Home Middle

ପଦ୍ମଶ୍ରୀ ଗ୍ରହଣ କଲେ ଗୋପୀନାଥ, ବିନୋଦ ପଶାୟତ

ଭୁବନେଶ୍ୱର,୨୨।୪(ଶର୍ମିଷ୍ଠା ପାଣିଗ୍ରାହୀ): ପଦ୍ମଶ୍ରୀ ଗ୍ରହଣ କଲେ ୨ ଓଡ଼ିଆ। କୃଷ୍ଣ ଲୀଳାର ସଙ୍ଗୀତକାର ଗୁରୁ ଗୋପୀନାଥ ସ୍ବାଇଁ ଓ ସମ୍ବଲପୁରର ନାଟ୍ୟକାର ତଥା ଗୀତିକାର ବିନୋଦ ପଶାୟତଙ୍କୁ ସୋମବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି।…

ଗୋଟିଏ ଲୋକ ସଭା, ୧୧ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ସିପିଆଇ, ଏମାନଙ୍କୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୨।୪: ଓଡ଼ିଶା ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣା କଲା ସିପିଆଇ। ଜଗତ୍‌ସିଂହପୁର ଲୋକ ସଭା ସମେତ ୧୧ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ପାଇଛି। ରକେଶ ସେଠୀ ଜଗତ୍‌ସିଂହପୁରରୁ ସିପିଆଇ ଏମ୍‌ପି ପ୍ରାର୍ଥୀ। ସେହିପରି ଛତ୍ରପୁରରେ ଗୁରୁନାଥ ପ୍ରଧାନ, ସୁନ୍ଦରଗଡରୁ…

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି) ଦ୍ୱାରା ପ୍ରକାଶିତ ଏହି ତାଲିକାରେ ସମୁଦାୟ ୭ଜଣ ପ୍ରାର୍ଥୀଙ୍କ ନାମ ରହିଛି, ଯେଉଁଥିରୁ ପାଞ୍ଚ…

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ (ଏସ୍‌ଆଇ)ରୁ ପ୍ରତିକ୍ରିୟା ମାଗିଛନ୍ତି। ଜଷ୍ଟିସ ଅଭୟ ଏସ୍‌ ଓକା ଏବଂ ଉଜ୍ଜଲ ଭୂୟାଁଙ୍କ ଏକ…

ବିଜେଡି ଛାଡ଼ିବା ପରେ ଏମିତି କହିଲେ ବିମ୍ବାଧର କୁଅଁର

ବରଗଡ଼,୨୨ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ସୋମବାର ପୂର୍ବତନ ମନ୍ତ୍ରୀ ବିମ୍ବାଧର କୁଅଁର ବିଜେଡି ଛାଡ଼ି ପୁଣି ଭାଜପାକୁ ଫେରିଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ମେଲ୍‌ ଯୋଗେ…

ଅମ୍ପାୟାରଙ୍କ ସହ ଯୁକ୍ତିତର୍କ କରିବା କୋହଲିଙ୍କୁ ପଡ଼ିଲା ମହଙ୍ଗା, ବିସିସିଆଇ ନେଲା କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୨।୪: ଆଇପିଏଲ ୨୦୨୪ରେ କୋଲକାତା ନାଇଟ ରାଇଡର୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ରବିବାର ଏକ ମ୍ୟାଚ ହୋଇଥିଲା। ଯେଉଁଥିରେ କେକେଆର୍‌ ୧ ରନ୍‌ରେ ଏକ ରୋମାଞ୍ଚକର ବିଜୟ ପଞ୍ଜିକରଣ କରିଥିଲା। ମୁକାବିଲା ବ୍ୟତୀତ ବିରାଟ କୋହଲିଙ୍କ ନୋ-ବଲ ବିବାଦ…

୧୦ ବର୍ଷ ପରେ ଭାଜପାକୁ ଫେରିଲେ ପୂର୍ବତନ ମନ୍ତ୍ରୀ

ଭୁବନେଶ୍ୱର,୨୨ା୪: ଦୀର୍ଘ ୧୦ ବର୍ଷ ପରେ ପୁଣି ଭାଜପାକୁ ଫେରିଛନ୍ତି ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭାଜପା ସଭାପତି ବିମ୍ବାଧର କୁଅଁର। ରାଜ୍ୟ କାର୍ଯ୍ୟାଳୟରେ ସଭାପତିଙ୍କ ଉପସ୍ଥିତିରେ ସୋମବାର ବିମ୍ବାଧର ପଦ୍ମ ଧରିଛନ୍ତି। ସୂଚନାଯୋଗ୍ୟ, ବିମ୍ବାଧର ବରଗଡ଼ ଜିଲାର ଭଟଲୀ ଆସନରୁ…

ମାହାଙ୍ଗା ଡବଲ ମର୍ଡର ମାମଲା: ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ

କଟକ,୨୨ା୪: କଟକ ଜିଲା ମାହାଙ୍ଗା ଡବଲ ମର୍ଡର ମାମଲାର ଶୁଣାଣି ସୋମବାର ଶେଷ ହୋଇଛି। ତେବେ ଆଜି ଏହି ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି ହାଇକୋର୍ଟ। ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ ଜେନା। ପ୍ରତାପଙ୍କ ବିରୋଧରେ ମାମଲା…

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ କେଜ୍‌ରିଓ୍ବାଲ୍‌ଙ୍କ ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିଛନ୍ତି। ନିୟମିତ ଇନ୍‌ସୁଲିନ ଦେବା ପାଇଁ ଅରବିନ୍ଦଙ୍କ ପକ୍ଷରୁ…

ଇସ୍ରାଏଲ ତିକ୍ତତା ମଧ୍ୟରେ ପାକିସ୍ତାନରେ ପହଞ୍ଚିଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ,୨୨ା୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ କଡ଼ା ସୁରକ୍ଷା ମଧ୍ୟରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ତିନି ଦିନିଆ ସରକାରୀ ଗସ୍ତରେ ସୋମବାର ପହଞ୍ଚିଛନ୍ତି। ଏନେଇ ବୈଦେଶିକ କାର୍ଯ୍ୟାଳୟ ସୂଚନା ଦେଇଛି। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏକ ବିବୃତ୍ତିରେ କହିଛି ଯେ, ଇରାନ…

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ୱର, ୨୨।୪: ସାଧାରଣ ନିର୍ବାଚନ ପାଇଁ ପ୍ରଚାର କରିବାକୁ ଓଡ଼ିଶା ଗସ୍ତରେ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଏହି ସମୟରେ ସମୟରେ ସେ ଏପ୍ରିଲ ୨୮ ରେ ସାଲେପୁର ଗସ୍ତ କରିବେ ବୋଲି ରାଜ୍ୟ କଂଗ୍ରେସ ଦାୟିତ୍ୱରେ ଥିବା ଅଜୟ…

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା ୬ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୫ ନୂଆ ମୁହଁ ଦେଖିବାକୁ ମିଳିଛି। କାକଟପୁରରୁ ତୁଷାରକାନ୍ତି ବେହେରାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri