ତୃତୀୟଥର ଆଇପିଏଲ୍ ଚାମ୍ପିୟନ୍ ହେଲା କୋଲକାତା: ଫାଇନାଲ୍ରେ ଏକତରଫା ବିଜୟ
ଚେନ୍ନାଇ,୨୬।୫:ଆଇପିଏଲ ୨୦୨୪ର ଫାଇନାଲରେ କୋଲକାତା ନାଇଟ୍ ରାଇଡର୍ସ ଏକତରଫା ଭାବେ ହାଦ୍ରାବାଦ୍କୁ ପରାସ୍ତ କରି ତୃତୀୟଥର ଚାମ୍ପିୟନ୍ ହୋଇଛି। ଚେନ୍ନାଇରେ ଖେଳାଯାଇଥିବା ଫାଇନାଲରେ କୋଲକାତା ନାଇଟ ରାଇଡର୍ସ ସନରାଇଜର୍ସ ହାଇଦ୍ରାବାଦକୁ ୮ ଉଇକେଟରେ ପରାସ୍ତ କରି ୧୦ ବର୍ଷ ପରେ ଚାମ୍ପିୟନ…
ଫାଇନାଲ୍ରେ ହାଇଦ୍ରାବାଦ୍ ଧରାଶାୟୀ : କୋଲକାତାକୁ ମିଳିଲା ୧୧୪ ରନ୍ର ଟାର୍ଗେଟ୍
ଚେନ୍ନାଇ,୨୬।୫: ଆଇପିଏଲ୍ ୨୦୨୪ର ଗ୍ରାଣ୍ଡ୍ ଫିନାଲେରେ ସନରାଇଜର୍ସ ହାଇଦ୍ରାବାଦ କୋଲକାତା ନାଇଟ୍ ରାଇଡର୍ସକୁ ୧୧୪ ରନ୍ ବିଜୟ ଲକ୍ଷ୍ୟ ଦେଇଛି। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ୍ ୧୮ ଓଭରରେ ୧୧୩ ରନ୍ରେ ଅଲଆଉଟ୍ ହୋଇଯାଇଛି। ଆଇପିଏଲ ଇତିହାସର ଫାଇନାଲ୍ରେ…
‘ଆଉ ମାତ୍ର କିଛି ଦିନ ପରେ ପ୍ରଧାନମନ୍ତ୍ରୀ ମୋଦି କହିବେ ମୋତେ ପୂଜା କର’
ପାଟନା,୨୬।୫: ଲୋକ ସଭା ନିର୍ବାଚନ ୨୦୨୪ର ସପ୍ତମ ତଥା ଶେଷ ପର୍ଯ୍ୟାୟ ପାଇଁ ବିହାରରେ ଏଆଇଏମ୍ଆଇଏମ୍ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ମଧ୍ୟ ନିଜର ସମ୍ପୂର୍ଣ୍ଣ ଶକ୍ତି ପ୍ରଦାନ କରଛନ୍ତି। ଏହି ସମୟରେ ଓୱାଇସି ପାଲିଗଞ୍ଜରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଥିଲେ। ସେହି…
ଆଇପିଏଲ୍ ଗ୍ରାଣ୍ଡ ଫିନାଲେ: ଟସ୍ ଜିତିଲା ହାଇଦ୍ରାବାଦ୍
ଚେନ୍ନାଇ,୨୬।୫: ଆଇପିଏଲର ୧୭ତମ ସିଜନର ଫାଇନାଲ୍ ମ୍ୟାଚ ଚେନ୍ନାଇର ଚେପାକ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ହାଇଦ୍ରାବାଦ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଫାଇନାଲ୍ ପାଇଁ ୨ ଦଳ ରହମାନୁଲ୍ଲା…
ଭାରତୀୟ ସେନା ମୁଖ୍ୟଙ୍କ କାର୍ଯ୍ୟକାଳ ବଢିଲା
ନୂଆଦିଲ୍ଲୀ,୨୬।୫: ଭାରତୀୟ ସେନା ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଛି। ଜେନେରାଲ ମନୋଜ ପାଣ୍ଡେ ଆସନ୍ତା ମେ ୩୧ରେ ଅବସର ନେବାର ଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ଦ୍ୱାରା ତାଙ୍କର କାର୍ଯ୍ୟକାଳ ଏକ ମାସ ବୃଦ୍ଧି କରାଯାଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ…
ମୁସଲମାନଙ୍କୁ ସଂରକ୍ଷଣ ଦେବାକୁ ସମ୍ବିଧାନ ବଦଳାଇ ଦେବେ ବିରୋଧୀ ମେଣ୍ଟ: ମୋଦି
ମିର୍ଜାପୁର,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ମିର୍ଜାପୁରରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏଥିରେ ସେ ବିରୋଧୀଙ୍କୁ ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ‘ଇଣ୍ଡିଆ’ମେଣ୍ଟକୁ ସାମ୍ପ୍ରଦାୟିକ ତଥା ଜାତିବାଦୀ…
ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ
ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…
ପାପୁଆ ନିଉ ଗିନି ଭୟଙ୍କର ଭୂସ୍ଖଳନ, ୬୭୦ରୁ ଅଧିକ ଲୋକ ମୃତ
ନୂଆଦିଲ୍ଲୀ,୨୬।୫: ପାପୁଆ ନ୍ୟୁ ଗିନିରେ ଏକ ବଡ଼ ଧରଣର ଭୂସ୍ଖଳନ ପରେ ୬୭୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଜାତିସଂଘର ଏଜେନ୍ସିର ଅଧିକାରୀ ସେରହାନ ଆପ୍ଟୋପ୍ରାକ୍ କହିଛନ୍ତି ଯେ ବର୍ତ୍ତମାନ ପ୍ରାୟ ୧୫୦ରୁ ଉର୍ଦ୍ଧ ଘର ପୋତି ହୋଇ…
ପ୍ରକାଶ ପାଇଲା +୨ ପରୀକ୍ଷା ଫଳ, ଛାତ୍ରଙ୍କୁ ପଛରେ ପକାଇଲେ ଛାତ୍ରୀ
ଭୁବନେଶ୍ୱର,୨୬।୫: ରାଜ୍ୟରେ +୨ ପରୀକ୍ଷାଫଳ ପ୍ରକାଶ ପାଇଛି। ରବିବାର ଭୁବନେଶ୍ୱରସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) କାର୍ଯ୍ୟାଳୟରେ ଏକାସାଙ୍ଗରେ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ପରୀକ୍ଷାର ଫଳାଫଳ ପ୍ରକାଶ କରାଯାଇଛି। ଏଥିରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଭଲ ପ୍ରଦର୍ଶନ…
ସ୍ମୃତି ଇରାନୀଙ୍କୁ ପାଣ୍ଡିଆନଙ୍କ କଡ଼ା ଜବାବ, କହିଲେ ସାହସ ଅଛି…
ଭୁବନେଶ୍ୱର,୨୬।୫: ଏକ ସାଧାରଣ ସଭାରେ ଯୋଗ ଦେଇ ସ୍ମୃତି ଇରାନୀଙ୍କୁ କଡ଼ା ଜବାବ ଦେଇଛନ୍ତି ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ। ଶନିବାର ସ୍ମୃତି ଓଡ଼ିଶା ଆସି ସରକାରଙ୍କୁ ନିନ୍ଦା କରିବା ଦୋଷ ଗଣାଇଥିଲେ। ଯାହାକୁ ସମାଲୋଚନା କରିଛନ୍ତି ପାଣ୍ଡିଆନ। ସେ…
ପୁଣି ଓଡ଼ିଶା ଆସୁଛନ୍ତି ମୋଦି-ଶାହା, କରିବେ ମାରାଥନ ପ୍ରଚାର
ଭୁବନେଶ୍ୱର,୨୬।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଦିନ ୧୦ଟାରେ ଚାନ୍ଦବାଲିରେ ପ୍ରଥମ ସଭା କରିବା…
୬ ଟ୍ରେନ୍ ବାତିଲ, ଜାଣନ୍ତୁ କେଉଁ ଟ୍ରେନ୍ ହୋଇଛି ବାତିଲ
କୋଲକାତା,୨୬ା୫: ବାତ୍ୟା ‘ରେମାଲ’ ପାଇଁ ୬ଟି ଟ୍ରେନ୍ ବାତିଲ ହୋଇଛି। ରବିବାର ଓ ସୋମବାର ପାଇଁ ଏହି ଟ୍ରେନ୍କୁ ବାତିଲ କରିଛି ଦକ୍ଷିଣ ପୂର୍ବ ରେଳତଟ। ହାଓ୍ବଡା-ଦୀଘା-ହାଓ୍ବଡା ଏକ୍ସପ୍ରେସ୍ ରବିବାର ପାଇଁ ବାତିଲ ହୋଇଥିବା ବେଳେ କାଲି ପାଇଁ ଦୀଘା-ପଂଶକୁରା ଇଏମ୍ୟୁ,…
Archives


