Home Middle

ରାଜସ୍ଥାନର ଅଷ୍ଟମ ବିଜୟ, ସଞ୍ଜୁ ସାମସନ୍‌ଙ୍କ ଅଧିନାୟକ ପାଳି

ନୂଆଦିଲ୍ଲୀ,୨୭ା୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ରେ ଶନିବାର ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ୭ ଉଇକେଟରେ ହରାଇ ଅଷ୍ଟମ ବିଜୟ ହାସଲ କରିଛି ରାଜସ୍ଥାନ ରୟାଲ୍ସ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଲକ୍ଷ୍ନୌ ୨୦ ଓଭରରେ ୫ ଉଇକେଟ ହରାଇ ୧୯୬ ରନ୍‌…

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌। ଏଠାରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଆ ହେଉଛି ଭାରତୀୟ ଜନତା ପାର୍ଟି…

କଟକ-ବାରବାଟୀରୁ ଲଢ଼ିବେ ମୋକିମ୍‌ଙ୍କ ଝିଅ ସୋଫିଆ, ନାଁ ସୁପାରିସ କଲା କଂଗ୍ରେସ

କଟକ,୨୭ା୪: କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ ରାଜନୀତିକୁ ଓହ୍ଲାଇବା ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ତେବେ ସୋଫିଆଙ୍କୁ ବିଧାୟିକା ପ୍ରାର୍ଥୀ କରିବା ପାଇଁ ଶନିବାର ତାଙ୍କ ନାଁ ସୁପାରିସ କରିଛି ପ୍ରଦେଶ କଂଗ୍ରେସ। ଏନେଇ ଏଆଇସିସିକୁ ପ୍ରସ୍ତାବ…

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି। ସେହିପରି ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଟିକେଟ୍‌ ମିଳିଥିବାବେଳେ ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁଙ୍କୁ ଟିକେଟ୍‌ ମିଳିଛି।…

ସିଦ୍ଧାନ୍ତ-ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଅନୁଭବ…

ଭୁବନେଶ୍ୱର,୨୭।୪: ୮ଟି ଆସନ ପ୍ରାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି। ଯେଉଁଥିରେ ଅଭିନେତା ଅରିନ୍ଦମ ରାଏଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ନେଇଛି। କିନ୍ତୁ ଅନୁଭବ ମହାନ୍ତିଙ୍କୁ ନିରାଶ କରିଛି ବୋଲି କୁହାଯାଉଛି। ବାରବାଟୀ-କଟକ ନଚେତ ସାଲେପୁରରୁ ଦଳ…

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ ସାହୁଙ୍କୁ ଦଳ ପ୍ରାର୍ଥୀ କରିଥିବା ବେଳେ ଆଉ ୩ ଆସନ ବାକିଅଛି। ଏହି ଆସନଗୁଡ଼ିକ…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବୀନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ…

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି । ଦଳ…

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅଣ୍ଡିଆ , ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତି, ହିନ୍ଦୋଳରୁ ସୀମାରାଣୀ…

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ ପ୍ରଚାର ଆରମ୍ଭ କରିଛନ୍ତି। ଯାହାର ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି କି,…

ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା

ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍‌ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ…

ସମୀର ଦାସଙ୍କୁ ନେଇ ଆସିଲା ବଡ଼ ଖବର, ସମର୍ଥକ କହିଲେ ଟିକେଟ ଦିଅ ନ ହେଲେ ଦଳ ଛାଡ଼ିବୁ

ଭୁବନେଶ୍ୱର,୨୭।୪: ବିଧାୟକ ସମୀର ଦାଶଙ୍କ ଟିକେଟ କଟିବା ପରେ ସରଗରମ ନିମାପଡା ରାଜନୀତି । ସମର୍ଥକଙ୍କୁ ନେଇ ମେଳି ବାନ୍ଧୁଛନ୍ତି ସମୀର । ୩୦ ତାରିଖ ସୁଦ୍ଧା ଦଳ ସମୀରଙ୍କୁ ଟିକେଟ ଦେବା ନେଇ ପୁନଃବିଚାର ନ କଲେ ବିଜେଡିରୁ ସମୂହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri