Home Middle

କମିଲା ଗ୍ୟାସ୍‌ ଦର, ଜାଣନ୍ତୁ କେଉଁଠି କେତେ କମିଲା…

ନୂଆଦିଲ୍ଲୀ,୧ା୪: ସାଧାରଣ ଲୋକଙ୍କୁ ଆରାମ ପ୍ରଦାନ କରି ସୋମବାର  ଗ୍ୟାସ ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି।  ଆଜି ତୈଳ କମ୍ପାନୀଗୁଡିକ କ୍ରମାଗତ ୩ ମାସ ପାଇଁ ବଢୁଥିବା ଗ୍ୟାସ ଦର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ୧ ଏପ୍ରିଲ ୨୦୨୪ରେ ଗ୍ୟାସ ସିଲିଣ୍ଡରର…

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି।…

ଘୂର୍ଣ୍ଣିଝଡ଼ରେ ୫ ମୃତ, ଶତାଧିକ ଆହତ

କୋଲକାତା,୧ା୪: ପଶ୍ଚିମବଙ୍ଗର ଉତ୍ତର ଭାଗରେ ଥିବା ଜଲପାଇଗୁଡ଼ି ଜିଲାର କିଛି ଅଂଶରେ ଘୂର୍ଣ୍ଣିଝଡ଼ ହେବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଛନ୍ତି। ଏହି ସମୟରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏକ ଅରେଞ୍ଜ ଓ୍ବାର୍ନିଂ ଜାରି…

ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧ା୪: ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ‘ଏକ୍ସ’ରେ କହିଛନ୍ତି, ସମସ୍ତଙ୍କୁ ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା! ଏହି ଦିନ ଆମକୁ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଐତିହ୍ୟ ଏବଂ କର୍ମତତ୍ପର ଜନସାଧାରଣଙ୍କ…

ଉତ୍କଳ ଦିବସରେ ମନେ ପଡ଼ନ୍ତି ଓଡ଼ିଆ ବରପୁତ୍ର…

ଭୁବନେଶ୍ୱର,୧ା୪: ଆଜି ହେଉଛି ଉତ୍କଳ ଦିବସ। ଏପ୍ରିଲ ୧ ତାରିଖଟି ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିନ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ଏହି ଦିନ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ  ଓଡ଼ିଶା ସ୍ବତନ୍ତ୍ର ପ୍ରଦେଶ…

ଆଜିଠାରୁ ଲାଗୁହେବ ନୂଆ ଦର, ପହିଲାରୁ ବଢିବ ଗାଡି,ବୀମା,ବ୍ୟାଙ୍କ ଋଣ

ନୂଆଦିଲ୍ଲୀ,୧।୪: ନୂତନ ଆର୍ଥକ ବର୍ଷ (୨୦୨୪-୨୫ ଆର୍ଥିକ ବର୍ଷ)ର ଆରମ୍ଭରୁ ନୂଆ ଦର ଲାଗୁ ହେବ ବୋଲି ବହୁ ପୂର୍ବର ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରଗୁଡିକ ପକ୍ଷରୁ ଘୋଷଣା କରାଯାଇଛି। ବିଶେଷ କରି ଚଳିତ ଲୋକସଭା ଓ କେତେକ ରାଜ୍ୟର…

୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ,୧ା୪: ଶ୍ରୀମନ୍ଦିରରେ ସୋମବାର ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଖସାପଡ଼ା ଲାଗି ନୀତି ପାଇଁ ୪ ଘଣ୍ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ…

‘୩୦୦ଟଙ୍କା ମିଳିବ, ଖାଇବାର ବନ୍ଦୋବସ୍ତ ବି ହୋଇଛି…’, ଖାଲି ଚେୟାର ଖୋଲିଲା ପୋଲ୍‌

ନୂଆଦିଲ୍ଲୀ,୩୧।୩: ରବିବାର ଦିଲ୍ଲୀର ରାମଲିଲା ମଇଦାନରେ ବିରୋଧୀ ‘ଇଣ୍ଡିଆନ ନ୍ୟାସନାଲ ଡେଭଲପମେଣ୍ଟାଲ ଇନକ୍ଲୁସିଭ ଆଲାଇନ୍ସ’ (ଇଣ୍ଡିଆ) ମିଳିତ ମଞ୍ଚର ’ସେଭ ଡେମୋକ୍ରାସି’ ରାଲିରେ ଖାଲି ଚେୟାର ଦେଖିବାକୁ ମିଳିଥିଲା। ବିଭିନ୍ନ ବିରୋଧୀ ଦଳର ନେତାମାନେ ସେମାନଙ୍କ ଭାଷଣରେ ମୋଦି ସରକାର ହଟାଇବା…

କଂଗ୍ରେସକୁ ପୁଣି ଲାଗିଲା ୧,୭୪୫ କୋଟିର ଝଟ୍‌କା

ନୂଆଦିଲ୍ଲୀ,୩୧ା୩:ଆୟକର ବିଭାଗ କଂଗ୍ରେସକୁ ୧,୭୪୫ କୋଟି ଟଙ୍କାର ଆଉ ଏକ ନୋଟିସ୍‌ ପଠାଇଛି। ୨୦୨୪-୨୫ରୁ ୨୦୧୬-୧୭ ନିର୍ଦ୍ଧାରଣ ବର୍ଷ ନିମନ୍ତେ ଆୟକର ବିଭାଗ କଂଗ୍ରେସ ଦଳଠାରୁ ୧,୭୪୫ କୋଟି ଟଙ୍କା ଟିକସ ଦାବି କରିଛି। ଏହାକୁ ମିଶାଇ କଂଗ୍ରେସକୁ ମୋଟ ୩,୫୬୭…

ଏପ୍ରିଲ ୫ରେ ଜାରି ହେବ କଂଗ୍ରେସର ଘୋଷଣାପତ୍ର

ନୂଆଦିଲ୍ଲୀ,୩୧।୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସେପଟେ, ଏପ୍ରିଲ ୫ରେ କଂଗ୍ରେସ ଏହାର ମନିଫେଷ୍ଟ ପ୍ରକାଶ କରିବାକୁ ଘୋଷଣା କରିଛି। ଏହା ବ୍ୟତୀତ ଭାଜପାର ଶେଷ ମୁହୂର୍ତ୍ତରେ ମନିଫେଷ୍ଟୋ କମିଟି ଗଠନ…

ଆଗାମୀ ସାଧାରଣ ନିର୍ବାଚନରେ ନିଜ ଆସନ ବଞ୍ଚାଇ ପାରିବେ ନାହିଁ ଋଷି ସୁନକ!

ଲଣ୍ଡନ,୩୧।୩: ବର୍ଷର ଶେଷ ଛଅ ମାସରେ ବ୍ରିଟେନରେ ସାଧାରଣ ନିର୍ବାଚନ ହୋଇପାରେ। ପ୍ରଧାନମନ୍ତ୍ରୀ ଋଷି ସୁନକ ନିଜେ ଏହା ସୂଚନା ଦେଇଛନ୍ତି। ଗତ କିଛି ମାସ ମଧ୍ୟରେ, ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନାକ ମେ’ରେ ନିର୍ବାଚନକୁ ଏଡ଼ାଇ ଦେଇଥିଲେ ଏବଂ ଚଳିତ…

ଭାଜପାରେ ସାମିଲ ହେଲେ ଆକାଶ ଦାସନାୟକ

ଭୁବନେଶ୍ୱର,୩୧।୩: ଭାଜପାରେ ସାମିଲ ହେଲେ ଆକାଶ ଦାସନାୟକ। ରବିବାର ଅପରାହ୍ନରେ ରାଜ୍ୟ ଭାଜପା କାର୍ଯ୍ୟାଳୟ ଆସି ବିଧିବଦ୍ଧ ଭାବେ ସାମିଲ ହୋଇଛନ୍ତି। ଶନିବାର ସେ ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। କୋରେଇର ପୂର୍ବତନ ବିଧାୟକ ଆକାଶଙ୍କୁ ବିଜେଡି ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri