ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ
ଭୁବନେଶ୍ୱର,୧୬ା୩: ଶନିବାର ଭାରତ ନିର୍ବାଚନ ଆୟୋଗ ରାଜ୍ୟରେ ୨୧ଟି ଲୋକ ସଭା ଏବଂ ୧୪୭ ବିଧାନସଭା ପାଇଁ ଏକକାଳୀନ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଏହି ଅନୁଯାୟୀ, ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା…
ନାଁ ଲୁଚାଇ କୋଟି କୋଟି ଟଙ୍କାର ବଣ୍ଡ କିଣିଛନ୍ତି ଏହିସବୁ ବଡ କମ୍ପାନୀ
ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନର ଶୁକ୍ରବାର ଇଲେକ୍ଟୋରଲ ବଣ୍ଡର ଡାଟା ରିଲିଜ୍ କରିଛନ୍ତି। ଯେଉଁଥିରେ ବହୁ ବଡ ବଡ କମ୍ପାନୀ, ଖଣି ଓ ଷ୍ଟିଲ କମ୍ପାନୀ ମଧ୍ୟ ଇଲେକ୍ଟୋରଲ ବଣ୍ଡ ବିଣିଥିବା ଜଣାପଡିଛି। ପ୍ରାୟ ୩୦ଟି ଫାର୍ମା କମ୍ପାନୀ ୯୦୦କୋଟି ଟଙ୍କାର ବଣ୍ଡ…
ଏହିସବୁ ଔଷଧ କମ୍ପାନୀ ରାଜନୈତିକ ଦଳଙ୍କୁ ଦେଇଛନ୍ତି କୋଟି କୋଟି ଚାନ୍ଦା
ନୂଆଦିଲ୍ଲୀ,୧୬।୩: ନିର୍ବାଚନ କମିଶନର ଶୁକ୍ରବାର ଇଲେକ୍ଟୋରଲ ବଣ୍ଡର ଡାଟା ରିଲିଜ୍ କରିଛନ୍ତି। ଯେଉଁଥିରେ ବହୁ ବଡ ବଡ କମ୍ପାନୀ, ଖଣି ଓ ଷ୍ଟିଲ କମ୍ପାନୀ ମଧ୍ୟ ଇଲେକ୍ଟୋରଲ ବଣ୍ଡ ବିଣିଥିବା ଜଣାପଡିଛି। କିନ୍ତ ଜାଣି ଆଶ୍ଚର୍ଯ୍ୟ ହେବେ ପ୍ରାୟ ୩୦ଟି ଫାର୍ମା…
ଜାଣନ୍ତୁ ଓଡ଼ିଶାର କେଉଁ ଜିଲାରେ କେବେ ଭୋଟ୍
ଭୁବନେଶ୍ୱର,୧୬ା୩: ସାଧାରଣ ନିର୍ବାଚନ ୨୦୨୪ ପାଇଁ ଶନିବାର ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ସମଗ୍ର ଦେଶରେ ୭ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବାକୁ…
ନିର୍ବାଚନ କମିଶନରଙ୍କ ବଡ ଘୋଷଣା, ପ୍ରାର୍ଥୀ ଦେଇ ପାରିବେ ନାହିଁ ଏହି ଦଳ
ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକସଭା ନିର୍ବାଚନ ନେଇ ନିର୍ବାଚନ କମିଶନର ତାରିଖ ଘୋଷଣା କରିଛନ୍ତି । ରାଜୀବ କୁମାରଙ୍କ ସୂଚନା ମୁତାବକ ଦେଶରେ ୭ଟି ପର୍ଯ୍ୟାୟରେ ମତଦାନ ହେବ । ମେ ମାସ ୧୩ ତାରିଖରେ ଓଡିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ…
ଲୋକ ସଭା ସହ ୪ ରାଜ୍ୟରେ ହେବ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକ ସଭା ନିର୍ବାଚନର ତାରିଖ ଘୋଷଣା କରାଯାଇଛି। ଦେଶର ସମସ୍ତ ୫୪୩ ଟି ଆସନ ପାଇଁ ଭୋଟ ଦେବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ ଆୟୋଗ। ଲୋକ ସଭା ନିର୍ବାଚନ ସହିତ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ…
ଘୋଷଣା ହେଲା ନିର୍ବାଚନ ତାରିଖ, ଓଡ଼ିଶାରେ ୪ ପର୍ଯ୍ୟାୟରେ ଭୋଟ୍
ଭୁବନେଶ୍ୱର,୧୬ା୩: ବାଜିଲା ନିର୍ବାଚନୀ ବିଗୁଲ୍। ଶନିବାର ସାଧାରଣ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି। ଏନେଇ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ଏକ ପ୍ରେସ୍ମିଟ୍ରେ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ତାରିଖ ଘୋଷଣା କରିଛନ୍ତି। ଲୋକ ସଭା ଏବଂ ଓଡ଼ିଶା ବିଧାନସଭା…
ଘୋଷଣା ହେଲା ବହୁ ପ୍ରତିକ୍ଷିତ ଲୋକ ସଭା ନିର୍ବାଚନ ତାରିଖ, ୧୯ ଏପ୍ରିଲରେ ମତଦାନ, ୪ ଜୁନରେ ଫଳାଫଳ, ୭ ପର୍ଯ୍ୟାୟରେ ହେବ ଭୋଟ ଗ୍ରହଣ
ନୂଆଦିଲ୍ଲୀ,୧୬।୩: ନିର୍ବାଚନ ଆୟୋଗ ଶନିବାର ଅପରାହ୍ନ ପ୍ରାୟ ୩ ଟାରେ ଲୋକ ସଭା ନିର୍ବାଚନ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି। ସାତୋଟି ପର୍ଯ୍ୟାୟରେ ଲୋକ ସଭା ନିର୍ବାଚନ ଅନୁଷ୍ଠିତ ହେବ। ପ୍ରଥମ ପର୍ଯ୍ୟାୟ ଏପ୍ରିଲ ୧୯ରୁ ଆରମ୍ଭ ହେବ ଏବଂ ସମସ୍ତ…
ଆପରାଧିକ ମାମଲା ଥିଲେ ପ୍ରାର୍ଥୀ ବିଜ୍ଞାପନ ଜରିଆରେ ଜଣାଇବେ: ଇସି
ନୂଆଦିଲ୍ଲୀ,୧୬ା୩: ଶନିବାର ସାଧାରଣ ନିର୍ବାଚନ ୨୦୨୪ ନେଇ ପ୍ରେସ୍ମିଟ୍ ଆରମ୍ଭ ହୋଇଛି। ଆଉ କିଛି ସମୟ ମଧ୍ୟରେ ନିର୍ବାଚନ ତାରିଖ ଘୋଷଣା କରାଯିବ। ଏନେଇ ଭାରତୀୟ ନିର୍ବାଚନ କମିଶନ ରାଜୀବ କୁମାର ସୂଚନା ଦେଉଛନ୍ତି। ସେ କହିଛନ୍ତି, କୌଣସି ପ୍ରାର୍ଥୀଙ୍କ ନାମରେ…
ହେବନି ନିର୍ବାଚନ! ଯେତେବେଳେ ମୁଖ୍ୟ ନିର୍ବାଚନ କମିଶନରଙ୍କ କଥା ଶୁଣି ସ୍ତବ୍ଧ ହୋଇ ଯାଇଥିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୬।୩: ଆଉ କିଛି ସମୟ ପରେ ଘୋଷଣା ହେବ ନିର୍ବାଚନ ତାରିଖ। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ସାମ୍ବାଦିକ ସମ୍ମିଳନୀ କରୁଛନ୍ତି। ଯେଉଁଥିରେ ସେ ନିର୍ବାଚନ ତାରିଖ ଘୋଷଣା କରିବେ। ଜାଣି ଆଶ୍ଚର୍ଯ୍ୟ ହେବେ ଭାରତରେ ଜଣେ ମୁଖ୍ୟ ନିର୍ବାଚନ…
ଲୋକ ସଭା ନିର୍ବାଚନରେ ୫୫ ଲକ୍ଷ ଇଭିଏମର ହେବ ବ୍ୟବହାର, ପ୍ରଥମଥର ୧.୮୨ କୋଟି ଭୋଟର କରିବେ ମତଦାନ
ନୂଆଦିଲ୍ଲୀ,୧୬।୩: ୨୦୨୪ ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ସମ୍ପର୍କରେ ଦେଶର ନିର୍ବାଚନ ଆୟୋଗର ଏକ ଖବରଦାତା ସମ୍ମିଳନୀ ଚାଲିଛି। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର କହିଛନ୍ତି ଯେ ଲୋକ ସଭା ନିର୍ବାଚନରେ ୫୫ ଲକ୍ଷ ଇଭିଏମ ବ୍ୟବହାର କରାଯିବ।…
ଲୋକ ସଭା ନିର୍ବାଚନ ପୂର୍ବରୁ ‘ମେରା ଭାରତ ମେରା ପରିବାର କ୍ୟାମ୍ପେନ’ ଆରମ୍ଭ କଲେ ମୋଦି, ଏକ୍ସରେ ଶେୟାର କଲେ ଭିଡିଓ
ନୂଆଦିଲ୍ଲୀ,୧୬।୩: ଲୋକ ସଭା ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ‘ମେରା ଭାରତ, ମେରା ପରିବାର’ ଅଭିଯାନ ଆରମ୍ଭ କରିଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓରେ ଅଭିଯାନର…
Archives


