Home Middle

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ। ଯାହାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସକୁ ଟାର୍ଗେଟ…

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ ମଧ୍ୟରେ ମୁଁ ୧୦-୧୨ ରାଜ୍ୟ ଗସ୍ତ କରିଥିଲି। ଏହି ରାଜ୍ୟଗୁଡିକରୁ ଆମକୁ ଭଲ ପ୍ରତିକ୍ରିୟା…

ବିଜେଡି ସରକାର ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା

ଭୁବନେଶ୍ୱର,୨୪।୪: ବିଜେଡି ବିରୋଧରେ ଚାର୍ଜସିଟ୍‌ ଆଣିଲା ଭାଜପା। ବିଜେଡି ସରକାରରେ ଅନ୍ୟାୟ, ଦୁର୍ନୀତି, ଅଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା, ମହିଳା ବିରୋଧୀ ହିଂସାକୁ ଚାର୍ଜସିଟରେ ସ୍ଥାନ ଦେଇଛି ଦଳ। ଏଥିସହ ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ ଜଳ ବ୍ୟବସ୍ଥା ମଧ୍ୟ ପ୍ରସଙ୍ଗ ରହିବ। ଏହି…

ଭୁବନେଶ୍ୱରରେ ହେବ ବିଗ୍‌ ଫାଇଟ୍‌, କାହାର ପଲା ଭାରି

ଭୁବନେଶ୍ବର,୨୪।୪: ଭୁବନେଶ୍ବର ସଂସଦୀୟ କ୍ଷେତ୍ରରେ ହେବ ବିଗ ଫାଇଟ । ଯୁବ ଓ ମହିଳା ଭୋଟରଙ୍କୁ ହାତେଇପାରନ୍ତି ଭାଜପା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ବିଜେଡିର ମନ୍ମଥଙ୍କ ଖାତାକୁ ଯାଇପାରେ ପାଇକ ଭୋଟ । ୟାସିରଙ୍କ ସଂଖ୍ୟାଲଘୁ ଭୋଟ ହୋଇପାରେ ର୍ନିଣ୍ଣାୟକ…

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ ଜନସାଧାରଣଙ୍କୁ ସମ୍ବୋଧନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଆପଣଙ୍କ ସ୍ନେହ, ସମର୍ଥନ ପାଇଁ ଚିର ଋଣୀ।…

ଓଡିଶା ଆସୁଛନ୍ତି ଅମିତ ଶାହା, କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୪।୪: ଗୁରୁବାର ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା। କାଲିଠୁ ଭାଜପାର ବିଧିବଦ୍ଧ ଭାବେ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ। ଅପରାହ୍ଣ ସାଢ଼େ ୩ଟାରେ ସେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସୋନପୁର ଯାଇ ନିର୍ବାଚନ ପ୍ରଚାରର ଶୁଭାରମ୍ଭ…

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮ ଟି…

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର ଉଦ୍ୟମ ଚଳାଇଛି। ଏହାକୁ ନେଇ କେବଳ ରାଜନୈତିକ ତାତି ବଢ଼ିନାହିଁ ବରଂ ଅଧିକାଂଶ ରାଜ୍ୟରେ…

ନବୀନଙ୍କ ଲୁଙ୍ଗିକୁ ନେଇ ରାଜନୀତିରେ ଝଡ଼, ଧର୍ମେନ୍ଦ୍ର କହିଲେ…

ଭୁବନେଶ୍ୱର,୨୩।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି। ପ୍ରଥମେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଲେ ଟାର୍ଗେଟ ଏହାପରେ ତା’ର କାଉଣ୍ଟରରେ ଲୁଙ୍ଗି ପିନ୍ଧି…

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ସରିଲା ନିର୍ବାଚନ ପ୍ରଚାର, ଶୁକ୍ରବାର ପଡିବ ଭୋଟ୍‌

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଯାଇଛି ଦେଶର ସବୁଡାରୁ ମଡ଼ ମହାପର୍ବ ନିର୍ବାଚନ ୨୦୨୪। ତେବେ ଆଜି ୨ୟ ପର୍ଯ୍ୟାୟ ମତଦାନ ପାଇଁ ସରିଛି ପ୍ରଚାର । ଶେଷ ଦିନରେ ପ୍ରଚାର ମଇଦାନରେ ଦେଖିବାକୁ ମିଳିଛନ୍ତି ହେଭିୱେଟ ନେତା । ପ୍ର୍ରାର୍ଥୀଙ୍କ ପାଇଁ ମଇଦାନରେ…

୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି, ଅମର-ଶ୍ରୀମୟୀଙ୍କୁ ମିଳିଲା…

ଭୁବନେଶ୍ୱର,୨୩।୪: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦଳର ୪ ନେତାଙ୍କୁ ବଡ଼ ଦାୟିତ୍ୱ ଦେଇଛନ୍ତି। ଅମର ପ୍ରସାଦ ଶତପଥୀଙ୍କୁ ବିଜେଡିର ବରିଷ୍ଠ ଉପ-ସଭାପତି ଦାୟିତ୍ୱ ଦିଆଯାଇଛି। ଶ୍ରୀମୟୀ ମିଶ୍ରଙ୍କୁ ବିଜୁ ମହିଳା ଜନତା ଦଳର କାର୍ଯ୍ୟକାରୀ ସଭାପତି, ସରୋଜ ସାମଲଙ୍କୁ ବରିଷ୍ଠ…

ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର, ପହଞ୍ଚିଲେ ହାଇକୋର୍ଟ

ପୁରୀ/ନୂଆଦିଲ୍ଲୀ,୨୩।୪: ଅଡୁଆରେ ପୁରୀ ଏମପି ପିନାକୀ ମିଶ୍ର । ପିନାକୀଙ୍କ ପିଛା ଛାଡୁନି ମହୁଆ ମୋଇତ୍ରା ବିବାଦ । ଦିଲ୍ଲୀ ହାଇକୋର୍ଟ ଦ୍ୱାରସ୍ଥ ହୋଇଛନ୍ତି ବିଜେଡି ଏମପି । ଅପଶବ୍ଦ ପ୍ରୟୋଗ ଓ ମିଛ ଦୁର୍ନୀତି ଅଭିଯୋଗ ଆଣୁଥିବା କହି ମହୁଆଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri