Home Middle

କୋର୍ଟରେ ଆଜି ବଡ଼ ଖୁଲାସା କରିବେ କେଜ୍‌ରିଓ୍ବାଲ!

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନିକଟରେ ମଦ ଦୁର୍ନୀତି ମାମଲାରେ କିଛି ପ୍ରମାଣ ରହିଛି। ଏହା ସମ୍ପୂର୍ଣ୍ଣ ପ୍ରସଙ୍ଗ ଉପରୁ ପରଦା ଉଠାଇପାରେ ବୋଲି ବୁଧବାର କେଜ୍‌ରିଓ୍ବାଲଙ୍କ ପତ୍ନୀ ସୁନୀତା ସ୍ପଷ୍ଟ କରିଥିଲେ। ଏମିତିରେ ଯଦି ସେ ଆଜି କୋର୍ଟରେ…

ନିର୍ବାଚନ ପୂର୍ବରୁ କଂଗ୍ରେସର ‘ହାତ’ ଛାଡିଲେ ଭାରତର ସବୁଠୁ ଧନୀ ମହିଳା

ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରତିଦିନ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଅନ୍ତର୍ଭୁକ୍ତ ସାବିତ୍ରୀ ଜିନ୍ଦଲ କଂଗ୍ରେସ ଛାଡିବାକୁ ଘୋଷଣା କରିଛନ୍ତି।…

ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ! ନିର୍ମଳା ଦେଲେ ନିର୍ବାଚନ ନ ଲଢିବାର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଏକଥା ଆମେ ନୁହେଁ ଖୋଦ୍‌ ଅର୍ଥମନ୍ତ୍ରୀ ଜାତୀୟ ଗଣମାଧ୍ୟମରେ କରିଛନ୍ତି ଖୁଲାସା । ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ। ତେଣୁ ସେ ନିର୍ବାଚନ ଳଢ଼ିବାକୁ ଚାହୁନାହାନ୍ତି ।…

ନିର୍ବାଚନ ପୂର୍ବରୁ ସରକାରଙ୍କ ଉପହାର: ମନରେଗା ଶ୍ରମିକଙ୍କ ମଜୁରୀ ବଢିଲା

ନୂଆଦିଲ୍ଲୀ,୨୮।୩: ‘ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ସ୍କିମ’ (ମନରେଗା) ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କେନ୍ଦ୍ର ସରକାର ଏକ ବଡ ଉପହାର ଦେଇଛନ୍ତି। ସରକାର ମନରେଗା ମଜୁରୀ ହାରକୁ ୩ ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏ…

ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍‌ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ…

ନୀଳ ବିପ୍ଳବର ସାରଥି ସୁରେଶନ

ବ୍ରହ୍ମପୁର,୨୮ା୩(ସ୍ମୃତି ରଞ୍ଜନ ମହାଲିକ)ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ତରେଇପାଟପୁର ଗ୍ରାମର ସୁରେଶନ ବେହେରା। ବୟସ ୪୪। ଶିକ୍ଷାଗତ ଯୋଗ୍ୟତା ୭ମ ପାସ। ମାଛ ଯାଆଁଳ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ତାଙ୍କୁ ଦକ୍ଷିଣ ଓଡିଶାରେ ନୀଳ ବିପ୍ଳବର ସାରଥି ଭାବେ ପରିଚିତ କରାଇଛି।…

ଝୁଲିଲା ଅନୁଗୋଳ, ତାଳଚେର, ଆଠମଲ୍ଲିକ

ଅନୁଗୋଳ, ୨୮ା୩ (ଅମିତ କୁମାର ସାମଲ)ବିଜୁ ଜନତା ଦଳ ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟରେ ୭୧ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଅନୁଗୋଳ ଜିଲାର ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ କେବଳ ୨ଟି ପାଲଲହଡ଼ା ଓ ଛେଣ୍ଡିପଦା…

ଢେଙ୍କାନାଳ ଲୋକ ସଭା ନିର୍ବାଚନମଣ୍ଡଳୀ: ବିଜେଡିରୁ ଅବିନାଶ ସାମଲ, ଭାଜପାରୁ ରୁଦ୍ର ପାଣି ପ୍ରାର୍ଥୀ

ଢେଙ୍କାନାଳ,୨୮ା୩(ରତନ ନାୟାର)ଚଳିତ ସାଧାରଣ ନିର୍ବାଚନ ପାଇଁ ଢେଙ୍କାନାଳ ଲୋକ ସଭା ଆସନ ନିମନ୍ତେ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା ଶେଷ ହୋଇଛି। ବିଜେଡିରୁ ଚଳିତ ନିର୍ବାଚନରେ ନୂତନ ଭାବେ ଯୁବ ଶିଳ୍ପୋଦ୍ୟୋଗୀ ଡା. ଅବିନାଶ ସାମଲଙ୍କୁ ପ୍ରାର୍ଥୀ କରାଯାଇଛି।…

ଢେଙ୍କାନାଳରୁ ସୁଧୀର, କାମାକ୍ଷାନଗରରୁ ପ୍ରଫୁଲ୍ଲ ଓ ପରଜଙ୍ଗରୁ ନୃସିଂହ

ଢେଙ୍କାନାଳ,୨୮ା୩(ରତନ ନାୟାର)ଢେଙ୍କାନାଳ ଜିଲାର ୪ଟି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ପକ୍ଷରୁ ବୁଧବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଢେଙ୍କାନାଳ, କାମାକ୍ଷାନଗର ଓ ପରଜଙ୍ଗ ନିବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ଅପରବର୍ତ୍ତିତ ରହିଛନ୍ତି। ଢେଙ୍କାନାଳ ବିଧାନସଭା ନିର୍ବାଚନ ମଣ୍ଡଳୀରେ…

ଝୁଲି ରହିଲା କୋରେଇ,ବରୀ, ବଡ଼ଚଣା

ଯାଜପୁର,୨୮ା୩(ହର୍ଷବର୍ଦ୍ଧନ ବେହେରା) :ଆଗାମୀ ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରାଯାଇଛି। ଏଥିରେ ୭୨ ବିଧାନସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିବାବେଳେ ଯାଜପୁର ଜିଲାର କୋରେଇ, ବରୀ…

ବିଜେଡି ପ୍ରାର୍ଥୀ ତାଲିକାରୁ ଜଗତ୍‌ସିଂହପୁର ଏମ୍‌ପି ସିଟର ୬ ଆସନ ବାଦ୍‌

ଜଗତ୍‌ସିଂହପୁର, ୨୮ା୩ (ପ୍ରମୋଦ କୁମାର ନାୟକ)୨୦୨୪ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି-ଭାଜପା ମେଣ୍ଟ ପ୍ରସଙ୍ଗ କିଛି ଦିନ ରାଜ୍ୟ ରାଜନୀତିରେ ନିଆରା ପରିବେଶ ସୃଷ୍ଟି କରିଥିଲା। ପରେ ଉଭୟ ଦଳ ପୃଥକ୍‌ ଭାବେ ଲଢ଼ିବେ ବୋଲି ସ୍ପଷ୍ଟ କରିଥିଲେ।…

କଂଗ୍ରେସ ଭୋଟ ହାତେଇବାକୁ ମନ୍ମଥଙ୍କୁ ଦଳରେ ମିଶାଇଛିି ବିଜେଡି!

ଭୁବନେଶ୍ୱର, ୨୮।୩(ସୁନିତ୍‌ ମିଶ୍ର)ଭୁବନେଶ୍ୱର ଲୋକ ସଭା ଆସନ ଅନ୍ତର୍ଗତ ଜଟଣୀ ବିଧାନସଭା କ୍ଷେତ୍ରରୁ ବିଧାୟକ ଥିବା ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବୁଧବାର ବିଜେଡିରେ ଯୋଗଦେଇଛନ୍ତି। ଶଙ୍ଖ ଭବନଠାରେ ରାଜ୍ୟ ସଭା ସଦସ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri