Home Middle

କେଜରିଓ୍ବାଲଙ୍କୁ ନବମ ସମନ ପଠାଇଲା ଇଡି, ୨୧ ମାର୍ଚ୍ଚରେ ହେବ ପଚରା ଉଚରା

ନୂଆଦିଲ୍ଲୀ,୧୭।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ହ୍ରାସ ହେବାର କୌଣସି ସଙ୍କେତ ଦେଉନାହିଁ। ଦିଲ୍ଲୀର ରଦ୍ଦ ହୋଇଥିବା ଏକ୍ସାଇଜ ପଲିସିରେ ହୋଇଥିବା ଅନିୟମିତତା ଘଟଣାର ଅନୁସନ୍ଧାନ କରୁଥିବା ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ…

ଭାରତ ଯୋଡୋ ନ୍ୟାୟ ଯାତ୍ରା ପରେ ଆଜି ମୁମ୍ବାଇରେ ନ୍ୟାୟ ସଙ୍କଳ୍ପ ପଦଯାତ୍ରା କରିବେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୭।୩: ଲୋକ ସଭା ନିର୍ବାଚନ ୨୦୨୪କୁ ଧ୍ୟାନରେ ରଖି ଜାନୁଆରୀ ୧୪ ୨୦୨୪ରୁ ମଣିପୁରରୁ ଆରମ୍ଭ ହୋଇଥିବା କଂଗ୍ରେସର ଭାରତ ଯୋଡୋ ନ୍ୟାୟ ଯାତ୍ରା ଗତକାଲି ଅର୍ଥାତ୍‌ ଶନିବାର ମୁମ୍ବାଇରେ ଶେଷ ହୋଇଛି। ରାହୁଲ ଗାନ୍ଧୀ ଆଜି ମୁମ୍ବାଇରେ ଏକ ପଦଯାତ୍ରା…

୭ ଦିନରେ ଅନ୍‌ଲାଇନରେ ମିଳିବ ସାର୍ଟିଫିକେଟ୍‌

କଟକ,୧୭ା୩ (କାର୍ତ୍ତିକ ସାହୁ)ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏକ ଯୁଗୋପଯୋଗୀ ପଦକ୍ଷେପ ଗ୍ରହଣ କରାଯାଇଛି। ଚଳିତବର୍ଷ ପ୍ରଥମ ଥର ପାଇଁ ମାଟ୍ରିକ୍‌ ପରୀକ୍ଷାଫଳ ପ୍ରକାଶନର ୭ ଦିନ ମଧ୍ୟରେ ପରୀକ୍ଷାର୍ଥୀଙ୍କୁ ମୂଳ ପ୍ରମାଣପତ୍ର ଅନ୍‌ଲାଇନ୍‌ ଜରିଆରେ ଯୋଗାଇ ଦିଆଯିବ। ଏହାବାଦ୍‌…

ଆଚରଣ ବିଧି ୧୯୬୦ରୁ ଆରମ୍ଭ

ନୂଆଦିଲ୍ଲୀ,୧୭ା୩ଭାରତର ନିର୍ବାଚନ ଆୟୁକ୍ତ (ଇସିଆଇ) ଶନିବାର ଅପରାହ୍ନ ୩ଟାରେ ଲୋକ ସଭା ଓ ୪ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ ଘୋଷଣା କରିବା ପରେ ତତ୍କାଳ ସାରା ଦେଶରେ ଆଦର୍ଶ ଆଚରଣ ବିଧି (ଏମ୍‌ସିସି) ଲାଗୁ ହୋଇଛି। ଏହି ଆଚରଣ ବିଧି…

ରାଜନୀତିରେ ଇତିହାସ ରଚିବେ ଓଡ଼ିଶାବାସୀ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୩(ଅନିଲ ଦାସ)ଓଡ଼ିଶାର ଭବିଷ୍ୟତ ଉଜ୍ଜ୍ୱଳ। ଆମେ ୨୦୩୬ ମସିହାରେ ଓଡ଼ିଶା ପ୍ରଦେଶ ଗଠନର ଶତବାର୍ଷିକୀ ପାଳନ କରିବାକୁ ଯାଉଛୁ। ସେତେବେଳକୁ ଓଡ଼ିଶା ସବୁ କ୍ଷେତ୍ରରେ ଦେଶରେ ଏକ ନମ୍ବର ହେଉ ଆମେ ଚାହୁଁଛୁ। ଆଗାମୀ ଦଶନ୍ଧି ହେଉଛି ଯୁବବର୍ଗଙ୍କର। ଯୁବବର୍ଗଙ୍କ ମହତ୍ତ୍ୱାକାଂକ୍ଷାକୁ…

