Home Middle

ସୁପ୍ରିମକୋର୍ଟରେ ଓଡ଼ିଆ ରୋଷେୟାଙ୍କ ଝିଅ ଜିତିଲେ ଆମେରିକାରେ ସ୍କଲାର୍‌ଶିପ୍‌, ସମ୍ବର୍ଦ୍ଧିତ କଲେ CJI ଚନ୍ଦ୍ରଚୂଡ଼

ନୂଆଦିଲ୍ଲୀ୧୪।୩: ଭାରତର ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ଅନ୍ୟ ବିଚାରପତି ବୁଧବାର ସୁପ୍ରିମକୋର୍ଟରେ ଜଣେ ରୋଷେୟାଙ୍କ ଝିଅଙ୍କୁ ସମ୍ମାନିତ କରିଛନ୍ତି। ଆଇନରେ ସ୍ନାତକୋତ୍ତର ପାଇଁ ପ୍ରଜ୍ଞା ସାମଲ ଆମେରିକା ବିଶ୍ୱବିଦ୍ୟାଳୟରୁ ସ୍କଲାରଶିପ ଜିତିଛନ୍ତି। ଏହି ସଫଳତା ପାଇଁ ପ୍ରଜ୍ଞାଙ୍କୁ ସମ୍ବର୍ଦ୍ଧିତ…

‘ନିର୍ବାଚନରେ ଖର୍ଚ୍ଚ କରିବାକୁ କଂଗ୍ରେସ ପାଖରେ ଟଙ୍କାଟିଏ ବି ନାହିଁ’

ନୂଆଦିଲ୍ଲୀ,୧୪।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ଆଉ ଦିନ କେଇଟା ପରେ ତାରିଖ ଘୋଷଣା ହେବା ବାକି ରହିଲା। ଏନେଇ ଅଣ୍ଟା ଭିଡିଲେଣି ଦେଶର ଦୁଇ ପ୍ରମୁଖ ଦଳ। ହେଲେ ଏହାରି ଭିତରେ ଦାଉ ସାଧିଛି ନିର୍ବାଚନୀ ବଣ୍ଡ ମାମଲା। ସୁପ୍ରିମକୋର୍ଟଙ୍କର…

ମୁମ୍ବାଇ ଇଣ୍ଡିଆନ୍ସର ଜର୍ସି ଲଞ୍ଚ୍‌: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହ ହେଲା ଧୋକା

ମୁମ୍ବାଇ,୧୯।୩: ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୪ ପାଇଁ ଏକ ନୂଆ ଜର୍ସି ଲଞ୍ଚ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ସୋସିଆଲ ମିଡିଆ ମାଧ୍ୟମରେ ଜର୍ସି ଲଞ୍ଚର ଭିଡିଓ ଶେୟାର କରିଛି। ନୂଆ ଜର୍ସିର ପ୍ରଥମ ଝଲକ ଭିଡିଓରେ ଦେଖିବାକୁ ମିଳିଛି। ତା’ପରେ ପୁରା…

ଛିଣ୍ଡିବ ଅଛିଣ୍ଡା ଅଙ୍କ, ନବୀନ ନିବାସରେ ଆଜି ମେଣ୍ଟ ଘୋଷଣା!

ଭୁବନେଶ୍ୱର,୧୪।୩: ବିଜେପି-ଭାଜପା ମେଣ୍ଟକୁ ନେଇ ଏବେ ବି ସସପେନ୍ସ ଜାରି ରହିଛି । ଗତକାଲି ଗୃହମନ୍ତ୍ରୀ ଅମିତ ଶାହାଙ୍କ ନୂଆଦିଲ୍ଲୀ ବାସଭବନରେ ରାଜ୍ୟ ନେତାଙ୍କ ରୁଦ୍ଧଦ୍ବାର ବୈଠକ ବସିଥିଲା । ପୁଣି ଅପରାହ୍ନଣରେ ନବୀନ ନିବାସରେ ବୈଠକ ବସିଥିଲା। ଆଜି ସକାଳୁ…

ଦିଲ୍ଲୀରୁ ଫେରି ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୪।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ…

ମେଣ୍ଟ ଚର୍ଚ୍ଚା: ବିଳମ୍ବ କରୁଛି ପ୍ରାର୍ଥୀ ଘୋଷଣା, ବ୍ୟସ୍ତ ହୋଇପଡ଼ିଲେଣି କର୍ମୀ

ଭୁବନେଶ୍ୱର, ୧୪।୩(ସୁନିତ୍‌ ମିଶ୍ର): ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ପ୍ରସ୍ତୁତି ଜୋର୍‌ଦାର କରିଛନ୍ତି। ହେଲେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ବର୍ତ୍ତମାନ ସବୁ ପ୍ରକାର ରାଜନୈତିକ…

ଆଜି ହଟିପାରେ ମେଣ୍ଟ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୧୪।୩(ସୁନିତ୍‌ ମିଶ୍ର) ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଓଡ଼ିଶାରେ ବିଜେଡି-ଭାଜପା ମଧ୍ୟରେ ମେଣ୍ଟ ହେବ ବୋଲି ଯେଉଁ ଚର୍ଚ୍ଚା ଚାଲିଛି ସେକଥାର ସ୍ପଷ୍ଟ ଚିତ୍ର ଏ ପର୍ଯ୍ୟନ୍ତ ଆସି ନ ଥିଲେ ମଧ୍ୟ କିଛି ଘଟଣାକ୍ରମ ଦେଖିଲେ ଏହି ପ୍ରସଙ୍ଗକୁ ଏଡ଼ାଇ…

ଓମେନ୍ସ ପ୍ରିମିୟର ଲିଗ୍‌: ଫାଇନାଲରେ ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୧୩ା୩: ଓମେନ୍ସ ପ୍ରିମିୟର ଲିଗ୍‌ର ଦ୍ୱିତୀୟ ସଂସ୍କରଣର ଫାଇନାଲରେ ପ୍ରବେଶ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଗୁଜରାଟ ଜାଏଣ୍ଟ୍ସ ବିପକ୍ଷ ମ୍ୟାଚ୍‌କୁ ୭ ଉଇକେଟରେ ଜିତିବା ସହିତ ଦିଲ୍ଲୀ କ୍ୟାପିଟାଲ୍ସ କ୍ରମାଗତ ସିଜନରେ ଫାଇନାଲରେ ପ୍ରବେଶ କରିଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ଏହି କାରଣ କହୁଛି ରାଜ୍ୟରେ ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ

ଭୁବନେଶ୍ୱର,୧୩।୩: ରାଜ୍ୟରେ ଭାଜପା-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଥମୁନାହିଁ। ଦିଲ୍ଲୀରେ ଭାଜପା ମେଣ୍ଟ ପାଇଁ କସରତ କରୁଥିବାବେଳେ ରାଜ୍ୟରେ ବିଜେଡି ନୀରବ ଭାବରେ ଆଲୋଚନା କରୁଛି। କିନ୍ତୁ କୌଣସି ଫଳଫଳ ସାମ୍ନାକୁ ଆସିନାହିଁ। ଏସବୁ ଭିତରେ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟରେ…

ଭାଜପାର ଦ୍ୱିତୀୟ ପ୍ରାର୍ଥୀ ତାଲିକା ପ୍ରକାଶ: ଅନେକ ଷ୍ଟାଲୱାର୍ଟଙ୍କ ନାମ ସାମିଲ

ନୂଆଦିଲ୍ଲୀ,୧୩।୩: ଲୋକ ସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୭୨ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ନିତିନ ଗଡକରୀ, ପୀୟୁଷ ଗୋୟଲ ଏବଂ ଅନୁରାଗ ଠାକୁରଙ୍କ ସମେତ ଅନେକ ଷ୍ଟାଲୱାର୍ଟଙ୍କ ନାମ…

ବିଶ୍ୱର ନମ୍ବର ୧ ବୋଲର ହେଲେ ଅଶ୍ୱିନ

ନୂଆଦିଲ୍ଲୀ,୧୩,୩: ଆଇସିସି ବୁଧବାର ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଭାରତର ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱର ଏକ ନମ୍ବର ବୋଲର ହୋଇଛନ୍ତି। ଧର୍ମଶାଳାରେ ଇଂଲଣ୍ଡ ବିପକ୍ଷ ୧୦୦ତମ ଟେଷ୍ଟରେ ୯ ଉଇକେଟ ନେବା ପରେ ସେ ଗୋଟିଏ ସ୍ଥାନକୁ ଶୀର୍ଷ ସ୍ଥାନକୁ ଉନ୍ନୀତ…

କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୧୩ା୩(ଅସମାପିକା ସାହୁ): ରାଜ୍ୟ ସରକାର ବୁଧବାର କନିଷ୍ଠ ଶିକ୍ଷକଙ୍କ ଦରମା ବଢ଼ାଇଛନ୍ତି। ରାଜ୍ୟରେ ଥିବା ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ ଥିବା କନିଷ୍ଠ ଶିକ୍ଷକ (ଯେଉଁମାନେ ଯୋଜନା ଭିତ୍ତିକ ପଦବୀରେ ୩ ବର୍ଷ କାର୍ଯ୍ୟ କରିସାରିଛନ୍ତି) ସେମାନଙ୍କର ବିଭିନ୍ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri