Home Middle

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ ବିଦ୍ରୋହୀ ଗୋଷ୍ଠୀର ଅଂଶ ଥିଲେ। ସୋମବାର ସେମାନେ ତାମିଲନାଡୁ ବିଧାନସଭା ବାଚସ୍ପତି ଜେସିଡି…

ଲୋକଙ୍କ ସମସ୍ୟା ଶୁଣିଲେ : ସମସ୍ୟାର ତ୍ବରିତ୍ ସମାଧାନ ନିର୍ଦ୍ଦେଶ ଦେଲେ ଏଡିଏମ୍

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଲାଟ କୁମାର ଲୁହା, ବରଗଡ଼…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ ବିଭିନ୍ନ ରାଜ୍ୟ ବାର୍‌ କାଉନ୍‌ସିଲକୁ ଆଇନଜୀବୀଙ୍କ ଯୋଗ୍ୟତାକୁ ସିଦ୍ଧ କରୁଥିବା ଏକ ଫର୍ମ…

Petrol-Diesel Price Hike: ଗ୍ରାହକଙ୍କୁ ଜୋରଦାର ଝଟକା, ୧୦ ଦିନରେ ପୁଣିଥରେ ବଢିଲା ତୈଳ ଦର

ନୂଆଦିଲ୍ଲୀ,୨୫।୫: ଆଜି ଅର୍ଥାତ ସୋମବାର ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇଛି। ୨୫ ମଇ, ୨୦୨୬ ସକାଳ ୬ଟାରୁ ନୂଆ ଦର ଲାଗୁ ହେବା ପରେ, ଦିଲ୍ଲୀରେ ପେଟ୍ରୋଲର ମୂଲ୍ୟ ୨.୬୧ ବୃଦ୍ଧି ପାଇ ଲିଟର…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ ଆମେରିକାର ରାଷ୍ଟ୍ରଦୂତ ସେର୍ଗିଓ ଗୋର୍ ଏବଂ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଧ୍ୟ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ ୯୦ଟି କ୍ଷେପଣାସ୍ତ୍ର ଏବଂ ୬୦୦ଟି ଡ୍ରୋନ୍ ନିକ୍ଷେପ କରିଛି । ଏହି ଆକ୍ରମଣରେ…

ଭୋ ଭୋ ହୋଇ କାନ୍ଦି ଗଡ଼ିଲେ ମା’, ଭାଇ ଦେଲେ ମୁଖାଗ୍ନି; ପଞ୍ଚଭୂତରେ ବିଲୀନ ହେଲେ ଟ୍ବିଶା…

ଭୋପାଳ,୨୪।୫: ପଞ୍ଚଭୂତର ବିଲୀନ ହେଲେ ମଡେଲ ତଥା ଅଭିନେତ୍ରୀ ଟ୍ବିଶା ଶର୍ମା। ରବିବାର ଭୋପାଳର ଭଦଭଦା ଶ୍ମଶାନ ଘାଟରେ ତାଙ୍କର ଅନ୍ତିମ ସଂସ୍କାର ସମ୍ପନ୍ନ ହୋଇଛି। ଟ୍ବିଶାଙ୍କ ଭାଇ ଆଶିଷ ଶର୍ମା ଭଉଣୀଙ୍କ ଚିତାରେ ମୁଖାଗ୍ନି ଦେଇଛନ୍ତି। ଏହା ପୂର୍ବରୁ ଆଜି…

ଆଉ ୫ ଦିନ ଜଳାଇବ,ଏଲ୍‌ ନିନୋକୁ ନେଇ IMD ଡିଜି ଦେଲେ ବଡ଼ ସୂଚନା, କହିଲେ ଏଥର…

ଭୁବନେଶ୍ୱର,୨୪ା୫: ରାଜ୍ୟରେ ପ୍ରବଳ ତାତି ଓ ଗୁଳୁଗୁଳିକୁ ନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ଆଉ ୫ ଦିନ ପର୍ଯ୍ୟନ୍ତ ହିଟ ଓ୍ବେଭ୍‌ ଜାରି ରହିବ। ତାପମାତ୍ରା ୪୦ ଥିଲେ ବି…

ମୃତ୍ୟୁକୁ ବିତିଲାଣି ୧୩ ଦିନ, ଆଜି ଭଦଭଦା ଘାଟରେ ହେବ ଟ୍ବିଶାଙ୍କ ଅନ୍ତିମ ସଂସ୍କାର

ଭୋପାଳ,୨୪।୫: ବିବାହର ମାତ୍ର ୫ ମାସ ପରେ ହୋଇଥିବା ଟ୍ବିଶା ଶର୍ମାଙ୍କ ସନ୍ଦେହଜନକ ମୃତ୍ୟୁ ମାମଲା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି। ମୃତ୍ୟୁର ୧୩ ଦିନ ପରେ ଆଜି ଅର୍ଥାତ ରବିବାର ଭୋପାଳର ଭଦଭଦା ବିଶ୍ରାମ ଘାଟରେ ସା…

ଗଞ୍ଜାମ ପାଇଁ ଖୁସି ଖବର :ତାରାତାରିଣୀ କଲେଜରେ ଖୋଲିଲା ପିଜି ପାଠ୍ୟକ୍ରମ

ପୁରୁଷୋତ୍ତମପୁର, ୨୪।୫ (ସବିତା ମିଶ୍ର): ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ସ୍ଥିତ ତାରାତାରିଣୀ କଲେଜରେ ଓଡ଼ିଆ ବିଷୟରେ ସ୍ନାତକୋତ୍ତର (ପିଜି) ପାଠ୍ୟକ୍ରମ ଖୋଲାଯାଇଛି। ସେହିପରି ସାଇକୋଲୋଜି ଓ ହୋମ ସାଇନ୍ସ ବିଷୟରେ ଅନର୍ସ ନେଇ ମଧ୍ୟ ରାଜ୍ୟର ଉଚ୍ଚଶିକ୍ଷା ବିଭାଗରୁ ଅନୁମୋଦନ ମିଳିଛି।…

ରେଲଓ୍ବେ ଟ୍ରାକରେ ଜବରଦସ୍ତ ବିସ୍ଫୋରଣ, ୨୩ରୁ ଅଧିକ ମୃତ୍ୟୁ ଆଶଙ୍କା

ଇସଲାମାବାଦ,୨୪।୫: ପୁଣିଥରେ ଦୋହଲି ଯାଇଛି ପାକିସ୍ତାନ। କ୍ୱେଟା ସହରରେ ଏକ ଟ୍ରେନରେ ବିସ୍ଫୋରଣ ହୋଇଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବିସ୍ଫୋରଣରେ ଅନେକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି, ଯଦିଓ ସରକାରୀ ସଂଖ୍ୟା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇନାହିଁ। ରିପୋର୍ଟଗୁଡ଼ିକ ସୂଚିତ କରୁଛି…

ସନ୍ଧ୍ୟାରେ ଆଇନ ଶୃଙ୍ଖଳା ଆଲୋଚନା, ରାତିରେ ବଦଳି: ବଦଳିଲେ ୧୦ ଜିଲାର ଆଇପିଏସ୍‌ ଅଫିସର

ଭୁବନେଶ୍ବର, ୨୪।୫(ସୁନିତ୍‌ ମିଶ୍ର): ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ନେଇ ଆଲୋଚନାକରିବା ପରେ ରାତିରେ ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରାଯାଇଛି। ୧୦ ପୋଲିସ ଜିଲାର ଆଇପିଏସ୍‌ ଅଫିସରଙ୍କୁ ବଦଳି ସହ ୪ଜଣ ଓପିଏସ୍‌ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?