Home Middle

ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କ ସହ ମୁହାଁମୁହିଁ ହେବେ ବିଜେଡିର ଏହି ହେଭିଓ୍ବେଟ୍‌ ନେତା

ଭୁବନେଶ୍ୱର,୨୭ା୩: ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରଥମ ପର୍ଯ୍ୟାୟରେ ଓଡ଼ିଶାର ୧୮ଟି ଲୋକ ସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଛି। ସେହିପରି ବିଜୁ ଜନତା ଦଳ(ବିଜେଡି) ବୁଧବାର ନିଜର ପ୍ରଥମ ପର୍ଯ୍ୟାୟର…

ଦ୍ୱିତୀୟ ପର୍ଯ୍ୟାୟରେ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଆଉ ୬ ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜୁ ଜନତା ଦଳ(ବିଜେଡି)। ପୂର୍ବାହ୍ନରେ ଦଳ ୧ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୯ଟି ଲୋକସଭା ଏବଂ ୭୨ଟି ବିଧାନସଭା କ୍ଷେତ୍ର ପାଇଁ…

ନାଁ ନନେଇ କଟାକ୍ଷ କଲେ ଅପରାଜିତା, ”ଯୋ ଡରଗୟା, ୱ ମରଗୟା”

ଭୁବନେଶ୍ୱର,୨୭।୩: ୯ ଲୋକ ସଭା ଆସନ ପାଇଁ ବିଜୁ ଜନତା ଦଳ(ବିଜେଡି) ବୁଧବାର ଟିକେଟ ଘୋଷଣା କରିଛି। ପୂର୍ବରୁ ବହୁ ଆଲୋଚନା ହେଉଥିଲେ ମଧ୍ୟ ଶ୍ରିମୟୀ ମିଶ୍ରଙ୍କୁ ଭୁବନେଶ୍ୱର ଲୋକ ସଭା ଆସନ ପାଇଁ ଟିକେଟ୍ ମିଳିନାହିଁ। ବରିଷ୍ଠ କଂଗ୍ରେସ ନେତା…

ଅପରାଜିତାଙ୍କୁ ଅଟକାଇବାକୁ ବଡ଼ ଚାଲ୍ ଚଲାଇଲା ବିଜେଡି, ଏବେ କଠିନ ହୋଇପାରେ ବିଜୟ ରାସ୍ତା

ଭୁବନେଶ୍ୱର,୨୭।୩: ବିଧାନସଭା ଏବଂ ଲୋକ ସଭା ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ୯ ଲୋକ ସଭା ଆସନ ପାଇଁ ଦଳ ଟିକେଟ ଘୋଷଣା କରିଛି। ଏଥିରେ ସବୁଠୁ ବଡ଼ ନାଁ…

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ବିଜେଡି: ଜାଣନ୍ତୁ ବିଧାନସଭା-ଲୋକ ସଭା ନିର୍ବାଚନ ଲାଗି କିଏ ପାଇଲେ ଟିକେଟ…

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନ ଲାଗି ବିଜେଡି ପକ୍ଷରୁ ବୁଧବାର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କରାଯାଇଛି। ବିଧାନସଭା ଏବଂ ଲୋକ ସଭା ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ତାଲିକାରେ କିଛି…

‘ମୋଦିଙ୍କୁ ଆଣିବାକୁ ହେଲେ ଅପରାଜିତାଙ୍କୁ ଜିତାଇବାକୁ ପଡ଼ିବ’

ଭୁବନେଶ୍ୱର,୨୭।୩: ଆଗାମୀ ସାଧାରଣ ନିର୍ବାଚନରେ ଭୁବନେଶ୍ୱର ଲୋକ ସଭା ଆସନରୁ ଲଢ଼ିବେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରାର୍ଥୀଭାବେ ଟିକେଟ ଘୋଷଣା ପରେ ବୁଧବାର ସେ ଭୁବନେଶ୍ୱର ଫେରିଛନ୍ତି। ଏହି ଅବସରରେ ତାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । କର୍ମୀଙ୍କ…

ଛତିଶଗଡ଼ରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ଟଳିଲେ ୬ ନକ୍ସଲ 

ବିଜାପୁର ,୨୭।୩: ଏନ୍‌କାଉଣ୍ଟରେ ଟଳିପଡ଼ିଲେ ନକ୍ସଲ। ଛତିଶଗଡ଼ ବିଜାପୁର ଜିଲାରେ ବୁଧବାର ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୬ ନକ୍ସଲ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ଜଣାପଡ଼ିଛି। ତେବେ ବିଜାପୁରର ଚିପୁରଭାଟି ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ…

ବିଜେଡିରେ ମିଶିଲେ ମନ୍ମଥ ରାଉତରାୟ, ଜଟଣୀ ଆସନରୁ ଲଢ଼ିବା ନେଇ ଚର୍ଚ୍ଚା !

ଭୁବନେଶ୍ୱର,୨୭।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ କୁମାର ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ଆୟୋଜିତ ଏହି ମିଶ୍ରଣ ପର୍ବରେ ବିଜେଡି ଏମ୍‌ପି ମାନସ ମଙ୍ଗରାଜ, ପୂର୍ବତନ ବିଧାୟକ ବିଭୂତି…

ଆମେରିକାର ବ୍ରିଜ୍‌ ଭୁଶୁଡିବା ଘଟଣା: ଜାହାଜ କ୍ରୁ ମେମ୍ବରଙ୍କୁ ମିଳିଲା ହିରୋ ଆଖ୍ୟା

ଓ୍ବାଶିଂଟନ୍‌,୨୭।୩: ଆମେରିକାର ମେରିଲ୍ୟାଣ୍ଡସ୍ଥିତ ବାଲଟିମୋର ସହରରେ ଏକ ନଦୀ ଉପରେ ନିର୍ମିତ ବ୍ରିଜ୍‌ ଏକ ଜାହାଜ ସହିତ ଧକ୍କା ହେତୁ ଭୁଶୁଡି ପଡିଛି। ଏହି ଦୁର୍ଘଟଣାରେ ନିଖୋଜ ଥିବା ୬ ଶ୍ରମିକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତେବେ ଜାହଜର କ୍ରୁ…

ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ଶିବସେନା (ୟୁବିଟି), ଜାଣନ୍ତୁ କେଉଁଠୁ କାହାକୁ ମିଳିଲା ଟିକେଟ୍‌

ମୁମ୍ବାଇ,୨୭।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ପରେ ସମସ୍ତ ରାଜନୈତିକ ଦଳ ନିଜର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସମସ୍ତ ଦଳ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରୁଛନ୍ତି। ବର୍ତ୍ତମାନ ଏହି ତାଲିକାରେ ଶିବସେନା (ୟବିଟି) ର ନାଁ ମଧ୍ୟ…

ନବୀନ ନିବାସରେ ବିଜେଡି ଟିକେଟ୍‌ କସରତ: ଆଜି ମୟୁରଭଞ୍ଜ ସମେତ ଏହି ୪ ଜିଲା ଉପରେ ହେବ ସମୀକ୍ଷା

ଭୁବନେଶ୍ୱର,୨୭।୩: ନବୀନ ନିବାସରେ ବିଜେଡି ଟିକେଟ୍‌ କସରତ ଆରମ୍ଭ ହୋଇଛି । ଆଜି ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକ ପାଇଁ ବୈଠକ ବସିବ। ସଂସଦୀୟ କ୍ଷେତ୍ରର ସମସ୍ତ ବିଧାୟକ ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ରହିବେ। ପୂର୍ବାହ୍ନ ୧୧ଟାରେ ମୟୁରଭଞ୍ଜ, ୧୨ଟାରେ…

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ବିରୋଧ ପ୍ରଦର୍ଶନ, ଆଜି ହାଇକୋର୍ଟରେ ହେବ ଶୁଣାଣି

ନୂଆଦିଲ୍ଲୀ,୨୭।୩: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ ହେବା ପରେ ଏଏପିର ବିରୋଧ ପ୍ରଦର୍ଶନ ଜାରି ରହିଛି। ମଙ୍ଗଳବାର ଆମ ଆଦମୀ ପାର୍ଟିର କର୍ମକର୍ତ୍ତାମାନେ ପ୍ରଧାନମନ୍ତ୍ରୀଙ୍କ ବାସଭବନକୁ ଘେରାଉ କରିବା ପାଇଁ ରାସ୍ତାରେ ତୀବ୍ର ପ୍ରତିବାଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri