Home Middle

ଠିକା କର୍ମଚାରୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ସେବା ପ୍ରଦାନକାରୀ ସଂସ୍ଥା ଦ୍ବାରା ବିଭିନ୍ନ ସରକାରୀ ବିଭାଗରେ କାର୍ଯ୍ୟ କରୁଥିବା ଠିକା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅନେକ ପଦକ୍ଷେପ ବିଷୟରେ ଘୋଷଣା କରିଛନ୍ତି। ଏହି କର୍ମଚାରୀମାନଙ୍କ ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ଘୋଷଣା…

‘ପୃଥିବୀର ସ୍ବର୍ଗକୁ ଆସିବା ଏକ ନିଆରା ଅନୁଭୂତି’

ଶ୍ରୀନଗର,୭ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଶ୍ରୀନଗରରେ ପହଞ୍ଚିଛନ୍ତି। ମୋଦିଙ୍କ ଗସ୍ତ ପାଇଁ କଶ୍ମୀରର ପ୍ରତ୍ୟେକ କୋଣରେ ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ଅନ୍ୟପକ୍ଷରେ ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଏବଂ ତାଙ୍କ କଥା ଶୁଣିବା ପାଇଁ ଲୋକଙ୍କ ମଧ୍ୟରେ ବିରାଟ ଉତ୍ସାହ ଦେଖିବାକୁ ମିଳିଛି।…

କଶ୍ମୀରରେ ବିରୋଧୀଙ୍କ ଉପରେ ବର୍ଷିଲେ ମୋଦି

ଶ୍ରୀନଗର,୭ା୩: ୨୦୧୯ରେ ଧାରା ୩୭୦ ଉଚ୍ଛେଦ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜମ୍ମୁ କଶ୍ମୀର ଗସ୍ତରେ ପ୍ରଥମଥର ପାଇଁ ଶ୍ରୀନଗରରେ ପହଞ୍ଚିଛନ୍ତି। ସେ ‘ବିକାଶ ଭାରତ ବିକାଶ ଜମ୍ମୁ କଶ୍ମୀର’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି ଏବଂ କୃଷି ଅର୍ଥନୀତିକୁ…

ଖୁବଶୀଘ୍ର କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ମିଳିବ ଖୁସି ଖବର

ନୂଆଦିଲ୍ଲୀ,୭।୩: ଲୋକ ସଭା ନିର୍ବାଚନ ପୂର୍ବରୁ କେନ୍ଦ୍ର ସରକାର ନିଜ କର୍ମଚାରୀଙ୍କୁ ସରକାରଙ୍କ ପକ୍ଷରୁ ଏକ ଉପହାର ମିଳିପାରେ। ବସୂଚନାନୁସାରେ, କେନ୍ଦ୍ର ମହଙ୍ଗ ଭତ୍ତା (ଡିଏ) କୁ ଚାରି ପ୍ରତିଶତ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଯିବ। ଆଜି ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ…

ବିଜେଡିରେ ସାମିଲ ହେଲେ ବିଜୟ ମହାପାତ୍ରଙ୍କ ପୁଅ

ଭୁବନେଶ୍ୱର,୭ା୩: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ପୂର୍ବତନ ମନ୍ତ୍ରୀ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର ଗୁରୁବାର ବିଜେଡିରେ ଯୋଗ ଦେଇଛନ୍ତି। ଆଜି ସେ ନବୀନ ନିବାସରେ ଦଳୀୟ ନେତାଙ୍କ ଉପସ୍ଥିତିରେ  ବିଜେଡିରେ ମିଶିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିଜୁବାବୁଙ୍କ ଏକାନ୍ତ…

ଓଡିଶା କଂଗ୍ରେସର ସଙ୍କଟ ମୋଚନ ସାଜିବେ କାନୁଗୋଲୁ, ଯିଏ ଭାଜପାକୁ ଆଣିଥିଲେ ସରକାରକୁ

ଭୁବନେଶ୍ୱର,୭।୩: ଓଡିଶାରେ ଏବେ ନୂଆ ମେଣ୍ଟକୁ ନେଇ ଚହଳ ପଡିଛି। ଗତକାଲି ରାତିରେ ପ୍ରଥମେ ବିଜେଡିର ବୈଠକ ଓ ତା’ପରେ ଭାଜପାର କୋର କମିଟି ବୈଠକ ପରେ ଏବେ ବିଜେଡି-ଭାଜପା ମେଣ୍ଟ ସମ୍ଭାବନା ଆହୁରି ବଢିଯାଇଛି। ଏଭଳି ସ୍ଥିତିରେ ମଉକା ଦେଖି…

ଆଶାକର୍ମୀଙ୍କ ଦରମା ବଢ଼ାଇଲେ ସରକାର

ଭୁବନେଶ୍ୱର,୭ା୩(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଆଶାକର୍ମୀମାନଙ୍କର ମାସିକ ପାରିଶ୍ରମିକ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଆଶାକର୍ମୀଙ୍କର ସେବା ନିବୃତ୍ତି ପ୍ରୋତ୍ସାହନ ରାଶିରେ ମଧ୍ୟ ବୃଦ୍ଧି କରିଛନ୍ତି। ଏହାଦ୍ବାରା ରାଜ୍ୟର ୪୯,୫୨୨…

ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ହେଲେ କାହାକୁ ମିଳିବ କେତେ ଆସନ, ଜାଣନ୍ତୁ…

ଭୁବନେଶ୍ୱର,୭।୩: ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ତୀବ୍ର ଆଲୋଚନା କରାଯାଉଛି। ତେବେ ଆସନ୍ତା ୧୨ ତାରିଖରେ ଅମିତ ଶାହା ଓଡ଼ିଶା ଆସିବେ ବୋଲି ସୂଚନା ମିଳିଛି। ଏହି ସମୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। କୁହାଯାଉଛି ଯେ,…

ଘୋଷଣା ହେବ ମେଣ୍ଟ! ଓଡିଶା ଆସୁଛନ୍ତି ଅମିତ ଶାହା

ଭୁବନେଶ୍ୱର,୭।୩: ଓଡିଶା ଆସୁଛନ୍ତି ଅମିତ ଶାହା। ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ…

ଟସ୍‌ ଜିତି ଇଂଲଣ୍ଡର ବ୍ୟାଟିଂ ନିଷ୍ପତ୍ତି, ଭାରତୀୟ ଦଳରେ ୨ ପରିବର୍ତ୍ତନ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁ ସୁଯୋଗ

ଧର୍ମଶାଳା,୭।୩: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜର ପଞ୍ଚମ ତଥା ଶେଷ ମ୍ୟାଚ । ଏହି ମ୍ୟାଚ ଧର୍ମଶାଳାର ଏଚପିସିଏ ଷ୍ଟାଡିୟମରେ ଖେଳାଯାଉଛି। ଟିମ ଇଣ୍ଡିଆ ବର୍ତ୍ତମାନ ସିରିଜରେ ୩-୧ରେ ଆଗୁଆ ରହିଛି। ତେବେ ଇଂଲଣ୍ଡ…

ଧାରା ୩୭୦ ହଟିବା ପରେ ପ୍ରଥମ ଥର କଶ୍ମୀର ଗସ୍ତ କରିବେ ପ୍ରଧାନମନ୍ତ୍ରୀ, ଏତିକି କୋଟି ମୂଲ୍ୟ ପ୍ରକଳ୍ପର କରିବେ ଉଦ୍‌ଘାଟନ

ନୂଆଦିଲ୍ଲୀ,୭।୩: ଜମ୍ମୁ-କଶ୍ମୀରରୁ ଧାରା ୩୭୦ ହଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପ୍ରଥମ ଥର ପାଇଁ କଶ୍ମୀର ଗସ୍ତ କରିବେ। ଏହି ସମୟରେ ୬୪୦୦ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦ୍‌ଘାଟନ କରିବା ସହିତ ସେ ଶ୍ରୀନଗରରେ ଏକ ସାଧାରଣ…

ଲୋକ ସଭା ନିର୍ବାଚନ ପାଇଁ ଆଜି ଆସିବ କଂଗ୍ରେସର ପ୍ରଥମ ପ୍ରାର୍ଥୀ ତାଲିକା, ଏହି ବରିଷ୍ଠ ନେତାଙ୍କୁ ମିଳିପାରେ ଟିକେଟ୍‌

ନୂଆଦିଲ୍ଲୀ,୭।୩: ସମସ୍ତ ରାଜନୈତିକ ଦଳ ଲୋକ ସଭା ନିର୍ବାଚନ ପାଇଁ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ କଂଗ୍ରେସ ମଧ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ଦଳ ଆଜି ଅର୍ଥାତ୍‌ ଗୁରୁବାର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ବୈଠକ କରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri