ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ମୋଦି, ୧୯ଶହ କୋଟିରୁ ଉର୍ଦ୍ଧ ଟଙ୍କାର ପ୍ରକଳ୍ପର କରିବେ ଶିଳାନ୍ୟାସ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଓଡ଼ିଶାର ଯାଜପୁର ଚଣ୍ଡିଖୋଲରେ ୧୯,୬୦୦ କୋଟି ଉର୍ଦ୍ଧ ଟଙ୍କାର ଏକାଧିକ ପ୍ରକଳ୍ପର ଶିଳାନ୍ୟାସ କରିବେ। ଗ୍ରାଉଣ୍ଡରେ ପ୍ରସ୍ତୁତି ସମୀକ୍ଷା…
ଭାଜପାରେ ଯୋଗଦେଲେ ଆଇଏଏସ ଟପର୍
ଭୁବନେଶ୍ୱର,୩।୩: ପଦ୍ମ ଧରିଛନ୍ତି ଆଇଏଏସ ଟପର୍। ରବିବାର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ପୂର୍ବତନ ଆଇଏଏସ ଟପର୍ ତଥା ବିଶିଷ୍ଟ ସାହିତି୍ୟକ ଡ. ହୃଷୀକେଶ ପଣ୍ଡା ଆନୁଷ୍ଠାନିକଭାବେ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ…
ନିର୍ବାଚନ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି: ରାଜଧାନୀରେ କେନ୍ଦ୍ରୀୟ ଫୋର୍ସର ଫ୍ଲାଗମାର୍ଚ୍ଚ
ଭୁବନେଶ୍ୱର,୩।୩ (ସୂର୍ଯ୍ୟକାନ୍ତ ବେହେରା): ଆଗକୁ ସାଧାରଣ ନିର୍ବାଚନ ହେବାକୁ ଯାଉଛି । ଏନେଇ ତାରିଖ ଘୋଷଣା ହୋଇନଥିଲେ ମଧ୍ୟ ନିର୍ବାଚନ ହାୱା ଚାରି ଆଡେ ଦେଖିବାକୁ ମିଳିଲାଣି । ତେବେ ଏହା ପୂର୍ବରୁ କଡା ସୁରକ୍ଷା ପାଇଁ ଆରମ୍ଭ ହୋଇଗଲାଣି ପ୍ରସ୍ତୁତି।…
ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA
କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା ଷଡଙ୍ଗୀ…
ବୁଝି ବିଚାରି ଦିଅନ୍ତୁ ବୟାନ, ଲୋକ ସଭା ନିର୍ବାଚନ ପୂର୍ବରୁ ନେତାଙ୍କୁ ମୋଦିଙ୍କ ଉପଦେଶ
ନୂଆଦିଲ୍ଲୀ,୩।୩: ଲୋକ ସଭା ନିର୍ବାଚନ ପାଇଁ ଯୋରଦାର ପ୍ରସ୍ତୁତି ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ମାର୍ଚ୍ଚ ୩, ୨୦୨୪)ରେ କେନ୍ଦ୍ର ମନ୍ତ୍ରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମନ୍ତ୍ରୀମାନଙ୍କୁ ବୁଝି ବିଚାରି ବିବୃତ୍ତି ଦେବାକୁ କହିଥିଲେ ଏବଂ ବିବାଦୀୟ…
ଟିକେଟ୍ କଟିବା ପରେ ପ୍ରଜ୍ଞା ଠାକୁରଙ୍କ ବଡ ବୟାନ, ମୋଦିଙ୍କୁ କହିଲେ…
ନୂଆଦିଲ୍ଲୀ,୩।୩: ଚଳିତ ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଜାରି କରିଛି ଭାଜପା। ଏଥିରେ ନୂଆ ଚେହେରାଙ୍କୁ ଟିକେଟ୍ ମିଳିଥିବାବେଳେ କେତେଜଣ ପୁରୁଖା ନେତାଙ୍କ ଟିକେଟ୍ କଟିଛି। ପାର୍ଟିର ବର୍ତ୍ତମାନ ଏମପି ଥିବା ୩୪ ଜଣଙ୍କ ଟିକେଟ କଟିଥିବାବେଳେ…
କେନ୍ଦ୍ରାପଡାବାସୀଙ୍କୁ ସରକାରଙ୍କ ବଡ ଉପହାର, ଗଡିବ ମେମୁ ଟ୍ରେନ
ଭୁବନେଶ୍ୱର,୩।୩: ନିର୍ବାଚନ ପୂର୍ବରୁ ବଡ ଉପହାର ଦେଲେ ରାଜ୍ୟ ସରକାର। ବହୁ ପ୍ରତିକ୍ଷୀତ ପରାଦୀପ-ହରିଦାସପୁର ରେଳ ଲାଇନରେ ଗଡିବ ଯାତ୍ରୀବାହୀ ଟ୍ରେନ। ପାରାଦୀପରୁ କେନ୍ଦ୍ରାପଡ ଦେଇ କେନ୍ଦୁଝରକୁ ଗଡିବ ମେମୋ ଟ୍ରେନ। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପତାକା…
ରାଜନୀତିକୁ ଓହ୍ଲାଇବେ ଏହି ଚର୍ଚ୍ଚିତ ବିଚାରପତି! ଦେଲେ ସଙ୍କେତ
କୋଲକତା,୩।୩: ଆଇଏଏସ ଅଫିସରଙ୍କ ପରେ ରାନୀତିରେ ନିଜ ଭାଗ୍ୟ ପରୀକ୍ଷା କରିପାରନ୍ତି ହାଇକୋର୍ଟ ବିଚାରପତି। ପାଖେଇ ଆସିଲାଣି ନିର୍ବାଚନ। ଏ ଭିତରେ କାହାକୁ ଟିକେଟ୍ ମିଳିବ କି ମିଳିବନି ଭିତରେ ଭାଜପା ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଥିବାବେଳେ ଅନେକେ…
ଯୋଗୀଙ୍କ ଚେତାବନୀ, ଯୁବକଙ୍କ ଭବିଷ୍ୟତ ସହ ଖେଳିଲେ ସଢିବେ ଜେଲ୍ରେ
ଗୋରଖପୁର,୩।୩: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବକମାନଙ୍କୁ ଆଶ୍ୱାସନା ଦେଇ କହିଛନ୍ତି ଯେ ରାଜ୍ୟରେ ଯୁବକଙ୍କ ଭବିଷ୍ୟତ ସହିତ କେହି ଖେଳି ପାରିବେ ନାହିଁ। ଯଦି କେହି ଏହା କରନ୍ତି, ତେବେ ସେ ସାରା ଜୀବନ ଜେଲରେ ସଢିବେ।…
IAS ଅଫିସର ଏବେ ରାଜନୀତି ମୁହାଁ, ଲଢିବେ ନିର୍ବାଚନ, ଜାଣନ୍ତୁ କିଏ…
ନୂଆଦିଲ୍ଲୀ,୩।୩: ଭାରତୀୟ ଜନତା ପାର୍ଟି ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଜାରି କରିଛି। ତାଲିକାରେ ବହୁ ନୂଆ ଚେହେରାଙ୍କୁ ସୁଯୋଗ ମିଳିଥିବାବେଳେ କେତେକ ପୁରୁଖା ନେତାଙ୍କ ଟିକେଟ୍ କଟିଛି। ତେବେ ଏହାରି ଭିତରେ ଜଣେ IAS ଅଫିସର ରାନନୀତିରେ…
ରାହୁଲ କହିଲେ, ଚାଇନା-ପାକିସ୍ତାନ ଆମଠାରୁ ଭଲ
ନୂଆଦିଲ୍ଲୀ,୩।୩: ବିହାରର ରାଜଧାନୀ ପାଟଣାର ଗାନ୍ଧୀ ମୈଦାନରେ ଚାଲିଥିବା ଗ୍ରାଣ୍ଡ ଆଲାଇନ୍ସର ଜନ ବିଶ୍ୱାସ ମହାରାଲିଙ୍କ ସମୟରେ ବହୁ ସଂଖ୍ୟାରେ ଯୁବକଙ୍କୁ ଦେଖି କଂଗ୍ରେସର ଏକ ନମ୍ବର ନେତା ରାହୁଲ ଗାନ୍ଧୀ ଅଗ୍ନିବୀର ପ୍ରସଙ୍ଗ ଉଠାଇଥିଲେ। ସେ କହିଛନ୍ତି ଯେ ସେନାରେ…
ପାକିସ୍ତାନରେ ପ୍ରବଳ ବର୍ଷା, ୩୭ ମୃତ
ଇସଲାମାବାଦ,୩ା୩: ଥଣ୍ଡା ପାଗ ସହିତ ପାକିସ୍ତାନରେ ପ୍ରବଳ ବର୍ଷା ହେଉଛି। ପାକିସ୍ତାନରେ ଲଗାତର ବର୍ଷା ପରେ ଅନେକ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ବର୍ଷା ଯୋଗୁ ବର୍ତ୍ତମାନ ସୁଦ୍ଧା ୩୭ ଜଣ ଲୋକ ପ୍ରାଣ ହରାଇ ସାରିଲେଣି। ପାକିସ୍ତାନରେ ଗତ ୪୮…
Archives


