ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ପରିସରେ ଭବ୍ୟ ଦୃଶ୍ୟ, ଦେଖନ୍ତୁ ଫଟୋ
ଭୁବନେଶ୍ୱର,୮।୩: ମହାଶିବରାତ୍ରି ଅବସରରେ ଓଡ଼ିଶାର ସମସ୍ତ ଶୈବପୀଠ ରେ ଭକ୍ତି, ଭବ୍ୟ ମାହୋଲ। ରାଜଧାନୀ ଭୁବନେଶ୍ୱରର ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ହଜାର ହଜାର ଶ୍ରଦ୍ଧାଳୁ ଦର୍ଶନ ପାଇଁ ଲମ୍ବା ଲଇଁ ଲଗାଇଛନ୍ତି। ସନ୍ଧ୍ୟା ସମୟରେ ମନ୍ଦିର ପରିସରଠୁ ଆରମ୍ଭ କରି ବିନ୍ଦୁ…
ଓ୍ବାୟନାଡରେ ରାହୁଲଙ୍କୁ ମୁକାବିଲା କରିବେ ଏହି ପାଓ୍ବରଫୁଲ ମହିଳା
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକାରେ କଂଗ୍ରେସ ୩୯ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ କେରଳର ୱାୟାନାଡରୁ ନିର୍ବାଚନ ଲଢୁଥିବାବେଳେ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମରୁ…
ଲୋକସଭା ନିର୍ବାଚନରେ ମହିଳାଙ୍କୁ ୩୩% ଆସନରେ ଟିକେଟ୍ ଦେବ ବିଜେଡି: କାର୍ତ୍ତିକ ପାଣ୍ଡିଆନ
ଭୁବନେଶ୍ୱର,୮।୩: ଭାରତୀୟ ଜନତା ପାର୍ଟି(ଭାଜପା) ଏବଂ ବିଜୁ ଜନତା ଦଳ(ବିଜେଡି) ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ମଧ୍ୟରେ ବଡ ବୟାନ ଦେଇଛନ୍ତି ଫାଇଭ ଟି ଏବଂ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଗତ ନିର୍ବାଚନ ଭଳି ଆଗାମୀ ଲୋକସଭା…
Electoral Bonds ସହ ଜଡିତ ତଥ୍ୟକୁ SBI କଲା ଡିଲିଟ୍
ନୂଆଦିଲ୍ଲୀ,୮।୩: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ନିଜ ୱେବସାଇଟରୁ ନିର୍ବାଚନ ବଣ୍ଡ ସହ ଜଡିତ ସୂଚନାଗୁଡ଼ିକୁ ହଟାଇ ଦେଇଛି। ବ୍ୟାଙ୍କ ଏସବୁ ଏପରି ସମୟରେ କରିଛିି ଯେତେବେଳେ ନିର୍ବାଚନ ବଣ୍ଡର ତଥ୍ୟ ଦାଖଲ କରିବାକୁ କୋର୍ଟକୁ ଜୁନ ୩୦ ପର୍ଯ୍ୟନ୍ତ…
Video: ମେଣ୍ଟ ପାଇଁ ହୋଇନାହିଁ ଆଲୋଚନା, ଦିଲ୍ଲୀରୁ ଫେରି ମନମୋହନ ସାମଲଙ୍କ ସୂଚନା
ଭୁବନେଶ୍ୱର,୮।୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ଦୀର୍ଘ ୧୫ ବର୍ଷ ପରେ ପୁଣି ମେଣ୍ଟ ହେଉଥିବା ଆଲୋଚନା ହେଉଛି। ଏହାରି ମଧ୍ୟରେ ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ବଡ ବୟାନ ଦେଇଛନ୍ତି ଭାଜପା ସଭାପତି ମନମୋହନ ସାମଲ। ”ଦିଲ୍ଲୀ ଗସ୍ତ…
କଂଗ୍ରେସର ପ୍ରଥମ ତାଲିକା ଜାରି: ୧୨ ପ୍ରାର୍ଥୀ ୫୦ ବର୍ଷରୁ କମ୍, ତାଲିକାରେ ମୁସଲମାନ ସହିତ ଏହି ସମ୍ପ୍ରଦାୟ
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରଥମ ପର୍ଯ୍ୟାୟ ତାଲିକା ପ୍ରକାଶ କରିଛି। କଂଗ୍ରେସର ପ୍ରଥମ ତାଲିକାରେ ୧୨ ଜଣ ପ୍ରାର୍ଥୀଙ୍କ ବୟସ ୫୦ ବର୍ଷରୁ କମ ହୋଇଥିବାବେଳେ ୨୪ ଜଣ ପ୍ରାର୍ଥୀ ଅନୁସୂଚିତ ଜାତି-ଜନଜାତି, ପଛୁଆ ବର୍ଗ ଏବଂ ସଂଖ୍ୟାଲଘୁ…
କଂଗ୍ରେସ ଘୋଷଣା କଲା ପ୍ରଥମ ପ୍ରାର୍ଥୀ ତାଲିକା, ୱାୟନାଡରୁ ଲଢ଼ିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୮।୩: ଲୋକସଭା ନିର୍ବାଚନ ୨୦୨୪ ପାଇଁ ୩୯ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ଘୋଷଣା କରିଛି କଂଗ୍ରେସ। ପୁଣିଥରେ ରାହୁଲ ୱାୟନାଡରୁ ପ୍ରତିଦ୍ୱନ୍ଦ୍ୱିତା କରିବେ । ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି (ସିଇସି) ବୈଠକର ଗୋଟିଏ ଦିନ ପରେ ଶୁକ୍ରବାର ଦିନ କଂଗ୍ରେସର…
ଧୋନୀଙ୍କ ଅଧିନାୟକତ୍ୱରେ ଚେନ୍ନାଇର ଜିତିବା ସମ୍ଭାବନା ଅଧିକ: ମୋଇନ ଅଲି
ନୂଆଦିଲ୍ଲୀ,୮।୩: କ୍ୟାପଟେନ କୁଲ୍ ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱରେ ଚେନ୍ନାଇ ସୁପର କିଙ୍ଗ୍ସ ନିକଟରେ ସବୁବେଳେ ଜିତିବାର ସୁଯୋଗ ରହିଥାଏ। କାଗଜରେ ଦଳ ଏତେ ଶକ୍ତିଶାଳୀ ଲାଗୁ ନଥିଲେ ମଧ୍ୟ ଏଭଳି ଅନୁଭବ କରୁଛନ୍ତି ଇଂଲଣ୍ଡ ଅଲରାଉଣ୍ଡର ମୋଇନ୍ ଅଲି। ମୋଇନ୍…
ବିଜେଡି କଥାରେ ରାଜି ହେଉନି ଭାଜପା, ସିଟ୍ ବଣ୍ଟାକୁ ନେଇ କେଁ
ଭୁବନେଶ୍ୱର,୮।୩: ଭାଜପା-ବିଜେଡି ମେଣ୍ଟ ଡିଲ୍ ଫାଇନାଲ । ଦିଲ୍ଲୀରେ ଭାଜପାର କୋର୍ ଟିମ ସହ କେନ୍ଦ୍ରୀୟ ନେତୃତ୍ୱ ଉପସ୍ଥିତ । ସେପଟେ ଦିଲ୍ଲୀ ଯାଇ ଫେରିଲେଣି ରାଜ୍ୟ ବିଜେଡିର ଦୁଇ ବଡ ଚେହେରା । ତେବେ ମେଣ୍ଟ ଚର୍ଚ୍ଚା ଏକରକମ ଫାଇନାଲ…
ମୋଦିଙ୍କୁ ନୋବେଲ ପୁରସ୍କାର ଦେବାକୁ ଦାବି
ନୂଆଦିଲ୍ଲୀ,୮।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୋବେଲ ଶାନ୍ତି ପୁରସ୍କାର ଦେବାକୁ ହିନ୍ଦୁ ସେନା ଦାବି କରିଛି। ହିନ୍ଦୁ ସେନାର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ବିଷ୍ଣୁ ଗୁପ୍ତା ନୋବେଲ ଫାଉଣ୍ଡେସନକୁ ଏକ ଚିଠି ପଠାଇଛନ୍ତି। ଏହି ଚିଠିକୁ ସରକାରୀ ଇମେଲ ଆଇଡି ଏବଂ…
ରଣବୀରଙ୍କୁ ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୮ା୩: ନ୍ୟାଶନାଲ କ୍ରିଏଟର ଆଓ୍ବାର୍ଡ ୨୦୨୪ କାର୍ଯ୍ୟକ୍ରମ ଦିଲ୍ଲୀର ଭାରତମଣ୍ଡପମଠାରେ ଚାଲିଛି। ଯେଉଁଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ଇନଫ୍ଲୁଏନ୍ସର୍ସଙ୍କୁ ସମ୍ମାନିତ କରିଛନ୍ତି। ଇନ୍ଷ୍ଟାଗ୍ରାମ ଏବଂ ୟୁଟ୍ୟୁବ୍ରେ ଲୋକପ୍ରିୟ ତଥା ପ୍ରତିଭାଶାଳୀ ରଣବୀର ଆହ୍ଲାବାଦିଆଙ୍କ ନାମ ଏଥିରେ ରହିଛି। ରଣବୀରଙ୍କର…
‘ଆମେ ଏକା ଲଢ଼ିଲେ ଭଲ କରିବୁ’
ଭୁବନେଶ୍ୱର,୮ା୩: ରାଜ୍ୟରେ ଆସନ୍ତା ନିର୍ବାଚନ ପାଇଁ ବିଜେଡି ଏବଂ ଭାଜପା ମଧ୍ୟରେ ମେଣ୍ଟ ସମ୍ଭାବନାକୁ ନେଇ ନାନା ଆଲୋଚନା ହେଉଛି। ଶାସକ ବିଜେଡି ଓ ମୁଖ୍ୟ ବିରୋଧୀ ଭାଜପା ଏକାଠି ଲଢ଼ିବାକୁ ଅନେକେ ନାପସନ୍ଦ କରି ସୋସିଆଲ ମିଡିଆରେ ମନ୍ତବ୍ୟ ଦେଉଛନ୍ତି।…
Archives


