Home Middle

ବିବାଦୀୟ ଇଲେକ୍ଟୋରାଲ ବଣ୍ଡ୍‌

ନୂଆଦିଲ୍ଲୀ,୧୨ା୩: ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା ଦେବା ଲାଗି ପ୍ରଚଳିତ ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନାକୁ କାର୍ଯ୍ୟକାରୀ ହେବା ଦିନଠାରୁ ଏହାକୁ ବିରୋଧ କରାଯାଇଥିଲା। ଏହି ଯୋଜନାରେ ଚାନ୍ଦା ପ୍ରଦାନ କରୁଥିବା ବ୍ୟକ୍ତିବିଶେଷ ବା ଅନୁଷ୍ଠାନଙ୍କ ନାଁକୁ ଗୋପନ ରଖାଯାଉଥିବାରୁ କିଏ ରାଜନୈତିକ ଦଳଗୁଡ଼ିକୁ ଚାନ୍ଦା…

ବିରୋଧ ସତ୍ତ୍ୱେ ଲାଗୁହେଲା ସିଏଏ

ନୂଆଦିଲ୍ଲୀ,୧୨ା୩: ୨୦୨୪ ସାଧାରଣ ନିର୍ବାଚନର ଠିକ୍‌ ପୂର୍ବରୁ କେନ୍ଦ୍ର ସରକାର ନାଗରିକତ୍ୱ ସଂଶୋଧନ ଆଇନ୍‌(ସିଏଏ) ନେଇ ସୋମବାର ବିଜ୍ଞପ୍ତି ଜାରି କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନକୁ ସାର୍ବଜନୀନ କରାଯିବା ସହ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି।…

ଆନ୍ଧ୍ରରେ ଭାଜପା-ଟିଡିପି-ଜେଏସ୍‌ପି ମେଣ୍ଟ

ନୂଆଦିଲ୍ଲୀ,୧୨।୩: ଲୋକ ସଭା ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାଜପା ସହ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁଦେଶମ୍‌ ପାର୍ଟି (ଟିଡିପି) ଏବଂ ଜନସେନା ପାର୍ଟି (ଜେଏସ୍‌ପି)ର ମେଣ୍ଟ ହୋଇଛି। ଦଳଗୁଡ଼ିକ ମଧ୍ୟରେ ଆସଗ ଭାଗବଣ୍ଟା ଚୂଡ଼ାନ୍ତ ହୋଇଥିବା ସୋମବାର ଆନ୍ଧ୍ରର ପୂର୍ବତନ…

ସିଏଏ ବିଜ୍ଞପ୍ତି ପରେ ଦିଲ୍ଲୀରେ କଡ଼ା ସୁରକ୍ଷା

ନୂଆଦିଲ୍ଲୀ, ୧୨।୩: ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବ ଦିଲ୍ଲୀ, ସାହିନବାଗ, ଜାମିଆ ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହିସବୁ ଅଞ୍ଚଳରେ ପୋଲିସ…

ଅସିଫା ଭୁଟ୍ଟୋ ଜର୍ଦ୍ଦାରୀ ହେଲେ ପାକିସ୍ତାନର ପ୍ରଥମ ମହିଳା

ଇସ୍‌ଲାମାବାଦ୍‌, ୧୨।୩: ପାକିସ୍ତାନର ନବ ନିର୍ବାଚିତ ରାଷ୍ଟ୍ରପତି ଅସିଫ୍‌ ଅଲୀ ଜର୍ଦ୍ଦାରୀ ନିଜ ଝିଅ ଅସିଫା ଭୁଟ୍ଟୋ ଜର୍ଦ୍ଦାରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଆଧିକାରିକ ଘୋଷଣା କରିଛନ୍ତି। ସାଧାରଣତଃ ରାଷ୍ଟ୍ରପତିଙ୍କର ସ୍ତ୍ରୀଙ୍କୁ ଦେଶର ପ୍ରଥମ ମହିଳା ଭାବେ ଅଭିହିତ କରାଯାଉଥିବା…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଅରୁଣାଚଳ ଗସ୍ତକୁ ନେଇ ରାଗିଗଲା ଚାଇନା

ବେଜିଂ,୧୧।୩ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗତ ସପ୍ତାହରେ ଅରୁଣାଚଳପ୍ରଦେଶ ଗସ୍ତରେ ଯାଇଥିବାରୁ ଚାଇନା ସୋମବାର ଭାରତ ନିକଟରେ ପ୍ରତିବାଦ ଜଣାଇଛି। ଅରୁଣାଚଳକୁ ଚାଇନା ନିଜର ଦାବି କରିଆସୁଥିବାବେଳେ ଭାରତର ପଦକ୍ଷେପ ସୀମା ପ୍ରସଙ୍ଗକୁ ଜଟିଳ କରିବ ବୋଲି ବେଜିଂ ଦୋହରାଇଛି।…

CAA ବିଜ୍ଞପ୍ତି ଜାରି କଲେ କେନ୍ଦ୍ର ସରକାର, ଜାଣନ୍ତୁ କାହାକୁ ମିଳିବ ଦେଶର ନାଗରିକତା

ନୂଆଦିଲ୍ଲୀ,୧୧।୩: ଲୋକ ସଭା ନିର୍ବାଚନ ୨୦୨୪ ଘୋଷଣା ପୂର୍ବରୁ ସୋମବାର ଦେଶରେ ନାଗରିକତା ସଂଶୋଧନ ନିୟମ (ସିଏଏ) ଲାଗୁ କରିବା ନେଇ କେନ୍ଦ୍ର ସରକାର ବିଜ୍ଞପ୍ତି ଜାରି କରିଛନ୍ତି। ନାଗରିକତା ସଂଶୋଧନ ନିୟମ (ସିଏଏ) ଅନୁଯାୟୀ, ୩୧ ଡିସେମ୍ବର ୨୦୧୪ ପୂର୍ବରୁ…

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ଏହି ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୧୧।୩: ଟି-୨୦ ବିଶ୍ୱକପ ୨୦୨୪ ଜୁନରେ ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଆରମ୍ଭ ହେବ। ଏହି ଟୁର୍ନାମେଣ୍ଟ ପୂର୍ବରୁ ଟିମ ଇଣ୍ଡିଆ ଏକ ବଡ ଝଟ୍‌କା ଲାଗିଛି। ଦ୍ରୁତ ବୋଲର ମହମ୍ମଦ ଶାମି ବିଶ୍ୱ ସ୍ତରୀୟ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ଭାରତ କ୍ରିକେଟ…

ଆଉ ମାତ୍ର ୩୦ ମିନିଟ୍‌ ମଧ୍ୟରେ ବଡ଼ ଘୋଷଣା କରିପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୩: ସୋମବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଡ଼ ଘୋଷଣା କରିବାକୁ ଯାଉଛି। ଯଦିଓ ପ୍ରଧାନମନ୍ତ୍ରୀ କ’ଣ ଘୋଷଣା କରିବେ ତାହା ଜଣାପଡିନାହିଁ, କିନ୍ତୁ ଚର୍ଚ୍ଚା ହେଉଛି ଦେଶରେ ସିଏଏ(CAA) ଲାଗୁ କରିଯିବା ନେଇ ପ୍ରଧାନମନ୍ତ୍ରୀ ଘୋଷଣା କରିପାରନ୍ତି।…

ଭାଜପାର ଦ୍ୱିତୀୟ ତାଲିକା ପାଇଁ ୧୫୦ ପ୍ରାର୍ଥୀଙ୍କ ନାମ ହେବ ଚୂଡାନ୍ତ, କାହାକୁ ମିଳିବ ଟିକେଟ୍‌, କାହାର କଟିବ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୩: ନିର୍ବାଚନ ଆୟୋଗ ଖୁବ୍‌ଶୀଘ୍ର ଆଗାମୀ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରିପାରନ୍ତି। ଏଭଳି ପରିସ୍ଥିତିରେ ସମସ୍ତ ରାଜନୈତିକ ଦଳ ସେମାନଙ୍କ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏଥି ସହ ଭାରତୀୟ ଜନତା ପାର୍ଟି (ଭାଜପା) ନିର୍ବାଚନ ପାଇଁ ନିଜ ପ୍ରାର୍ଥୀଙ୍କ…

୪୦୦ ସଂଖ୍ୟା ଛୁଇଁ ପାରିବ ନାହିଁ ଏନଡିଏ, ସର୍ଭେରେ ଆସିଲା ଚମକାଇବା ଭଳି ଫଳଫଳ

ନୂଆଦିଲ୍ଲୀ,୧୧।୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ କରାଯାଇଥିବା ସର୍ଭେରେ ଆଶ୍ଚର୍ଯ୍ୟଜନକ ଫଳାଫଳ ପ୍ରକାଶ ପାଇଛି। ଆଗାମୀ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ସହଯୋଗୀ ଦଳ ପାଇଁ ୪୦୦ ଟି ଆସନ ପାଇବା ଅତ୍ୟନ୍ତ କଷ୍ଟକର ହେବ। ତେବେ…

‘ହାତ’ ଧରିଲେ ରେମୁଣାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୧।୩: ବାଲେଶ୍ୱର ଜିଲା ରେମୁଣାର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ସେମାବାର କଂଗ୍ରେସରେ ଯୋଗ ଦେଇଛନ୍ତି। ସେ କଂଗ୍ରେସ ପ୍ରଭାରୀ ଅଜୟ କୁମାର, ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ କଂଗ୍ରେସରେ ଯୋଗ ଦେଇଥିବା ସୂଚନା ମିଳିଛି। ସୁଦର୍ଶନ ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri