ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା
ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ। ଇରାନ ଆକ୍ରମଣ ଉପରେ ଦେଶର ପ୍ରତିକ୍ରିୟା ବିଷୟରେ ଆଲୋଚନା କରିବା ପାଇଁ ଇସ୍ରାଏଲ ଯୁଦ୍ଧ…
୩ ସ୍ଥାନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ
ଭୁବନେଶ୍ୱର,୧୫ା୪: କଂଗ୍ରେସ ରବିବାର ତା’ର ଆଉ ୭୫ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ୩ଟି ସ୍ଥାନରେ କଂଗ୍ରେସ ତା’ର ପୂର୍ବ ପ୍ରାର୍ଥୀଙ୍କୁ ବଦଳାଇଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ କଂଗ୍ରେସ ଦେବେନ୍ଦ୍ର ଭିତିରିଆଙ୍କୁ ପ୍ରାର୍ଥୀ କରିଥିବା ବେଳେ ବାଲିଗୁଡ଼ାରେ ସୁରଦା…
ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ
ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି।…
ବିଧାନସଭା ଆସନ: କାହାର କେତେ ଘୋଷଣା ବାକି
ଭାଜପାର ୩୫ ରାଉରକେଲା, ତେଲକୋଇ, ଘସିପୁରା, ପାଟଣା, ଚମ୍ପୁଆ, ସାରସକଣା, ରାଇରଙ୍ଗପୁର, କରଞ୍ଜିଆ, ବାଙ୍ଗିରିପୋଷି, ଭୋଗରାଇ, ବସ୍ତା, ନୀଳଗିରି, ଭଣ୍ଡାରିପୋଖରୀ, ବାସୁଦେବପୁର, ବରୀ, ହିନ୍ଦୋଳ, ଝରିଗଁା, ଡାବୁଗଁା, ବାରବାଟୀ-କଟକ, ସାଲେପୁର, କେନ୍ଦ୍ରାପଡ଼ା, ରାଜନଗର, ବାଲିକୁଦା-ଏରସମା, ଜଗତ୍ସିଂହପୁର, କାକଟପୁର, ବେଗୁନିଆ, ଖୋର୍ଦ୍ଧା, ସାନଖେମୁଣ୍ଡି,…
ଭଦ୍ରକ ଲୋକ ସଭା କ୍ଷେତ୍ର: ରଣାଙ୍ଗନରେ ଅନନ୍ତ, ଅଭିମନ୍ୟୁ, ମଞ୍ଜୁଲତା
ଭଦ୍ରକ,୧୫ା୪(ସନାତନ ରାଉତ): ଭଦ୍ରକ ଲୋକ ସଭା ଆସନରେ ଭାଜପା ଓ ବିଜେଡି ପୁରୁଣା ପ୍ରାର୍ଥୀଙ୍କୁ ଦୋହରାଇଥିବା ବେଳେ କଂଗ୍ରେସ ଶନିବାର ପୂର୍ବତନ ଏମ୍ପି ଅନନ୍ତ ପ୍ରସାଦ ସେଠୀଙ୍କୁ ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଭେଟେରାନ ଲିଡର ଅନନ୍ତ ପ୍ରାର୍ଥୀ ହେବା ପରେ…
ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍
ତେଲ୍ ଆଭିଭ୍/ତେହରାନ୍/ଓ୍ବାଶିଂଟନ୍,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍-ହମାସ୍ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍ରେ ଥିବା ନିଜ ଦୂତାବାସ ଉପରେ ଇସ୍ରାଏଲୀ…
ଭାଜପାକୁ ଏମିତି କମେଣ୍ଟ ମାରିଲା ବିଜେଡି
ଭୁବନେଶ୍ୱର, ୧୪।୪(ସୁନିତ୍ ମିଶ୍ର):ବିଜେଡି ରାଜ୍ୟର ୧୧୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ୧୧୨ ଆସନ ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିସାରିଛି। ତେବେ ଏଭଳି ସ୍ଥିତିରେ ଗତ ୧୦ ତାରିଖ ପରଠାରୁ ଭାଜପା ପରବର୍ତ୍ତୀ ପ୍ରାର୍ଥୀ…
ଭାରତକୁ ବଡ଼ ସଫଳତା: ଟ୍ୟାଙ୍କବିଧ୍ୱଂସୀ ମିଶାଇଲ ସିଷ୍ଟମ୍ର ସଫଳ ପରୀକ୍ଷା
ନୂଆଦିଲ୍ଲୀ,୧୪ା୪:ଭାରତୀୟ ସେନା ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଟ୍ୟାଙ୍କବିଧ୍ୱଂସୀ ଗାଇଡେଡ୍ ମିଶାଇଲ୍ ସିଷ୍ଟମ୍ର ସଫଳ ପରୀକ୍ଷା କରିଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ପ୍ରତିଷ୍ଠାନ (ଡିଆର୍ଡିଓ) ଦ୍ୱାରା ଡିଜାଇନ ଓ ବିକଶିତ ହୋଇଥିବା ଏହି ଓ୍ବିପନ୍ ସିଷ୍ଟମକୁ ଜଣେ ବ୍ୟକ୍ତି ବହନ କରିପାରିବେ।…
୭୫ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ
ଭୁବନେଶ୍ୱର:୧୪।୪: ପବିତ୍ର ପଣା ସଂକ୍ରାନ୍ତି ଅବସରରେ କଂଗ୍ରେସ ରବିବାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୭୫ଜଣଙ୍କ ନାଁ ରହିଛି। ଭଣ୍ଡାରୀପୋଖରୀରୁ ନିରଞ୍ଜନ ପଟ୍ଟନାୟକଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ…
ସୁନା ମୂଲ୍ୟ ବୃଦ୍ଧି ପାଇଁ ଦାୟୀ ଭାରତୀୟ: ରିପୋର୍ଟ
ନୂଆଦିଲ୍ଲୀ,୧୪।୪: କିଛି ଦିନ ହେବ କ୍ରମାଗତ ଭାବେ ସୁନା ମୂଲ୍ୟ ବୃଦ୍ଧି ପାଉଛି। ବର୍ତ୍ତମାନ ଏକ ରିପୋର୍ଟ ଦାବି କରିଛି ଯେ ଏଥିପାଇଁ ଭାରତୀୟମାନେ ମଧ୍ୟ ବହୁ ପରିମାଣରେ ଦାୟୀ। ରିପୋର୍ଟରେ କୁହାଯାଇଛି ଯେ ଏସିଆର ଲୋକମାନେ କ୍ରୟ କରୁଥିବା ହେତୁ…
ତାମିଲନାଡୁ-କେରଳରେ ବାଜି ମାରିବ ଇଣ୍ଡିଆ ମେଣ୍ଟ, ସର୍ଭେରେ ଫେଲ ମାରୁଛି ଭାଜପାର ଦାବି
ନୂଆଦିଲ୍ଲୀ, ୧୪।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ମଧ୍ୟରେ ସମଗ୍ର ଦେଶରେ ରାଜନୈତିକ ରଙ୍ଗ ଦେଖାଯାଇଛି। କେଉଁ ଦଳ କେଉଁଠି ଜିତିବ, କିଏ କେତେ ସିଟ ପାଇବ, କିଏ ଜିତିବ ଏବଂ କେଉଁ ନେତା କେଉଁ ନେତାଙ୍କୁ…
ରାହୁଲ-ଖାର୍ଗେଙ୍କ କାମରେ ସନ୍ତୁଷ୍ଟ ନୁହେଁ ଜନତା! କଂଗ୍ରେସର ଚିନ୍ତା ବଢାଇବ ଏହି ସର୍ଭେ
ନୂଆଦିଲ୍ଲୀ,୧୪।୪: ୨୦୨୪ ଲୋକ ସଭା ନିର୍ବାଚନରେ ନରେନ୍ଦ୍ର ମୋଦିଙ୍କ ସରକାରକୁ କେନ୍ଦ୍ରୀୟ ଶକ୍ତିରୁ ହଟାଇବା ପାଇଁ କଂଗ୍ରେସ ନିଜର ସମସ୍ତ ଶକ୍ତି ଲଗାଇ ଦେଇଛି। ଅଣ ଏନଡିଏ ଦଳଗୁଡ଼ିକୁ ଇଣ୍ଡିଆ ମିଳିତ ମଞ୍ଚରେ ଗ୍ରହଣ କରି କଂଗ୍ରେସ ନିର୍ବାଚନ ଲଢେଇ ଜାରି…
Archives