ଲଣ୍ଡନରେ ଭାଜପା ସମର୍ଥନରେ କାର ରାଲିର ଆୟୋଜନ

ଲଣ୍ଡନ,୧୭।୩: ଓଭରସିଜ୍‌ ଫ୍ରେଣ୍ଡସ ଅଫ ଭାଜପା ୟୁକେ ଲଣ୍ଡନରେ ଏକ କାର୍‌ ରାଲିର ଆୟୋଜନ କରିଥିଲେ। ଭାରତରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପାକୁ ସମର୍ଥନ କରିବା ପାଇଁ ଏହି କାର ରାଲିର…

ଏପ୍ରିଲ-ମେ-ଜୁନରେ ନିର୍ବାଚନ: ତାତିରେ ଆଉଟୁ ପାଉଟୁ ହେବେ ନେତା ମନ୍ତ୍ରୀ ଅଧିକାରୀ

ନୂଆଦିଲ୍ଲୀ,୧୬।୩: ଭାରତରେ ସମସ୍ତ ରାଜ୍ୟରେ ମାର୍ଚ୍ଚ ମାସରୁ ଜୁଲାଇ ମଧ୍ୟରେ ଅସହ୍ୟ ଗରମ ଅନୁଭୂତ ହୋଇଥାଏ। କିନ୍ତୁ ଚଳିତ ବର୍ଷ ଏହି ଗରମ ଆହୁରି ମଜାଦାର ହେବାକୁ ଯାଉଛି। କାରଣ ଭାରତୀୟ ନିର୍ବାଚନ ଆୟୋଗ ଲୋକ ସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ…

ଓଡ଼ିଶାରେ ଚାରି ପର୍ଯ୍ୟାୟରେ ହେବ ମତଦାନ, ନେତା ବାଛିବେ ୩.୩୨ କୋଟି ଭୋଟର

ଭୁବନେଶ୍ୱର,୧୬।୩: ଲୋକ ସଭା ଏବଂ ଓଡ଼ିଶା ସମେତ ଚାରି ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ନିର୍ବାଚନ ଆୟୋଗ ତାରିଖ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ସମଗ୍ର ଭାରତରେ ସାତୋଟି ପର୍ଯ୍ୟାୟରେ ନିର୍ବାଚନ ହେଉଥିଲା ବେଳେ ଓଡ଼ିଶାରେ ବିଧାନସଭା ଏବଂ ୨୧ ଟି…

ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ

ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…

ନାଁ ଲୁଚାଇ କୋଟି କୋଟି ଟଙ୍କାର ବଣ୍ଡ କିଣିଛନ୍ତି ଏହିସବୁ ବଡ କମ୍ପାନୀ

ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନର ଶୁକ୍ରବାର ଇଲେକ୍ଟୋରଲ ବଣ୍ଡର ଡାଟା ରିଲିଜ୍‌ କରିଛନ୍ତି। ଯେଉଁଥିରେ ବହୁ ବଡ ବଡ କମ୍ପାନୀ, ଖଣି ଓ ଷ୍ଟିଲ କମ୍ପାନୀ ମଧ୍ୟ ଇଲେକ୍ଟୋରଲ ବଣ୍ଡ ବିଣିଥିବା ଜଣାପଡିଛି। ପ୍ରାୟ ୩୦ଟି ଫାର୍ମା କମ୍ପାନୀ ୯୦୦କୋଟି ଟଙ୍କାର ବଣ୍ଡ…

ଏହିସବୁ ଔଷଧ କମ୍ପାନୀ ରାଜନୈତିକ ଦଳଙ୍କୁ ଦେଇଛନ୍ତି କୋଟି କୋଟି ଚାନ୍ଦା

ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନର ଶୁକ୍ରବାର ଇଲେକ୍ଟୋରଲ ବଣ୍ଡର ଡାଟା ରିଲିଜ୍‌ କରିଛନ୍ତି। ଯେଉଁଥିରେ ବହୁ ବଡ ବଡ କମ୍ପାନୀ, ଖଣି ଓ ଷ୍ଟିଲ କମ୍ପାନୀ ମଧ୍ୟ ଇଲେକ୍ଟୋରଲ ବଣ୍ଡ ବିଣିଥିବା ଜଣାପଡିଛି। କିନ୍ତ ଜାଣି ଆଶ୍ଚର୍ଯ୍ୟ ହେବେ ପ୍ରାୟ ୩୦ଟି ଫାର୍ମା…

ଜାଣନ୍ତୁ ଓଡ଼ିଶାର କେଉଁ ଜିଲାରେ କେବେ ଭୋଟ୍‌

ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍‌ମିଟ୍‌ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri