ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ
ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ…
‘ସେମାନେ କହୁଛନ୍ତି ପ୍ରଥମେ ପରିବାର, ମୁଁ କହୁଛି ଦେଶ…’ ବିରୋଧୀଙ୍କୁ ଟାର୍ଗେଟ କଲେ ମୋଦି
ହାଇଦ୍ରାବାଦ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଲଙ୍ଗାନାର ସାଙ୍ଗାରେଡି ଠାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଥିଲେ। ଏଠାରେ ତାଙ୍କ ପରିବାର ବିଷୟରେ ବିବାଦୀୟ ମନ୍ତବ୍ୟ ଦେଇ ପ୍ରଧାନମନ୍ତ୍ରୀ ମୋଦି ପୁଣି ଥରେ କହିଥିଲେ ଯେ ‘ମୋ…
ସେନା ଉପରେ ପାଣି ଭଳି ପଇସା ଖର୍ଚ୍ଚ କରୁଛି ଚାଇନା
ବେଜିଂ,୫।୩: ଚାଇନା ମଙ୍ଗଳବାର ଏହାର ପ୍ରତିରକ୍ଷା ବଜେଟରେ ୭.୨ପ୍ରତିଶତ ବୃଦ୍ଧି ଘୋଷଣା କରିଛି। ପୂର୍ବରୁ ଚାଇନା ୧.୬ ଟ୍ରିଲିୟନ ୟୁଆନ (୨୨୨ବିଲିୟନ ଡ଼ଲାର୍) ସହିତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି। ଆମେରିକା ପ୍ରଥମ ସ୍ଥାନରେ ରହିଛି। ଚାଇନା ପ୍ରତିରକ୍ଷା ବଜେଟରେ ଏହି…
ହାଇକୋର୍ଟଙ୍କ ବଡ ନିଷ୍ପତ୍ତି, ଡିୟୁର ପୂର୍ବତନ ପ୍ରଫେସର ଜିଏନ ସାଇବାବା ମୁକ୍ତ
ମୁମ୍ବାଇ,୫।୩: ମାଓବାଦୀଙ୍କ ସହ ଲିଙ୍କ ମାମଲାରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଜିଏନ ସାଇବାବାଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବମ୍ବେ ହାଇକୋର୍ଟର ନାଗପୁର ବେଞ୍ଚ ଦିଲ୍ଲୀ ବିଶ୍ୱବିଦ୍ୟାଳୟର ପୂର୍ବତନ ପ୍ରଫେସର ଜିଏନ ସାଇବାବାଙ୍କୁ ନିର୍ଦ୍ଦୋଷରେ ଖଲାସ କରି ଆଜୀବନ କାରାଦଣ୍ଡ…
ମରିୟମ ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରତିକ୍ରିୟା ରଖିଲା ଆମେରିକା
ଓ୍ବାଶିଂଟନ,୫।୩: ପଞ୍ଜାବ ପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବରେ ମରିୟମ ନୱାଜଙ୍କ ଚୟନକୁ ଐତିହାସିକ ବୋଲି ଆମେରିକା ବର୍ଣ୍ଣନା କରିଛି। ଏଥି ସହିତ, ପାକିସ୍ତାନ ରାଜନୀତିରେ ମହିଳାମାନଙ୍କୁ ସଂପୂର୍ଣ୍ଣ ଭାବେ ଯୋଡିବା ପାଇଁ ଆମେ ଇସଲାମାବାଦ ସହ ସହଯୋଗ କରିବାକୁ ପ୍ରସ୍ତୁତ। ସୂଚନାଯୋଗ୍ୟ, ମରିୟମ…
ଲୋକ ସଭା ନିର୍ବାଚନକୁ ନେଇ ଆଜି ଇସି କରିବେ ପ୍ରେସ କନଫରେନ୍ସ
ନୂଆଦିଲ୍ଲୀ,୫।୩: ଆସନ୍ତା ଲୋକ ସଭା ନିର୍ବାଚନର ତାରିଖ ଯେକୌଣସି ସମୟରେ ଘୋଷଣା କରାଯାଇପାରିବ। ନିର୍ବାଚନ ଆୟୋଗ ନିରନ୍ତର ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଏବଂ ଏହା ଶେଷ ପର୍ଯ୍ୟାୟରେ ଅଛି। ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ସମ୍ପର୍କରେ ମାର୍ଚ୍ଚ ୫ରେ ନିର୍ବାଚନ…
ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, ଜାଣନ୍ତୁ କ’ଣ କହିଲେ…
ନୂଆଦିଲ୍ଲୀ/ଇସଲାମାବାଦ,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବା ପରେ ଶେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶେହାବାଜ ସରିଫ ସୋମବାର ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ତାଙ୍କୁ ଅଭିନନ୍ଦନ ଜଣାଇ…
ଫସିଗଲେ ମସ୍କ
ଓ୍ବାଶିଂଟନ,୫।୩: କିଛି ଦିନ ପୂର୍ବରୁ ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଥିବା ଏଲୋନ ମସ୍କଙ୍କ ନାମ ଦୀର୍ଘ ଦିନ ଧରି ହେଡଲାଇନକୁ ନ ଆସିବା ବେଶିଦିନ ପର୍ଯ୍ୟନ୍ତ ରହି ପାରିଲା ନାହିଁ। ହୁଏତ ସେ ଏପରି କିଛି କରିବେ ଯାହା ତାଙ୍କ…
ଗର୍ଭପାତ ମହିଳାଙ୍କ ସାମ୍ବିଧାନିକ ଅଧିକାର, ଏହି ବିଲକୁ ମଞ୍ଜୁରୀ ଦେବାରେ ଫ୍ରାନ୍ସ ହେଲା ପ୍ରଥମ ଦେଶ
ପ୍ୟାରିସ,୫।୩: ସୋମବାର ଫ୍ରାନ୍ସ ସଂସଦର ମିଳିତ ଅଧିବେଶନରେ ଫ୍ରାନ୍ସର ଆଇନଜୀବୀମାନେ ସମ୍ବିଧାନରେ ମହିଳାଙ୍କ ଗର୍ଭପାତ କରିବାର ଅଧିକାରକୁ ଦର୍ଶାଇ ଏକ ବିଲ ଅନୁମୋଦନ କରିଛନ୍ତି। ଏହିପରି ଭାବରେ, ଫ୍ରାନ୍ସ ବିଶ୍ୱର ପ୍ରଥମ ଦେଶ ହୋଇପାରିଛି ଯେଉଁଥିରେ ଗର୍ଭପାତକୁ ସାମ୍ବିଧାନିକ ଅଧିକାର ଅନ୍ତର୍ଭୁକ୍ତ…
ଆଜି ଓଡ଼ିଶା ଆସୁଛନ୍ତି ମୋଦି: ୧୯,୬୦୦ କୋଟି ଦେବେ ଭେଟି
ଭୁବନେଶ୍ୱର,୫।୩(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ। ଅପରାହ୍ନ ୩ଟା ୧୫ ମିନିଟ୍ରେ ଲୋକାର୍ପଣ ଓ ଶିଳାନ୍ୟାସ ଆଦି ସରକାରୀ କାର୍ଯ୍ୟକ୍ରମରେ…
କଂଗ୍ରେସକୁ ବଡ଼ ଝଟ୍କା: ଭାଜପା ସହ ହାତ ମିଶାଇଲେ ବିଧାୟକ ଦଳର ନେତା
ଇଟାନଗର,୫।୩: ଉତ୍ତର ପୂର୍ବର ଅରୁଣାଚଳ ପ୍ରଦେଶରେ କଂଗ୍ରେସକୁ ଏକ ବଡ଼ ଝଟ୍କା ଲାଗିଛି। କାରଣ କଂଗ୍ରେସ ବିଧାୟକ ଦଳର ନେତା ଲୋମ୍ବୋ ତାୟେଙ୍ଗେ ଭାଜପାରେ ଯୋଗ ଦେଇଛନ୍ତି। ଏହାପୂର୍ବରୁ ଗତ ସପ୍ତାହରେ କଂଗ୍ରେସର ୨ ଜଣ ବିଧାୟକ ଏବଂ ଏନସିପିର ୨…
ଭାରତୀୟ ଆଣବିକ କାର୍ଯ୍ୟକ୍ରମରେ ବଡ଼ ସଫଳତା
ଚେନ୍ନାଇ,୫।୩: ତାମିଲନାଡୁର କଳ୍ପକମ୍ଠାରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରୋଟୋଟାଇପ୍ ଫାଷ୍ଟ ବ୍ରିଡିଂ ରିଆକ୍ଟର (ପିଏଫ୍ବିଆର୍) ସୋମବାର ବଡ଼ ସଫଳତା ହାସଲ କରିଛି। ବିଦ୍ୟୁତ୍ ଉତ୍ପାଦନ ଲାଗି ଏକ ପ୍ରମୁଖ ପ୍ରକ୍ରିୟା ସ୍ବରୂପ ପିଏଫ୍ବିଆର୍ରେ ‘କୋର୍ ଲୋଡ଼ିଂ’ ଆରମ୍ଭ ହୋଇଛି, ଯାହା ଏକ ଐତିହାସିକ…
Archives


