Home Middle

ପୂରା ପିଇବୁ, ପୂରା ଜିଇଁବୁ: ରାଷ୍ଟ୍ରପତି

କେନ୍ଦୁଝର,୨୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ଫେରିଛନ୍ତି। ମୟୂରଭଞ୍ଜ ଜିଲାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ପୂର୍ବାହ୍ନ ପ୍ରାୟ ୧୦.୩୦ରେ ସଦର ବ୍ଲକ ରାଇସୁଆଁ ଏୟାରଷ୍ଟ୍ରିପ୍‌ରେ ଓହ୍ଲାଇଥିଲେ। ସେଠାରୁ ସଡ଼କପଥରେ…

ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନାକୁ ମିଳିଲା କ୍ୟାବିନେଟ ମଞ୍ଜୁରୀ, ୧ କୋଟି ଘରେ ଲାଗିବ ସୋଲାର ପ୍ୟାନେଲ

ନୂଆଦିଲ୍ଲୀ,୨୯।୨: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର ଗୁରୁବାର ଏକ ପ୍ରେସ ବ୍ରିଫିଙ୍ଗରେ କହିଛନ୍ତି କେନ୍ଦ୍ର କ୍ୟାବିନେଟ ବୈଠକରେ ପିଏମ ସୂର୍ଯ୍ୟ ଘର ମାଗଣା ବିଜୁଳିକୁ ମଞ୍ଜୁରୀ ମିଳିଛି। ଏହି ଯୋଜନା ଅଧୀନରେ ୧ କୋଟି ଘର ୩୦୦…

୧୯୯୩ ସିରିଏଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ଖଲାସ

ନୂଆଦିଲ୍ଲୀ,୨୯।୨: ୧୯୯୩ ସିରିଏଲ ବୋମା ବିସ୍ଫୋରଣ ମାମଲାରେ ମୁଖ୍ୟ ଅଭିଯୁକ୍ତ ଥିବା ଅବଦୁଲ କରିମ ଟୁଣ୍ଡା ଗୁରୁବାର (୨୯ ଫେବୃଆରୀ) କୋର୍ଟ ଦ୍ୱାରା ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହ କଥାବାର୍ତ୍ତା କରି ତାଙ୍କ ଓକିଲ ଶଫକତ ସୁଲତାନି…

୨୧,୪୨୭ ବସ୍ତି ବାସିନ୍ଦା ପରିବାରକୁ ଭୂମି ଅଧିକାର ପ୍ରମାଣପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯ା୨(ଅସମାପିକା ସାହୁ): ରାଜ୍ୟର ସହର ବିକାଶ ଇତିହାସରେ ଆଜି ଏକ ନୂଆ ମାଇଲଷ୍ଟୋନ ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫-ଟି ଉପକ୍ରମରେ ସହରବାସୀଙ୍କ ନିମନ୍ତେ ଅନେକ ସୁବିଧା ଯଥା ରାସ୍ତାଘାଟ, ପିଇବା ପାଣି,ସ୍ବରେଜ ସିଷ୍ଟମ ଏବଂ ଅନେକ ନାଗରିକ…

ଭାଜପାରେ ଯୋଗଦେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୨୯ା୨(ପ୍ରଭାତ ପାଣିଗ୍ରାହୀ): ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଶେଷରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ କରିଛନ୍ତି। ଗୁରୁବାର ଅପରାହ୍ନରେ ଭୁବନେଶ୍ବର ଦଳୀୟ କାର୍ଯ୍ୟାଳୟରେ ସମର୍ଥକଙ୍କ ସହ ଆସି ଦଳରେ ଯୋଗଦାନ କରିଛନ୍ତି। ଏହି ସମୟରେ ଦଳୀୟ…

ଭାଜପାରେ ଯୋଗ ଦେବେ ପ୍ରଶାନ୍ତ ଜଗଦ୍ଦେବ!

ଭୁବନେଶ୍ୱର,୨୯ା୨: ଚିଲିକାର ବିଜେଡି ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଭାଜପାରେ ମିଶିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଗୁରୁବାର ଅପରାହ୍ନରେ ସେ ଭାଜପାର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଦଳରେ ଯୋଗ ଦେଇ ପାରନ୍ତି ବୋଲି ଆଲୋଚନା ହେଉଛି। ସୂଚନାଯୋଗ୍ୟ, ପଞ୍ଚାୟତ ସମିତି ଅଧ୍ୟକ୍ଷ…

ଶ୍ରୀମନ୍ଦିର ରତ୍ନ ଭଣ୍ଡାର ଅଳଙ୍କାର ତାଲିକା ପ୍ରସ୍ତୁତି ତଦାରଖ ପାଇଁ କମିଟି ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୨: ଓଡିଶା ହାଇକୋର୍ଟଙ୍କ ଶ୍ରୀ ଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସମ୍ପର୍କିତ ନିର୍ଦ୍ଦେଶ ଅନୁଯାୟୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସୁପ୍ରିମ କୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ୍ ପଶାୟତଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟି ରତ୍ନ ଭଣ୍ଡାରରେ…

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର ଓଡିଶା ଭାଜପା ସଭାପତି ମନମୋହନ ସାମଲ ଏହି ପ୍ରସଙ୍ଗରେ ସୂଚନା ଦେଇଛନ୍ତି। ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ସାମଲ କହିଛନ୍ତି ଯେ…

ଜଳୁଛି ଟେକ୍ସାସ ଜଙ୍ଗଲ: ପରମାଣୁ ଅସ୍ତ୍ରଶସ୍ତ୍ର ୟୁନିଟ୍‌ରେ କାମ ବନ୍ଦ

ଓ୍ବାଶିଂଟନ,୨୯ା୨: ଟେକ୍ସାସ ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି। ଫଳରେ ପ୍ରଭାବିତ ଅଞ୍ଚଳରୁ ଲୋକଙ୍କୁ ବୁଧବାର ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି। ଏହା ହଜାର ହଜାର ଲୋକଙ୍କୁ ପ୍ରଭାବିତ କରି ଏହି ଅଞ୍ଚଳରେ ବିଦ୍ୟୁତ୍‌ କାଟ୍‌ ଘଟାଇଥିବା ବେଳେ ପ୍ରବଳ ପବନ, ଶୁଖିଲା ଘାସ…

କଂଗ୍ରେସର ୬ ବିଧାୟକଙ୍କୁ ଅଯୋଗ୍ୟ ଘୋଷଣା କଲେ ବାଚସ୍ପତି

ଶିମଲା,୨୯।୨: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାର ସଂଖ୍ୟାଗରିଷ୍ଠତା ସତ୍ତ୍ୱେ ଭାଜପାକୁ ଯାଉଥିବା ରାଜ୍ୟ ସଭା ଆସନ ରାଜନୈତିକ ଅସ୍ଥିରତା ସୃଷ୍ଟି କରିଛି। ବିଦ୍ରୋହୀ କଂଗ୍ରେସ ବିଧାୟକଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସମସ୍ତ ୬ ଜଣ ବିଦ୍ରୋହୀ ବିଧାୟକଙ୍କୁ ଅଯୋଗ୍ୟ…

ବିଶୃଙ୍ଗଳିତ ଆଚରଣ ପଡିଲା ମହଙ୍ଗା; ବାଧ୍ୟତାମୂଳକ ଅବସର ନେଲେ ଭିସୁଟ ପ୍ରଫେସର

ସମ୍ବଲପୁର,୨୯।୨: ଭିସୁଟ ସହକାରୀ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀଙ୍କୁ ଦିଆଯାଇଛି ବାଧ୍ୟତାମୂଳକ ଅବସର । କୂଳପତି ପ୍ରଫେସର ବଂଶୀଧର ମାଝୀଙ୍କ ନିର୍ଦ୍ଦେଶ କ୍ରମରେ ରେଜିଷ୍ଟାର ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି । ଆସୋସିଏଟ ପ୍ରଫେସର ଡକ୍ଟର ଶିବ ପ୍ରସାଦ ପାଣିଗ୍ରାହୀ…

ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri