Home Middle

ନିର୍ବାଚନ ପୂର୍ବରୁ ପୁଣି ଜଣେ ଭାଜପା ନେତାଙ୍କୁ ମାଓବାଦୀଙ୍କ ହତ୍ୟା

ମାଲକାନଗିରି,୭ା୩(ଦୁର୍ଯ୍ୟୋଧନ ପାତ୍ର)ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁରରେ ମାଓବାଦୀମାନେ ପୁଣି ଜଣେ ଭାଜପା ନେତାଙ୍କୁ ବୁଧବାର ଗୁଳି କରି ହତ୍ୟା କରିବା ସହ ତାଙ୍କ ଜେସିବିରେ ନିଅଁା ଲଗାଇ ଦେଇଛନ୍ତି। ଏହି ଘଟଣା ଜଙ୍ଗଲାର କୋଟାମେଟା ଅଞ୍ଚଳରେ ଘଟିଛି। ସୂଚନା ଅନୁଯାୟୀ,…

ଆଜି ବିଜେଡିରେ ସାମିଲ ହୋଇପାରନ୍ତି ବିଜୟ ମହାପାତ୍ରଙ୍କ ପୁଅ

ଡେରାବିଶ,୭ା୩(ବେବର୍ତ୍ତା ଅଜୟ ଦାସ): ମଙ୍ଗଳବାର ଅର୍ଥାତ୍‌ ମାର୍ଚ୍ଚ ୫ ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ। ପାଟକୁରାରେ ସମାନ୍ତରାଳ ଭାବେ ବିଜୁ ଜୟନ୍ତୀ କରାଯିବା ସହ ବିଜେଡି ନେତାମାନେ ନିଜର ଶକ୍ତି ପ୍ରଦର୍ଶନ କରିଥିଲେ। ଏହା ପାଟକୁରା ରାଜନୀତିକୁ ସରଗରମ କରିଛି।…

ଏଣିକି ଡ୍ରାଇଭିଂ ଟେଷ୍ଟବେଳେ ଜଗିବ ଏଆଇ

ଭୁବନେଶ୍ୱର,୭।୩(ସୁନିତ୍‌ ମିଶ୍ର): ଡ୍ରାଇଭିଂ ଟେଷ୍ଟ କରାଯିବା ସମୟରେ ଏହାକୁ ଆଉ କୌଣସି ବ୍ୟକ୍ତିଙ୍କୁ ଜଗିବାକୁ ପଡ଼ିବ ନାହିଁ। ଅଟୋମେଟେଡ୍‌ ପ୍ରକ୍ରିୟାରେ କମ୍ପ୍ୟୁଟର ଏଣିକି ଡ୍ରାଇଭିଂ ଟେଷ୍ଟର ପରୀକ୍ଷା କରିବ। ରାଜ୍ୟର ଡ୍ରାଇଭିଂ ଲାଇସେନ୍ସ ପ୍ରଦାନରେ ପକ୍ଷପାତ ହେଉଥିବା ଅଭିଯୋଗ ଉଠିବା ପରେ…

ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ କରିବେ ଏହି ଦୁଇ ଦେଶ

ମସ୍କୋ,୬ା୩: ଆସନ୍ତା ୧୦ ବର୍ଷ ମଧ୍ୟରେ ଚନ୍ଦ୍ରରେ ଆଣବିକ ରିଆକ୍ଟର ସ୍ଥାପନ ପାଇଁ ଦୁଇ ଦେଶ ଏକ ପ୍ରକଳ୍ପ ଉପରେ ବିଚାର କରୁଛନ୍ତି। ମହାକାଶ ଉଡ଼ାଣ ଏବଂ ଅନୁସନ୍ଧାନ ପାଇଁ ରୋସ୍‌କୋସ୍ମୋର ସିଇଓ ୟୁରୀ ବୋରିସୋଭ କହିଛନ୍ତି, ଏହି ମିଶନ ସ୍ବୟଂଚାଳିତ…

ବିଜେଡି ସହ ଭାଜପା ମେଣ୍ଟ ଚର୍ଚ୍ଚା ନେଇ ଜବାବ ଦେଲେ ଜୁଏଲ ଓରାମ

ନୂଆଦିଲ୍ଲୀ,୬।୩ : ଓଡ଼ିଶା ଭାଜପାର କୋର୍‌ କମିଟି ବୈଠକ ବୁଧବାର ଦିଲ୍ଲୀରେ ଶେଷ ହୋଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏନେଇ ଭାଜପା ଏମ୍‌ପି ଜୁଏଲ ଓରାମ ସୂଚନା ଦେଇଛନ୍ତି। ଏହି ବୈଠକ ପରେ…

ବିଜେଡି-ଭାଜପା ମେଣ୍ଟକୁ ନେଇ ଏମିତି କହିଲେ ଅରୁଣ ସାହୁ

ଭୁବନେଶ୍ୱର,୬।୩ : ନବୀନ ନିବାସରେ ଆଜି ବିଜେଡିର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ରାଜ୍ୟରେ ବିଜେଡି-ଭାଜପା ମେଣ୍ଟକୁ ନେଇ ଆଲୋଚନା ହୋଇଛି। ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ସଠିକ ସମୟରେ ସଠିକ ନିଷ୍ପତ୍ତି ନିଆଯିବ ବୋଲି ବୈଠକ ପରେ ବିଜେଡିର…

ଓଡ଼ିଶାର ସ୍ବାର୍ଥ ଦୃଷ୍ଟି ରଖି ନିଆଯିବ ନିଷ୍ପତ୍ତି: ଦେବୀ ପ୍ରସାଦ ମିଶ୍ର

ଭୁବନେଶ୍ୱର,୬।୩: ନବୀନ ନିବାସରେ ଦଳର ଅନେକ ବରିଷ୍ଠ ନେତାଙ୍କୁ ନେଇ ବସିଥିବା ବୈଠକ ପରେ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିଛନ୍ତି ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ର। ”ନବୀନଙ୍କ ନେତୃତ୍ବରେ ଓଡ଼ିଶା ସଫଳତା ପାଇ ଚାଲିଥିଲା ବେଳେ ଓଡ଼ିଶାର ସ୍ବାର୍ଥ ଦୃଷ୍ଟିରୁ…

ଓଡ଼ିଶାରେ ଭାଜପା-ବିଜେଡି ମେଣ୍ଟ ହେବା ଏକପ୍ରକାର ନିଶ୍ଚିତ, ଏହି ଫର୍ମୂଲାରେ ହୋଇପାରେ ଆସନ ବୁଝାମଣା !

ଭୁବନେଶ୍ୱର,୬।୩: ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା-ବିଜେଡି ମଧ୍ୟରେ ମେଣ୍ଟ ସରକାର ଏକପ୍ରକାର ହେବା ନିଶ୍ଚିତ ବୋଲି କୁହାଯାଉଛି। ଏମିତି ହେଲେ ଉଭୟ ଦଳ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ଏକାଠି ଲଢ଼ିବେ। ଦିଲ୍ଲୀରେ ଅନୁଷ୍ଠିତ ଭାଜପାର କୋର୍‌ କମିଟି…

ଦିଲ୍ଲୀରେ ଆରମ୍ଭ ହେଲା ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୬ା୩: ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡାଙ୍କ ଅଧ୍ୟକ୍ଷତାରେ ବୁଧବାର ଦଲ୍ଲୀରେ ଭାଜପାର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ଉକ୍ତ ବୈଠକରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଉପସ୍ଥିତ ଅଛନ୍ତି। ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ନବୀନ ନିବାସରେ ସରିଲା ବୈଠକ, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅପେକ୍ଷା

ଭୁବନେଶ୍ୱର,୬ା୩: ବୁଧବାର ଅପରାହ୍ନରେ ନବୀନ ନିବାସରେ ଦଳର ବରିଷ୍ଠ ନେତାମାନଙ୍କୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଡାକିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକ ଇତିମଧ୍ୟରେ ଶେଷ ହୋଇଛି। ଉକ୍ତ ବୈଠକରେ ୨୦ରୁ ଅଧିକ ବିଜେଡି ନେତା ଉପସ୍ଥିତ ଥିଲେ। ଉକ୍ତ ବୈଠକରେ ମନ୍ତ୍ରୀ…

ଲାଲୁଙ୍କୁ ମୋଦିଙ୍କ କଡ଼ା ଟିପ୍ପଣୀ

ନୂଆଦିଲ୍ଲୀ,୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ବେଟିୟାଠାରେ ଏକ ସାଧାରଣ ସଭାରେ ବୁଧବାର ସମ୍ବୋଧିତ କରି କହିଛନ୍ତି, ଜଙ୍ଗଲ ରାଜକୁ ବିହାରକୁ ଆଣିଥିବା ପରିବାର ବିହାରର ଯୁବକମାନଙ୍କର ସବୁଠାରୁ ବଡ଼ ଅପରାଧୀ। ଜଙ୍ଗଲ ରାଜର ଦାୟୀ ପରିବାର ବିହାରର ଲକ୍ଷ ଲକ୍ଷ…

ହତ୍ୟା ମାମଲାରେ ୫ ଜଣଙ୍କୁ ଫାଶୀ

କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ୍‌ ବୁଧବାର ବହୁ ଚର୍ଚ୍ଚିତ ଘଷିପୁରା ନିର୍ବାଚନ ମଣ୍ଡଳୀ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ଶୁଣାଣି କରି ୫ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri