲକ୍ଷେ ଜରିମାନା

ନୂଆଦିଲ୍ଲୀ,୯ା୫ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ମାର୍ଚ୍ଚ ୨୧ରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଦ୍ୱାରା ଗିରଫ ହୋଇଥିବା ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ଆବାହକ ଅରବିନ୍ଦ କେଜ୍‌ରିଓ୍ବାଲ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ନାହିଁ ବୋଲି ଅଡ଼ିବସିଛନ୍ତି। ତିହାର ଜେଲରେ ଥାଇ କେନ୍ଦ୍ରଶାସିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri