Home Middle

ହାଜାରେ ନୁହେଁ, ନିର୍ଭୟା

ମେକ୍ସିକୋର ମିଚୋଆକାନ ରାଜ୍ୟର ଉରୁଆପାନ୍‌ ମେୟର କାର୍ଲୋସ ଅଲବେର୍ଟୋ ମାଞ୍ଜୋ ରୋଡ୍ରିଗେଜ୍‌ଙ୍କୁ ୧୫ ନଭେମ୍ବରରେ ହତ୍ୟା କରାଯିବା ପରେ ସେହି ଦେଶରେ ‘ଜେନ୍‌ ଜି’ ଆନ୍ଦୋଳନ ବିରାଟ ରୂପ ଧାରଣ କରିଛି। ଦେଶବ୍ୟାପୀ ବିକ୍ଷୋଭକାରୀ ହିଂସା, ଅପରାଧ, ଦୁର୍ନୀତି ବିରୋଧରେ ପ୍ରତିବାଦ…

ପୁଣିଥରେ ପରିବର୍ତ୍ତନ ହେବ ଆପଣଙ୍କ ଆଧାର! ଏବେ କାର୍ଡରୁ ହଟିବ ନାମ, ଠିକଣା, କେବଳ ରହିବ…

ନୂଆଦିଲ୍ଲୀ,୧୯।୧୧: ଆଜିକାଲି ଆଧାର କେତେ ଗୁରୁତ୍ୱପୂର୍ଣ୍ଣ ତାହା ଆପଣ ଜାଣିଥିବେ। ଏହା ବିନା ଆପଣଙ୍କର ସମସ୍ତ ଆର୍ଥିକ ପ୍ରବେଶ ଅସମ୍ଭବ। ସ୍ପଷ୍ଟ ଭାବରେ, ଏପରି ଏକ ଅତ୍ୟାବଶ୍ୟକୀୟ ଡକ୍ୟୁମେଣ୍ଟର ଅପବ୍ୟବହାର ହେବାର ବିପଦ ଥାଏ। ଏହି ବିପଦକୁ ଆଶଙ୍କା କରି, ସରକାର…

ଓଡ଼ିଶାରେ ଗଠନ ହେବ ଆଉ ୪ ନୂଆ ତହସିଲ; ଏସବୁ ସ୍ଥାନରେ ଖୋଲିବ

ଭୁବନେଶ୍ୱର,୧୮।୧୧: ତୃଣମୂଳ ସ୍ତରରେ ପ୍ରଶାସନିକ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ସେବା ଯୋଗାଣକୁ ଅଧିକ କାର୍ଯ୍ୟକ୍ଷମ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ରାଜ୍ୟରେ ଆଉ ୪ଟି ନୂତନ ତହସିଲ ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନୂତନ ତହସିଲଗୁଡ଼ିକୁ ମିଶାଇଲେ ରାଜ୍ୟରେ…

ରେଳବାଇର ଭଡ଼ା ସଂସ୍କାର: ମଧ୍ୟବିତ୍ତ ପରିବାର ପାଇଁ ଶସ୍ତା ହେବ ସିମେଣ୍ଟ

ନୂଆଦିଲ୍ଲୀ,୧୮।୧୧: ରେଳବାଇ ଦ୍ୱାରା ପ୍ରବର୍ତ୍ତିତ ଭଡ଼ା ସଂସ୍କାର ଯୋଗୁଁ ମଧ୍ୟବିତ୍ତ ପରିବାର ପାଇଁ ସିମେଣ୍ଟ ପରିବହନ ଖର୍ଚ୍ଚ ହ୍ରାସ ପାଇବ ବୋଲି ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି। ସେ କହିଛନ୍ତି ଯେ, ସିମେଣ୍ଟ ପରିବହନ ଲଜିଷ୍ଟିକ୍ସକୁ ସରଳ କରିବା ପାଇଁ…

ତିନି ବର୍ଷ ପରେ ପ୍ରଥମ ଥର ପାଇଁ ଭାରତରେ ଘରୋଇ କମ୍ପାନୀ ଗୁଡିକର ନଗଦ ଭଣ୍ଡାର ହ୍ରାସ, ଋଣ ବୃଦ୍ଧି

ନୂଆଦିଲ୍ଲୀ,୧୮।୧୧: ଭାରତର ଘରୋଇ ପୁଞ୍ଜି ବିନିଯୋଗ ବୃଦ୍ଧି ପାଉଥିବାର ସଙ୍କେତ ମିଳିଛି। ଦେଶର ବଡ଼ ତାଲିକାଭୁକ୍ତ କମ୍ପାନୀଗୁଡିକ ଗତ ତିନି ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ସେମାନଙ୍କର ନଗଦ ଭଣ୍ଡାରକୁ ଦ୍ରୁତ ଗତିରେ ବ୍ୟବହାର କରିବା ଆରମ୍ଭ କରିଛନ୍ତି ଏବଂ…

ଏହି ଦୁଇ ସହର ପାଇଁ ମେଟ୍ରୋ ପ୍ରସ୍ତାବ ଖାରଜ କଲେ କେନ୍ଦ୍ର ସରକାର, ଲାଗିଲା ପକ୍ଷପାତିତା ଅଭିଯୋଗ

ନୂଆଦିଲ୍ଲୀ,୧୮।୧୧: କେନ୍ଦ୍ର ସରକାର ତାମିଲନାଡୁର ମଦୁରାଇ ଏବଂ କୋଏମ୍ବାଟୁର ପାଇଁ ଆସିଥିବା ମେଟ୍ରୋ ରେଳ ପ୍ରକଳ୍ପ ପ୍ରସ୍ତାବକୁ ଖାରଜ କରି ଦେଇଛନ୍ତି। କେନ୍ଦ୍ର ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (MoHUA) ‘ମେଟ୍ରୋ ରେଳ ନୀତି ୨୦୧୭’ ଅନୁଯାୟୀ ସହରର ଜନସଂଖ୍ୟା…

ରାଜ୍ୟ ସଭା ପାଇଁ କସରତ ଆରମ୍ଭ: ଭାଜପା ନେତା କହିଦେଲେ….

ଭୁବନେଶ୍ୱର,୧୮।୧୧: ନୂଆପଡ଼ା ପରେ ଭାଜପାର ରାଜ୍ୟ ସଭା ମିଶନ ନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଖାଲି ହେବାକୁ ଥିବା ୪ ରାଜ୍ୟସଭା ଆସନ ନେଇ ଏମ୍‌ପି ସୁଜିତ କୁମାର ବଡ଼ ବୟାନ ଦେଇଛନ୍ତି। ଆସନ୍ତା ବର୍ଷ ଖାଲି ହେବାକୁ ଥିବା ଆସନରୁ…

ହସ୍ପିଟାଲରେ ନବୀନ ପଟ୍ଟନାୟକ: ଆଜି ସକାଳେ….

ନୂଆଦିଲ୍ଳୀ,୧୮।୧୧: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ହସ୍ପିଟାଲ ଯାଇଛନ୍ତି। ସେ ଏଲ.ଭି.ପ୍ରସାଦ ଚକ୍ଷୁ ପ୍ରତିଷ୍ଠାନକୁ ଯାଇି ନିଜର ଆଖି ପରୀକ୍ଷା କରିଛନ୍ତି। ଦୃଷ୍ଟି ସମସ୍ୟା ଦେଖାଦେଇଥିବାରୁ ଆଖି ଚେକ ଅପ କରିଛନ୍ତି। ଏହା ତାଙ୍କ ରୁଟିନ୍‌…

ଭୂଇଁରେ ମୁଣ୍ଡ ବାଡେଇ ବାଡେଇ କାନ୍ଦୁଛନ୍ତି, ଧନ ତୁ ଫେରିଆରେ କହି ଲୋଟି ପଡ଼ୁଛନ୍ତି ଡେଙ୍ଗ ଗାଁ ଲୋକେ

ଭୁବନେଶ୍ୱର/ବଲାଙ୍ଗୀର,୧୮।୧୧( ସୁନିଲ କୁମାର ମହାନ୍ତି): ସବୁଦିନ ପାଇଁ ଆଖି ବୁଜିଛନ୍ତି କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ଚିର ନିଦ୍ରାରେ ଶୋଇଯାଇଛନ୍ତି ହ୍ୟୁମାନ। ତାଙ୍କୁ ଭଲ ପାଉଥିବା ପ୍ରତ୍ୟୋକଟି ଲୋକଙ୍କ ଆଖିରେ ଅସରନ୍ତି ଲୁହ। ଯେମିତି ଆଖିର ଲୁହ ବୋଲ ମାନୁନି। ଜନ୍ମମାଟି କାନ୍ଦୁଛି,…

ହାସିନାଙ୍କୁ ମୃତ୍ୟୁଦଣ୍ଡ

ବାଂଲାଦେଶରେ ଆଭ୍ୟନ୍ତରୀଣ ଯୁଦ୍ଧଜନିତ ଅପରାଧକୁ ତଦନ୍ତ କରିବା ଲାଗି ୨୦୦୯ରେ ଗଠିତ ଇଣ୍ଟରନ୍ୟାଶନାଲ କ୍ରାଇମ୍ସ ଟ୍ରିବ୍ୟୁନାଲ (ଆଇସିଟି) ୧୭ ନଭେମ୍ବରରେ ନିର୍ବାସିତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କୁ ମାନବତା ବିରୋଧୀ ଅପରାଧରେ ଦୋଷୀ ସାବ୍ୟସ୍ତ କରି ମୃତ୍ୟୁ ଦଣ୍ଡାଦେଶ ଦେଇଛି। ଗତବର୍ଷ ଛାତ୍ରମାନଙ୍କ…

ଡିସେମ୍ବର ପହିଲାରୁ ରାଜ୍ୟବ୍ୟାପୀ ବସ୍‌ ଧର୍ମଘଟ, ବନ୍ଦ ରହିବ…

ଭୁବନେଶ୍ୱର,୧୮।୧୧(ରବିନାରାୟଣ ଜେନା): ରାଜ୍ୟ ପୋଲିସ ନିଜର କର୍ତ୍ତବ୍ୟ ଠିକଣା ଭାବେ ସମ୍ପାଦନା କରିପାରୁ ନ ଥିବାରୁ ଅପରାଧ ବଢୁଛି। ଏହି ପରିପ୍ରେକ୍ଷୀରେ ଯଦି ସରକାର ପୋଲିସକୁ ମୋଟର ଯାନ ଯାଞ୍ଚ ଦାୟିତ୍ୱ ପ୍ରଦାନ କରନ୍ତି ତେବେ ବସ୍‌ ଓ ମୋଟର ଯାନ…

ହ୍ୟୁମାନ ସାଗରଙ୍କ ପରଲୋକରେ ସାରା ଓଡ଼ିଶା ସ୍ତବ୍ଧ: ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର,୧୮।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ ବିୟୋଗରେ ସାରା ଓଡ଼ିଶା ସ୍ତବ୍ଧ ହୋଇଯାଇଛି। ଓଡ଼ିଶା ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri