Home Middle

ପିଏଚ୍‌.ଡି. ପାଇଁ ଏନ୍‌ଇଟି ସ୍କୋର

ଭୁବନେଶ୍ୱର, ୨୯ା୩(ଅସମାପିକା ସାହୁ):ଏଣିକି ପିଏଚ୍‌.ଡି ପଢ଼ିବା ପାଇଁ ଜାତୀୟ ଯୋଗ୍ୟତା ପରୀକ୍ଷା ବା ଏନ୍‌ଇଟି ସ୍କୋର୍‌ ଆବଶ୍ୟକ ହେବ। ଆଶାୟୀ ଛାତ୍ରୀଛାତ୍ର ଏନ୍‌ଇଟି ପରୀକ୍ଷାରେ ରଖିଥିବା ସ୍କୋର ଅନୁଯାୟୀ ସିଟ୍‌ ପାଇବେ। ପୂର୍ବରୁ ସମସ୍ତ ବିଶ୍ୱବିଦ୍ୟାଳୟ ଭିନ୍ନଭିନ୍ନ ଭାବେ ପିଏଚ୍‌.ଡି. ନାମଲେଖା…

ଭାଜପା ଛାଡ଼ିଲେ ପ୍ରକାଶ ବେହେରା

ଭୁବନେଶ୍ୱର,୨୯ା୩: ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଭାଜପା ଛାଡ଼ିଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। କଟକ ଜିଲା ଭାଜପା ସଭାପତି…

‘ନୋଟାରେ ଦେବୁ ପଛେ ଅପରାଜିତାଙ୍କୁ ନୁହଁ’

ଖୋର୍ଦ୍ଧା,୨୯ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରରୁ ବେଗୁନିଆ ଏବେ ସବୁଠି ଭାଜପାର ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀଙ୍କୁ ବିରୋଧ କରାଯାଉଛି। ଭାଜପା ପକ୍ଷରୁ ଲୋକ ସଭା ପ୍ରଥମ ପର୍ଯ୍ୟାୟ ତାଲିକାରେ ଭୁବନେଶ୍ୱର ଆସନରୁ ଅପରାଜିତା ଟିକେଟ ପାଇବା ପରେ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ଯାଇଥିଲେ। ସେଠାରେ…

ଭାରତରେ ନିଯୁକ୍ତିର ଉତ୍କଟ ସ୍ଥିତି, ବେରୋଜଗାରିର ୮୩% ଯୁବବର୍ଗ

ନୂଆଦିଲ୍ଲୀ,୨୯।୩: ଭାରତରେ ନିଯୁକ୍ତି ସ୍ଥିତି ଅତ୍ୟନ୍ତ ଉତ୍କଟ ବୋଲି ଅନ୍ତର୍ଜାତୀୟ ଶ୍ରମ ସଂଗଠନ (ଆଇଏଲ୍‌ଓ) ଏବଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ହ୍ୟୁମାନ୍‌ ଡେଭେଲପ୍‌ମେଣ୍ଟ (ଆଇଏଚ୍‌ଡି)ର ଏକ ରିପୋର୍ଟରୁ ଜଣାପଡ଼ିଛି। ଉକ୍ତ ସଂଗଠନର ଇଣ୍ଡିଆ ଅନ୍‌ଏମ୍ପ୍ଲଏମେଣ୍ଟ ରିପୋର୍ଟ, ୨୦୨୪ ଅନୁଯାୟୀ ଦେଶର ବେରୋଜଗାରି ଶ୍ରମଶକ୍ତିର…

ମାଫିଆ ମୁଖତାର ଅନସାରୀଙ୍କ ମୃତ୍ୟୁ, ହସ୍ପିଟାଲରେ ପୋଲିସ ଛାଉଣି, ୧୪୪ ଧାରା ଜାରି

ବାନ୍ଦା,୨୮।୩: ଉତ୍ତର ପ୍ରଦେଶର ବାନ୍ଦା ହସ୍ପିଟାଲରେ ଶୁକ୍ରବାର ରାତିରେ ମାଫିଆରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ ହୋଇଛି। ବାନ୍ଦା ଜେଲରେ ହାର୍ଟ ଆଟାକ ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବାନ୍ଦାରେ ମୁଖତାର ଅନସାରୀଙ୍କ ମାମଲା ପରିଚାଳନା କରିଥିବା ଓକିଲ…

ମୁଖତାର ଅନସାରୀ ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୩: ବାହୁବଳୀ ନେତା ମୁଖତାର ଅନସାରୀ ଗୁରୁତର ହୋଇପଡିଛନ୍ତି। ବାନ୍ଦା ଜେଲରେ ଥିବା ବେଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡି ଯାଇଛି। ଏହା ପରେ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ନିଆଯାଇଛି। କଡା ସୁରକ୍ଷା ବ୍ୟବସ୍ଥା ମଧ୍‌ୟରେ ତାଙ୍କୁ ଜେଲରୁ ହସ୍ପିଟାଲ ସ୍ଥାନାନ୍ତର…

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି ୪ ମହିଳାଙ୍କର ସ୍ବାମୀମାନେ ୨୦୧୯ ନିର୍ବାଚନରେ ଜିତିଥିଲେ କିମ୍ବା ଦ୍ୱିତୀୟ ସ୍ଥାନରେ ଥିଲେ। ବିଜେଡି…

ରାଜ୍ୟର ୬ଟି ଲୋକ ସଭା ଆସନରେ କାହାକୁ ଟିକେଟ ଦେବ ବିଜେଡି, ଚର୍ଚ୍ଚାରେ ଏହି ନାଁ

ଭୁବନେଶ୍ୱର,୨୮।୩: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡ଼ିଶାର ୨୧ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ଭିତରୁ ୧୮ଟି ସ୍ଥାନରେ ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ବିଜେଡି ୧୫ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ହେଲେ କଂଗ୍ରେସ ପକ୍ଷରୁ କୌଣସି…

କଟକରେ ହେବ ବଡ଼ ଲଢେଇ, ମୁହାଁମୁହିଁ ହୋଇପାରନ୍ତି ଭର୍ତ୍ତୃହରି-ସଂତୃପ୍ତ

ଭୁବନେଶ୍ୱର,୨୮।୩: ଆସନ୍ତା ସାଧାରଣ ନିର୍ବାଚନରେ ଭାଜପାର ଭର୍ତ୍ତୃହରି ମହତାବ ଏବଂ ବିଜେଡିର ସଂତୃପ୍ତ ମିଶ୍ରଙ୍କ ମଧ୍ୟରେ କଟକ ଲୋକ ସଭା ଆସନରୁ ଦେଖିବାକୁ ମିଳିପାରେ ବଡ଼ ଲଢେଇ। ବିଜେଡିରୁ ଇସ୍ତଫା ଦେବା ପରେ ଭର୍ତ୍ତୃହରି ଗୁରୁବାର ଭାଜପାରେ ଯୋଗ ଦେଇଛନ୍ତି। ଅନ୍ୟପଟେ…

ଅନ୍ୟକୁ ଡରାଇବା ଧମକାଇବା କଂଗ୍ରେସର ସଂସ୍କୃତି…ଓକିଲଙ୍କ ଚିଠିକୁ ନେଇ ଏମିତି କହିଲେ ମୋଦି

ନୂଆଦିଲ୍ଲୀ,୨୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଅନ୍ୟମାନଙ୍କୁ ଭୟଭୀତ କରିବା ହେଉଛି କଂଗ୍ରେସର ପୁରୁଣା ସଂସ୍କୃତି। ମାତ୍ର ୫ଦଶନ୍ଧି ପୂର୍ବରୁ ସେ ଏକ ‘ପ୍ରତିବଦ୍ଧ ନ୍ୟାୟପାଳିକା’ର ଆହ୍ବାନ କରିଥିଲେ – ସେମାନେ ଲଜ୍ଜାଜନକ ଭାବରେ ନିଜର ସ୍ବାର୍ଥ ପାଇଁ ଅନ୍ୟମାନଙ୍କଠାରୁ…

ଶିବସେନାରେ ସାମିଲ ହେଲେ ଗୋବିନ୍ଦା, ଏହି ଆସନରୁ ଲଢିବେ ନିର୍ବାଚନ

ମୁମ୍ବାଇ,୨୮।୩: ଶିବସେନାରେ ସାମିଲ ହେଲେ ଅଭିନେତା ଗୋବିନ୍ଦା। ଗୁରୁବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଉପସ୍ଥିତିରେ ସେ ଶିବସେନାରେ ଯୋଗ ଦେଇଛନ୍ତି। ଶିନ୍ଦେଙ୍କ ଦଳ ତାଙ୍କୁ ମୁମ୍ବାଇ ଉତ୍ତର ପଶ୍ଚିମ ଲୋକ ସଭା ଆସନରୁ ଟିକେଟ୍‌ ଦେଇପାରେ ବୋଲି ଅନୁମାନ କରାଯାଉଛି।…

ଭାଜପାରେ ଯୋଗ ଦେଲେ ଭର୍ତ୍ତୃହରି, ସିଦ୍ଧାନ୍ତ, କଡ଼ା ଭାଷାରେ ସମାଲୋଚନା କଲା ବିଜେଡି

ଭୁବନେଶ୍ୱର,୨୮।୩: ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି କଟକ ଏମପି ଭର୍ତ୍ତୃହରି ମହତାବ, ପୂର୍ବତ୍ତନ ଲୋକ ସଭା ଏମପି ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା। ଦଳର ଦୁଇ ବରିଷ୍ଠ ନେତା ଯାଇ ବିରୋଧୀ କ୍ୟାମ୍ପରେ ଯୋଗ ଦେବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri