ଭାଜପାରେ ମିଶିଲେ ସିଦ୍ଧାନ୍ତ ମହାପାତ୍ର
ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୩: ଭାଜପାରେ ଗୁରୁବାର ଯୋଗ ଦେଇଛନ୍ତି ଅଭିନେତା ତଥା ବିଜେଡିର ପୂର୍ବତନ ଏମ୍ପି ସିଦ୍ଧାନ୍ତ ମହାପାତ୍ର। ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ଯୋଗଦେଇ ସେ ଭାଜପାରେ ସାମିଲ ହୋଇଛନ୍ତି। ଏହି ସମୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା,…
ଭାଜପାରେ ଯୋଗଦେଲେ ଭର୍ତ୍ତୃହରି ମହତାବ, ନିକଟରେ ବିଜେଡିରୁ ଇସ୍ତଫା ଦେଇଥିଲେ
ଭୁବନେଶ୍ୱର,୨୮।୩: ନିକଟରେ ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେଇଥିବା କଟକ ଲୋକ ସଭା ଏମପି ଭର୍ତ୍ତୃହରି ମହତାବ ଭାଜପାରେ ଯୋଗ ଦେଇଛନ୍ତି। ତାଙ୍କ ସହିତ ଦୁଇଥର ବ୍ରହ୍ମପୁରରୁ ଲୋକ ସଭାକୁ ନିର୍ବାଚିତ ହୋଇଥିବା ସିଦ୍ଧାନ୍ତ ମହାପାତ୍ର ଏବଂ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା…
ଭାଜପାରେ ମିଶିପାରନ୍ତି ଅନୁଭବ, ଆଜି ହେବ ସ୍ପଷ୍ଟ
ଭୁବନେଶ୍ୱର,୨୮ା୩: ବିଜେଡି ଟିକେଟ୍ରେ କେନ୍ଦ୍ରାପଡ଼ା ଲୋକ ସଭାକୁ ନିର୍ବାଚିତ ହୋଇଥିବା ଅଭିନେତା ଅନୁଭବ ମହାନ୍ତି ଗୁରୁବାର ଭାଜପାରେ ଯୋଗ ଦେଇ ପାରନ୍ତି ବୋଲି ରାଜନୈତିକ ମହଲରେ ଜୋର୍ଦାର ଚର୍ଚ୍ଚା ହେଉଛି। ଆଜି ଅପରାହ୍ନରେ ଦିଲ୍ଲୀରେ ଭାଜପା ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ହେବାକୁ…
ଟିକେଟ୍ ପାଇବା ପରେ ନବୀନ ନିବାସରେ ନେତାଙ୍କ ପ୍ରବଳ ଭିଡ଼, ଭେଟିବାକୁ ଆସିଲେ…
ଭୁବନେଶ୍ୱର,୨୮ା୩: ଟିକେଟ୍ ପାଇବା ପରେ ବିଜେଡି ସୁପ୍ରିମୋଙ୍କୁ ଧନ୍ୟବାଦ ଜଣାଇବା ପାଇଁ ନବୀନ ନିବାସରେ ଏମ୍ପି ଏବଂ ବିଧାୟକ ପ୍ରାର୍ଥୀଙ୍କ ପ୍ରବଳ ଭିଡ଼ ଲାଗିଛି। ଏମାନଙ୍କ ମଧ୍ୟରେ କଟକ ଏମ୍ପି ପ୍ରାର୍ଥୀ ସଂତୃପ୍ତ ମିଶ୍ର, କେନ୍ଦ୍ରାପଡ଼ା ଏମ୍ପି ପ୍ରାର୍ଥୀ ଅଂଶୁମାନ ମହାନ୍ତି,…
ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!
ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ ଯାଜପୁର,…
ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା
ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ, ଯାଜପୁର,…
କୋର୍ଟରେ ଆଜି ବଡ଼ ଖୁଲାସା କରିବେ କେଜ୍ରିଓ୍ବାଲ!
ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ନିକଟରେ ମଦ ଦୁର୍ନୀତି ମାମଲାରେ କିଛି ପ୍ରମାଣ ରହିଛି। ଏହା ସମ୍ପୂର୍ଣ୍ଣ ପ୍ରସଙ୍ଗ ଉପରୁ ପରଦା ଉଠାଇପାରେ ବୋଲି ବୁଧବାର କେଜ୍ରିଓ୍ବାଲଙ୍କ ପତ୍ନୀ ସୁନୀତା ସ୍ପଷ୍ଟ କରିଥିଲେ। ଏମିତିରେ ଯଦି ସେ ଆଜି କୋର୍ଟରେ…
ନିର୍ବାଚନ ପୂର୍ବରୁ କଂଗ୍ରେସର ‘ହାତ’ ଛାଡିଲେ ଭାରତର ସବୁଠୁ ଧନୀ ମହିଳା
ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରତିଦିନ ଗୋଟିଏ ପରେ ଗୋଟିଏ ଝଟ୍କା ଲାଗୁଛି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଅନ୍ତର୍ଭୁକ୍ତ ସାବିତ୍ରୀ ଜିନ୍ଦଲ କଂଗ୍ରେସ ଛାଡିବାକୁ ଘୋଷଣା କରିଛନ୍ତି।…
ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ! ନିର୍ମଳା ଦେଲେ ନିର୍ବାଚନ ନ ଲଢିବାର ବଡ଼ କାରଣ
ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଏକଥା ଆମେ ନୁହେଁ ଖୋଦ୍ ଅର୍ଥମନ୍ତ୍ରୀ ଜାତୀୟ ଗଣମାଧ୍ୟମରେ କରିଛନ୍ତି ଖୁଲାସା । ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ। ତେଣୁ ସେ ନିର୍ବାଚନ ଳଢ଼ିବାକୁ ଚାହୁନାହାନ୍ତି ।…
ନିର୍ବାଚନ ପୂର୍ବରୁ ସରକାରଙ୍କ ଉପହାର: ମନରେଗା ଶ୍ରମିକଙ୍କ ମଜୁରୀ ବଢିଲା
ନୂଆଦିଲ୍ଲୀ,୨୮।୩: ‘ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ସ୍କିମ’ (ମନରେଗା) ଅଧୀନରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ କେନ୍ଦ୍ର ସରକାର ଏକ ବଡ ଉପହାର ଦେଇଛନ୍ତି। ସରକାର ମନରେଗା ମଜୁରୀ ହାରକୁ ୩ ରୁ ୧୦ ପ୍ରତିଶତକୁ ବୃଦ୍ଧି କରିଛନ୍ତି। ଏ…
ସୁଦାମ-ନବଚରଣ ଲଢ଼େଇ
ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ତୃତୀୟ ଦଳ ବାଜିମାତ୍ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ରାଷ୍ଟ୍ରପତି ଦ୍ରୌପଦୀ…
ନୀଳ ବିପ୍ଳବର ସାରଥି ସୁରେଶନ
ବ୍ରହ୍ମପୁର,୨୮ା୩(ସ୍ମୃତି ରଞ୍ଜନ ମହାଲିକ)ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ତରେଇପାଟପୁର ଗ୍ରାମର ସୁରେଶନ ବେହେରା। ବୟସ ୪୪। ଶିକ୍ଷାଗତ ଯୋଗ୍ୟତା ୭ମ ପାସ। ମାଛ ଯାଆଁଳ ଉତ୍ପାଦନ କ୍ଷେତ୍ରରେ ଦକ୍ଷତା ତାଙ୍କୁ ଦକ୍ଷିଣ ଓଡିଶାରେ ନୀଳ ବିପ୍ଳବର ସାରଥି ଭାବେ ପରିଚିତ କରାଇଛି।…
Archives


