ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଷ୍ଟ୍ରପତି
ଭୁବନେଶ୍ୱର/ନୂଆଦିଲ୍ଲୀ,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ଭେଟେରାନ ନେତା ଦାମୋଦର ରାଉତଙ୍କ ଦେହାନ୍ତରେ…
ଦାମଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ପାର୍ଥିବ ଶରୀର ଶଙ୍ଖଭବନରେ ପହଞ୍ଚିଛି। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖଭବନରେ ପହଞ୍ଚି ଦାମଙ୍କ ଶେଷ ଦର୍ଶନ କରିିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏଥିସହିତ ବହୁ ବରିଷ୍ଠ…
ସିଜେଆଇ ଚନ୍ଦ୍ରଚୁଡ଼ଙ୍କ ଖଣ୍ଡପୀଠ କଲାନାହିଁ କେଜରିଓ୍ବାଲଙ୍କ ଆବେଦନର ଶୁଣାଣି
ନୂଆଦିଲ୍ଲୀ,୨୨।୩: ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଇଡି ପକ୍ଷରୁ ଗିରଫ କରାଯାଇଛି। ଶନିବାର ସୁପ୍ରିମକୋର୍ଟରେ ଅରବିନ୍ଦ କେଜରିୱାଲଙ୍କ ଆବେଦନ ଶୁଣାଣି ହୋଇଥିଲା। ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ବେଞ୍ଚ ଏହାର ଶୁଣାଣି ନ କରି ତାଙ୍କୁ…
ଭୁଟାନକୁ ରାଜକୀୟ ଯାତ୍ରାରେ ବାହାରିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ସକାଳେ ଦିଲ୍ଲୀରୁ ଭୁଟାନ ଗସ୍ତରେ ଯାଇଛନ୍ତି। ତେବେ ଗତ ଗୁରୁବାର ସେ ଭୁଟାନ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। କିନ୍ତୁ ଖରାପ ପାଗ ଯୋଗୁ ଯାତ୍ରାକୁ ସ୍ଥଗିତ ରଖିବାକୁ ପଡିଥିଲା। ଏହି ଗସ୍ତ ସମୟରେ…
‘ପୁଷ୍ପକ ବିମାନ’ ଲଞ୍ଚ କଲା ଇସ୍ରୋ: ଜାଣନ୍ତୁ କ’ଣ ରହିଛି ଏହାର ସ୍ବତନ୍ତ୍ର
ନୂଆଦିଲ୍ଲୀ,୨୨।୩: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଶୁକ୍ରବାର କର୍ନାଟକର ଚିତ୍ରଦୁର୍ଗଠାରେ ‘ପୁଷ୍ପକ’ ବିମାନକୁ ସଫଳତାର ସହ ଅବତରଣ କରିଛି। ଇସ୍ରୋ ଏକ ଟୁଇଟ ମାଧ୍ୟମରେ ଏହି ସୂଚନା ଦେଇଛି। ପୁଷ୍ପକ ବିମାନ ହେଉଛି ଏକ ଏସୟୁଭି ଆକାରର ପଙ୍ଖା ଭିତ୍ତିକ…
ଇଡିର ସ୍ବତନ୍ତ୍ର ଟିମ୍ ପ୍ରସ୍ତୁତ, ଗିରଫ ପରେ କ୍ୟାମେରା ଆଗରେ ଆଜି ପୁଣି ଜେରା ହେବେ କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୨ା୩: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ଶୁକ୍ରବାର ଦ୍ୱିତୀୟ ଥର ପାଇଁ ଏନ୍ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ପଚରାଉଚରା କରିବ। କ୍ୟାମେରାରେ ପଚରାଉଚରା ପ୍ରକ୍ରିୟା ମଧ୍ୟ ରେକର୍ଡ ହେବ ଏବଂ ସମସ୍ତ ବିବୃତ୍ତି ଲିଖିତ ଆକାରରେ ରେକର୍ଡ…
ଆଇପିଏଲ୍ ୨୦୨୪ ଶେଷରେ ଅବସର ନେବେ ଧୋନୀ: ରିପୋର୍ଟ
ଚେନ୍ନାଇ,୨୨ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ଏମଏସ ଧୋନୀ ୧୭ ତମ ସିଜିନ ଶେଷ ହେବା ପରେ ଇଣ୍ଡିଆନ ପ୍ରିମିୟର ଲିଗରୁ ଅବସର ଘୋଷଣା କରିବାର ସମ୍ଭାବନା ରହିଛି। ଧୋନି ଆନୁଷ୍ଠାନିକ ଭାବେ ଅଗଷ୍ଟ ୧୫, ୨୦୨୦ ରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର…
ଜାଣନ୍ତୁ ଦାମଙ୍କ ରାଜନୀତି କ୍ୟାରିଅର ବିଷୟରେ…
ଭୁବନେଶ୍ୱର,୨୨ା୩: ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ଶୁକ୍ରବାର ଭୋର୍ରୁ ଦେହାନ୍ତ ହୋଇଛି। ଦାମ ଜଣେ ଦକ୍ଷ ରାଜନେତା ଥିଲେ। ତାଙ୍କର ରୋକଠୋକ୍ ଜବାବ୍ ପାଇଁ ସେ ସବୁବେଳେ ଚର୍ଚ୍ଚାରେ ରହୁଥିଲେ। ଦାମ ୧୯୭୭ରେ…
ଦାମଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୨୨ା୩: ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ସୋସିଆଲ ମିଡିଆ ‘ଏକ୍ସ’ରେ ଏକ ପୋଷ୍ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁ ଜନତା ଦଳର ବରିଷ୍ଠ…
ଆରପାରିରେ ଦାମୋଦର ରାଉତ, ଚିକିତ୍ସାଧୀନ ଅବସ୍ଥାରେ ପରଲୋକ
ନୂଆଦିଲ୍ଲୀ,୨୨।୩: ଆରପାରିରେ ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ଦାମୋଦର ରାଉତ।ଭୁବନେଶ୍ୱରରେ ଏକ ଗାଡ଼ି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଭୋର ୫ ଟା ୨୩ ମିନିଟରେ ତାଙ୍କର ଦେହାନ୍ତ ହୋଇଛି। ୮୩ ବର୍ଷ ବୟସରେ ସେ ପ୍ରାଣ ତ୍ୟାଗ କରିଛନ୍ତି।…
୧୦୦ କୋଟି ଟଙ୍କା ମାମଲାରେ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କଲା ଇଡି, ଜାଣନ୍ତୁ ତାଙ୍କର ମୋଟ ସମ୍ପତ୍ତି କେତେ
ନୂଆଦିଲ୍ଲୀ,୨୧।୩: ଅବକାରୀ ଦୁର୍ନୀତି ମାମଲାରେ ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଛି। ଦିଲ୍ଲୀ ହାଇକୋର୍ଟ ଏହି ମାମଲାରେ ମନ୍ତବ୍ୟ ଦେଇ କହିଥିଲେ କି ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ଗିରଫରୁ ସୁରକ୍ଷା ଦିଆଯାଇ ପାରିବ ନାହିଁ। ଏହାପରେ ଗୁରୁବାର…
ଆସିଲା ଭାଜପାର ତୃତୀୟ ପ୍ରାର୍ଥୀ ତାଲିକା
ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ୨୦୨୪କୁ ଦୃଷ୍ଟିରେ ରଖି ଭାରତୀୟ ଜନତା ପାର୍ଟି(ଭାଜପା) ଗୁରୁବାର ତା’ର ତୃତୀୟ ଲିଷ୍ଟ ଜାରି କରିଛି। ଭାଜପାର ତୃତୀୟ ପ୍ରାର୍ଥୀ ତାଲିକାରେ ୯ଜଣ ପ୍ରାର୍ଥୀଙ୍କୁ ଟିକେଟ ଦିଆଯାଇଛି। ପ୍ରାର୍ଥୀଙ୍କ ଏହି ତାଲିକା ତାମିଲନାଡୁର ଲୋକ ସଭା…
Archives


