Home Middle

ରାଜ୍ୟରେ ନିର୍ମାଣ ହେବ ୩୧୮ ବସ୍‌ଷ୍ଟାଣ୍ଡ, କ୍ୟାବିନେଟ୍‌ ବୈଠକରେ ମିଳିଲା ମଞ୍ଜୁରୀ

ଭୁବନେଶ୍ୱର,୯ା୩(ଅନିଲ ଦାସ): ରାଜ୍ୟରେ ପରିବହନ ଭିତ୍ତିଭୂମି ଓ ସୁବିଧାକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଆମ ବସ୍‌ଷ୍ଟାଣ୍ଡ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ରାଜ୍ୟର ୩୦ ଜିଲାରେ ୩ଟି ପର୍ଯ୍ୟାୟରେ ସମୁଦାୟ ୩୧୮ଟି ବସ୍‌ଷ୍ଟାଣ୍ଡ ନିର୍ମାଣ କରିବାକୁ ପ୍ରସ୍ତାବ…

Video: ମେଣ୍ଟ ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩: ବିଜୁ ଜନତା ଦଳ(ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ ମେଣ୍ଟ ହେଉଥିବା ଚର୍ଚ୍ଚା ମଧ୍ୟରେ ବଡ଼ ବୟାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମେଣ୍ଟ ଖବରକୁ ଭାଜପା ସଭାପତି ମନମୋହନ ସାମଲ ଖାରଜ କରିସାରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ବୟାନ…

ରାଜ୍ୟ କ୍ୟାବିନେଟ୍‌ରେ ୧୭ ପ୍ରସ୍ତାବକୁ ମଞ୍ଜୁରୀ: ସମସ୍ତ ୟୁଜି, ପିଜି ଛାତ୍ରୀଛାତ୍ରଙ୍କୁ ମିଳିବ ଛାତ୍ରବୃତ୍ତି

ଭୁବନେଶ୍ୱର,୯ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶନିବାର ଆୟୋଜିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହି ବୈଠକରେ ରାଜ୍ୟର ସମସ୍ତ ୟୁଜି ଓ ପିଜି ପିଲାଙ୍କୁ ନୂଆ-ଓ ଛାତ୍ରବୃତ୍ତି ମିଳିବ ବୋଲି ନିଷ୍ପତ୍ତି ହୋଇଛି। ପୂର୍ବରୁ କେବଳ…

ନୂଆ ଅବକାରୀ ନୀତିକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର, ବର୍ଷକୁ ୧୦ ହଜାର କୋଟି ରାଜସ୍ବ ଆଦାୟ ଲକ୍ଷ୍ୟ

ନୂଆଦିଲ୍ଲୀ,୯ା୩: ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ନୂତନ ଅବକାରୀ ନୀତିକୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ଏହି ନୂଆ ନୀତିର ଉଦେଶ୍ୟ ହେଉଛି ମଦ ବିକ୍ରୟରୁ ୧୦,୦୦୦ କୋଟିରୁ ଅଧିକ ରାଜସ୍ୱ ସଂଗ୍ରହ କରିବା। ଶନିବାର ବସିଥିବା କ୍ୟାବିନେଟ ବୈଠକରେ ସରକାର…

ଏନ୍‌ଡିଏରେ ମିଶିଲା ଟିଡିପି

ନୂଆଦିଲ୍ଲୀ,୯ା୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାଜପା ନିଜର ପୁରୁଣା ସହଯୋଗୀଙ୍କୁ ଏନ୍‌ଡିଏରେ ଯୋଡ଼ିବାକୁ ଚେଷ୍ଟା ଆରମ୍ଭ କରିଛି। ନୀତୀଶ କୁମାରଙ୍କ ଜେଡିୟୁ ପରେ ଭାଜପା ଓଡ଼ିଶାରେ ବିଜେଡି ସହ ଆଲୋଚନା କରୁଛି। ଏକ ରିପୋର୍ଟ ଅନୁଯାୟୀ, ଆନ୍ଧ୍ରପ୍ରଦେଶର ତେଲୁଗୁ…

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ ହେବେ…

ଚଳିତ ବର୍ଷ ତାତି ସାଙ୍ଗକୁ ଅନୁଭୂତ ହେବ ପ୍ରବଳ ଗ୍ରୀଷ୍ମ ଲହରି, ବୃଦ୍ଧି ପାଇବ ଦିନ ତାପମାତ୍ରା

ଭୁବନେଶ୍ୱର,୯ା୩: ରାଜ୍ୟରେ ଚଳିତ ବର୍ଷ ପ୍ରବଳ ତାତି ସାଙ୍ଗକୁ ଗ୍ରୀଷ୍ମ ଲହରି ଅନୁଭୂତ ହେବ। ଏଭଳି ଗ୍ରୀଷ୍ମ ପ୍ରବାହ ସ୍ଥିତି ସୃଷ୍ଟି ହେବା ନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ…

ଆସାମ ଚା’ ବଗିଚା ବୁଲିଲେ ପ୍ରଧାନମନ୍ତ୍ରୀ, ସୋସିଆଲ ମିଡିଆରେ ଶେୟାର କଲେ ଫଟୋ

ନୂଆଦିଲ୍ଲୀ,୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଗସ୍ତ କରିଛନ୍ତି। ଏହି ସମୟରେ ସେ ଆସାମର ବିଶ୍ୱ ପ୍ରସିଦ୍ଧ ଚା’ ବଗିଚା ପରିଦର୍ଶନ କରି ଚା’ ଶ୍ରମିକମାନଙ୍କ କଠିନ ପରିଶ୍ରମକୁ ପ୍ରଶଂସା କରିଛନ୍ତି। Assam is known for its splendid…

ସମ୍ବଲପୁର, ବ୍ରହ୍ମପୁରରେ ମୋ’ ବସ୍‌ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ସମ୍ବଲପୁର ଓ ବ୍ରହ୍ମପୁର ସହରରେ ‘ମୋ ବସ୍‌’ ସେବାର ଶୁଭାରମ୍ଭ କରିଛନ୍ତି। ଉଭୟ ସହରରେ ଆଜି ୧୫ଟି ଲେଖାଏ ବସ୍‌ ଚଳାଚଳ ପାଇଁ ସୁବିଧା କରାଯାଇଛି। ସମ୍ବଲପୁର ସହରରେ ସମ୍ବଲପୁର-ବୁର୍ଲା-ହୀରାକୁଦ ମଧ୍ୟରେ ଏହି…

ଲାଲୁଙ୍କୁ ଶାହା ଦେଲେ ଏମିତି ଚେତାବନୀ

ପାଟନା,୯ା୩: ବିହାରରେ ନୂଆ ଏନ୍‌ଡିଏ ସରକାର ଗଠନ ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚିଛନ୍ତି। ଶନିବାର ପାଟନା ନିକଟ ପାଲିଗଞ୍ଜରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଶାହା କହିଛନ୍ତି, ମୁଁ ବିହାରବାସୀଙ୍କୁ…

ଧର୍ମଶାଳା ଟେଷ୍ଟ ଜିତିବା ପରେ ଟିମ୍‌ ଇଣ୍ଡିଆକୁ ମିଳିଲା ବଡ଼ ଖୁସିଖବର, ଜୟ ଶାହା କଲେ ଏଭଳି ଘୋଷଣା…

ଧର୍ମଶାଳା,୯।୩: ଧର୍ମଶାଳାରେ ଚାଲିଥିବା ପଞ୍ଚମ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ଏକ ଇନିଂସ ଏବଂ ୬୪ ରନ୍‌ରେ ବିଜେତା ହେବା ପରେ ପରେ ବିସିସିଆଇ ବଡ଼ ଘୋଷଣା କରିଛି। ଟେଷ୍ଟ କ୍ରିକେଟ କୁ ପ୍ରୋତ୍ସାହିତ କରିବା ପାଇଁ ବିସିସିଆଇ ଟେଷ୍ଟ କ୍ରିକେଟ…

‘ଆପଣଙ୍କ ସ୍ବପ୍ନ ମୋଦିଙ୍କ ସଂକଳ୍ପ…,’ ମୋଦିଙ୍କ ନର୍ଥ ଇଷ୍ଟ ମିଶନ, ଉଦ୍‌ଘାଟନ କଲେ ବିଶ୍ୱର ସବୁଠାରୁ ଲମ୍ବା ଡବଲ-ଲେନ ସୁଡଙ୍ଗ

ନୂଆଦିଲ୍ଲୀ,୯।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ସର୍ବୋଚ୍ଚ ସ୍ଥାନରେ ନିର୍ମିତ ବିଶ୍ୱର ଦୀର୍ଘତମ ସେଲା ଟନେଲକୁ ଦେଶକୁ ଉତ୍ସର୍ଗ କରିଛନ୍ତି। ସେ ଆସାମ ଏବଂ ଅରୁଣାଚଳକୁ କୋଟି କୋଟି ଟଙ୍କା ମୂଲ୍ୟର ଉପହାର ମଧ୍ୟ ଦେଇଛନ୍ତି। ସୂଚନାଯୋଗ୍ୟ,, ସାମରିକ ଦୃଷ୍ଟିରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri