Home Middle

କଂଗ୍ରେସରୁ ସୁର ବିଦା, ମନ୍ମଥଙ୍କୁ ଫାଇଦା! କେମିତି ଜାଣନ୍ତୁ…

ଭୁବନେଶ୍ୱର,୧୬।୪: ପୁଣି ଚର୍ଚ୍ଚାରେ ବରିଷ୍ଠ ରାଜନେତା ତଥା ଜଟଣୀ ବିଧାୟକ ସୁରେଶ ରାଉତରାୟ । ଦଳବିରୋଧୀ କାର୍ଯ୍ୟ ପାଇଁ ସୁରଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ବି ଥମୁନାହିଁ ଚର୍ଚ୍ଚା। କାରଣ, ସୁରଙ୍କୁ କଂଗ୍ରେସ ବାହାର କରିବା ପରେ ଏହା ତାଙ୍କ…

ଆସନ୍ତା ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୬।୪(ସୁନିତ୍‌ ମିଶ୍ର): : ପୂର୍ବତନ ମନ୍ତ୍ରୀ ଭକ୍ତଚରଣ ଦାସ ରାଜ୍ୟ କଂଗ୍ରେସ ପ୍ରଚାର କମିଟିର ଅଧ୍ୟକ୍ଷ ଦାୟିତ୍ୱ ଗ୍ରହଣ କରିବା ପରେ ମଙ୍ଗଳବାର ପ୍ରଥମ ଥର ରାଜ୍ୟ ପ୍ରଚାର କମିଟି ବୈଠକ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାଜପା ଏମପି ତଥା ଅଭିନେତ୍ରୀ ହେମା ମାଳିନୀଙ୍କ ସମ୍ପର୍କରେ ସେ ଅଭଦ୍ର…

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ ଭାଜପାରୁ ଇସ୍ତଫା ଦେବାର ମାତ୍ର କିଛି ଘଣ୍ଟା ମଧ୍ୟରେ ଆନୁଷ୍ଠାନିକ ଭାବେ ବିଜେଡିରେ ଯୋଗ…

ସମ୍ବଲପୁରରୁ ଲଢିବେନି ପ୍ରସନ୍ନ ଆଚାର୍ଯ୍ୟ !

ଭୁବନେଶ୍ୱର,୧୬।୪: ସମ୍ବଲପୁରରେ ଟିକେଟକୁ ନେଇ ଅମଙ୍ଗ ଅଛନ୍ତି କି ବିଜେଡିର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ! କିଛି ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି । ସମ୍ବଲପୁର ବଦଳରେ ରେଢାଖୋଲରୁ ସେ ଲଢିବାକୁ ଇଚ୍ଛୁକ ଥିବା ଚର୍ଚ୍ଚା ହେଉଛି ।…

ଭାଜପା ପ୍ରାର୍ଥୀ ତାଲିକା: ପଲିଟିବ ରାଉରକେଲା ବାଜି! ତାଲିକାରେ ୧୬ ନୂଆ ଚେହେରା

ଭୁବନେଶ୍ୱର,୧୬।୪: ପ୍ରାୟ ଦୁଇ ସପ୍ତାହ ପରେ ଆସିଲା ଭାଜପାର ଦ୍ୱିତୀୟ ବିଧାନସଭା ପ୍ରାର୍ଥୀ ତାଲିକା। କାହାର ଟିକେଟ ବଦଳିବ, କାହାର ଟିକେଟ କଟିବ, ସେ ନେଇ ବହୁ ନେତା ଆଶା ଆଶଙ୍କାରେ ଥିଲେ। ଶେଷରେ ଆଜି ଭାଜପା ତାର ଦ୍ୱିତୀୟ ବିଧାନସଭା…

ମା’ବାପାଙ୍କୁ ହରାଇଥିଲେ, ଚାକିରିରେ ଥାଇ ୟୁପିଏସ୍‌ସି ପ୍ରସ୍ତୁତି; କିଛି ଏଭଳି ଆଇଏଏସ୍‌ ଅନିମେଶଙ୍କ ସଂଘର୍ଷ କାହାଣୀ

ଭୁବନେଶ୍ୱର,୧୬।୪: ମଙ୍ଗଳବାର ୨୦୨୩ ୟୁପିଏସ୍‌ସି ପରୀକ୍ଷାଫଳ ପ୍ରକାଶିତ ହୋଇଛି। ସର୍ବ ଭାରତୀୟ ସ୍ତରରେ ଦ୍ୱିତୀୟ ସ୍ଥାନ ରଖି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ଅନୁଗୋଳ ଜିଲାର ଅନିମେଶ ପ୍ରଧାନ। ବ୍ୟକ୍ତିଗତ ଜୀବନରେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରୁଥିଲେ ହେଁ ଧୌର୍ଯ୍ୟର ସହ…

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ସେହିପରି ମାଓଙ୍କ ସହ ଲଢେଇ…

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ କଂଗ୍ରେସ ନେତା ତଥା ଡେମୋକ୍ରାଟିକ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ସଭାପତି ଗୁଲାମ ନବୀ…

ଭିଡିଓ କଲ୍‌ରେ ଲୋକଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ, ନେଲେ ଏସବୁର ଅପ୍‌ଡେଟ୍‌…

ଭୁବନେଶ୍ବର,୧୬।୪ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭଏସ୍‌ କଲ୍‌ ପରେ ଏବେ ଭିଡିଓ କଲ୍‌ ଯୋଗେ ଲୋକଙ୍କ ସହ କଥା ହୋଇଛନ୍ତି। ମଙ୍ଗଳବାର ସେ ଭିଡିଓ କଲ୍‌ରେ ଲୋକମାନଙ୍କ ନିକଟରୁ ସେମାନଙ୍କ ଅଞ୍ଚଳରେ ହେଉଥିବା ଉନ୍ନୟନମୂଳକ କାମର ଅପଡେଟ ନେଇଛନ୍ତି। ପୁରୀ…

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ କୋର୍ଟରୁ…

ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୬।୪: ୟୁପିଏସସି ସିଭିଲ୍‌ ସର୍ଭିସେସ୍‌ର ପରୀକ୍ଷାଫଳ ମଙ୍ଗଳବାର ପ୍ରକାଶ ପାଇଛି। ୨୦୨୩ ଆଇଏଏସ୍‌ ଫଳାଫଳ ଅନୁଯାୟୀ ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର ହୋଇଛନ୍ତି । ଦ୍ୱିତୀୟ ସ୍ଥାନରେ ଓଡ଼ିଆ ପୁଅ ଅନିମେଶ ପ୍ରଧାନ ରହିଛନ୍ତି । ତୃତୀୟ ସ୍ଥାନରେ ଡି.ଅନନ୍ୟା ରେଡ୍ଡୀ, ଚତୁର୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri