ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୋଲିସ କର୍ମଚାରୀ, ପ୍ରଶ୍ନ ଉଠାଇଲା ଭାଜପା, କହିଲା ରାଜ୍ୟ ସରକାର…
ଭୁବନେଶ୍ୱର,୩୦।୩: ବିଜେଡି ନେତା ତଥା ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ସୁରକ୍ଷାରେ ୭୪ ପୋଲିସ କର୍ମଚାରୀ ମୁତୟନ ହେଉଛନ୍ତି। ଯେଉଁଥିରେ ୨ ସବଇନ୍ସପେକ୍ଟର, ୧୨ ହାବିଲଦାର, ୫୬ କନଷ୍ଟେବଳ ଓ ୪ ମହିଳା କନଷ୍ଟେବଳ ଅଛନ୍ତି। ଏଥିସହ ଗୋଟିଏ ଗାଡି ଗୃହ…
ମୁଖତାରଙ୍କ ଶେଷକୃତ୍ୟ ପାଇଁ ଗାଜିପୁରରେ ପୋଲିସ ଛାଉଣି, ଆଇଜି-ଡିଆଇଜିଙ୍କଠାରୁ ଆରମ୍ଭ କରି ୫୦୦୦ ଯବାନ ମୁତୟନ
ଗାଜିପୁର,୩୦।୩: ମୁଖତାର୍ ଅନସାରୀଙ୍କ ମୃତ୍ୟୁ ପରେ ଉତ୍ତରପ୍ରଦେଶର ଗାଜିପୁର ଜିଲାରେ କଡା ସୁରାକ୍ଷା ବ୍ୟବସ୍ଥା କରାଯାଇଛି। ଗାଜିପୁରର ମହମ୍ମଦାବାଦ ୟୁସୁଫପୁର ସହରର ପ୍ରତ୍ୟେକ କୋଣ ଅନୁକୋଣରେ ପୋଲିସ କର୍ମଚାରୀ ନିୟୋଜିତ ହୋଇଛନ୍ତି। ମୁଖତାରଙ୍କୁ ଶନିବାର (୩୦ ମାର୍ଚ୍ଚ) ସକାଳ ୧୦ଟାରେ ମହମ୍ମଦାବାଦ…
ମୁଖ୍ତାରଙ୍କ ମୃତ୍ୟୁକୁ ନେଇ ପ୍ରଶ୍ନ
ବାନ୍ଦା/ଲକ୍ଷ୍ନୌ,୩୦ା୩: ୧୯୬୩ ମାର୍ଚ୍ଚ ୨୮ରେ ଉତ୍ତର ପ୍ରଦେଶସ୍ଥିତ ଗାଜିପୁରର ଏକ ରାଜନୈତିକ ପରିବାରରେ ଜନ୍ମିତ ମୁଖ୍ତାର ଅନ୍ସାରୀଙ୍କ ଗୁରୁବାର ସନ୍ଦେହଜନକ ମୃତ୍ୟୁକୁ ନେଇ ଅନେକ ପ୍ରଶ୍ନ ଉଠିବାରେ ଲାଗିଛି। ଗ୍ୟାଙ୍ଗ୍ଷ୍ଟରରୁ ରାଜନେତା ପାଲଟିଥିବା ମୁଖ୍ତାରଙ୍କୁ ଜେଲରେ ବିଷ ଦେଇ ହତ୍ୟା କରାଯାଇଥିବା ତାଙ୍କ…
ଟିକେଟ୍ ଫାଇନାଲ! କନ୍ଧମାଳରୁ ସିଦ୍ଧାନ୍ତ, କଟକରୁ…
ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ମେଣ୍ଟ ଅଙ୍କକଷା ଫେଲ୍ ମାରିଥିବାବେଳେ ଏବେ ଏକାକୀ ଲଢିବା ନେଇ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛନ୍ତି ଦୁଇ ଦଳ। ଓଡ଼ିଶାର ଗୋଟିଏ ଗୋଟିଏ ଜିଲାରେ ହେଭଓ୍ବେଟ ଏମପିଙ୍କୁ ଟିକେଟ୍ ଦେଇଛି ଭାଜପା । ଯେପରି ଜଣେ…
ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ
ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା ସ୍ଥିତ…
ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…
ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର ତାଲିକା…
ତାତି ଛୁଇଁଲା ୪୦
ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି ଅସମ୍ଭାଳ…
ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ
ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି ସୋରେନଙ୍କୁ ଟିକେଟ୍ ଦେଇଛି। ଅଞ୍ଜନି ଏଥର ଓଡ଼ିଶାର ମୟୂରଭଞ୍ଜ ସିଟ୍ରୁ ନିର୍ବାଚନ ଲଢିବେ। ଅଞ୍ଜନି…
ଏହି ରାଜ୍ୟରେ ଭାଜପାକୁ ହେଲା ପ୍ରାର୍ଥୀଙ୍କ ଅଭାବ, କଂଗ୍ରେସ ନେତାଙ୍କୁ ବାଣ୍ଟିଦେଲା ୬୦ଭାଗ ଟିକେଟ୍!
ନୂଆଦିଲ୍ଲୀ,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ପାର୍ଟିର ନେତାଙ୍କ ମଧ୍ୟରେ ଦଳବଦଳ କାର୍ଯ୍ୟକ୍ରମ ଖୁବ୍ ଜୋର୍ରେ ଜାରି ରହିଛି। ତେବେ ରାଜନୀତିରେ ଦଳବଦଳ ପ୍ରଥା ନୂଆ ନୁହେଁ, କାହିଁ କେବେଠାରୁ ଏହି ପ୍ରଥା ଲାଗି ରହିଛି।…
ଦୁଇଫାଳ ମୁମ୍ବାଇ ଇଣ୍ଡିଆନ୍ସ: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମର୍ଥନରେ ମାଲିକ
ନୂଆଦିଲ୍ଲୀ,୨୯।୩: ପାଞ୍ଚ ଥର ଚାମ୍ପିଅନ୍ ତଥା ତାରକା ବ୍ୟାଟ୍ସମ୍ୟାନ୍ ରୋହିତ ଶର୍ମାଙ୍କଠାରୁ ଅଧିନାୟକତ୍ୱ ଦାୟିତ୍ୱ ଛଡ଼ାଇବା ନିଷ୍ପତିକୁ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଶଂସକମାନେ ଗ୍ରହଣ କରି ପାରୁ ନାହାନ୍ତି। ଚାଲିଥିବା ଆଇପିଏଲର ପ୍ରଥମ ଦୁଇଟି ମ୍ୟାଚ୍ ସମୟରେ ଏହା ସ୍ପଷ୍ଟ ହୋଇଥିଲା, ଯେଉଁଠାରେ…
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ
ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ ଦଳୀୟ ପ୍ରାର୍ଥୀଭାବେ ଘୋଷଣା କରିଛନ୍ତି। ପରାଜୟର ମୁହଁ ଦେଖି ନ ଥିବା ଦେବେଶ ଗତ…
ଥରିଲା ଗ୍ରୀସ୍
ଏଥେନ୍ସ,୨୯ା୩: ଗ୍ରୀସ୍ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍ଏସ୍ସି) ସ୍ଥାନୀୟ ସମୟ ଶୁକ୍ରବାର ସକାଳ ୯.୧୨ରେ ପ୍ରାଇଗୋସର ୫୬ କିଲୋମିଟର ଦକ୍ଷିଣ-ପଶ୍ଚିମ ଦିଗରେ ଏହି ଭୂକମ୍ପ…
Archives


