Home Middle

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧ ଏବଂ ୨୨ ତାରିଖରେ କାଳବୈଶାଖୀ ପ୍ରଭାବ ହେତୁ ୨୧ରୁ ୨୪ ମଧ୍ୟରେ ରାଜ୍ୟର ଅନେକ…

ଇସ୍ରାଏଲ କେମିତି କଲା ଆକ୍ରମଣ, ଇରାନର କେତେ ହେଲା କ୍ଷତି ଜାଣନ୍ତୁ ସେ ସମ୍ପର୍କରେ…

ତେହରାନ,୧୯ା୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ବିଶ୍ୱଯୁଦ୍ଧର ଆଶଙ୍କା ଆହୁରି ଗଭୀର ହେବାକୁ ଲାଗିଲାଣି। ଇସ୍ରାଏଲ ଦ୍ୱାରା ଇରାନ ଉପରେ କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍‌ ଆକ୍ରମଣ ଖବର ତୃତୀୟ ବିଶ୍ୱଯୁଦ୍ଧର ଭୟ ସୃଷ୍ଟି କରିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶୁକ୍ରବାର ସକାଳେ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା ପରେ ୧୪ ବର୍ଷୀୟ ସ୍ନେହା ଚିକିତ୍ସିତ ହେଉଥିଲେ। ତାକୁ ସାଲାଇନ୍ ଏବଂ ଔଷଧ ଦିଆଯାଇଥିଲା।…

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ କାର୍ଯ୍ୟାଳୟରେ…

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ କଡ଼ା…

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍ ଏଜେନ୍ସି ନିର୍ଦ୍ଦେଶରେ କୁହାଯାଇଛି ଯେ ଗ୍ରହଣୀୟ ସୀମାଠାରୁ ଅଧିକ କୀଟନାଶକ ଥିବା ଜଣାପଡିଛି। ହଂକଂରେ…

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିରେ…

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ। ତାଙ୍କର…

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା ତାପମାତ୍ରା ଅନୁଭୂତିକୁ ୪୦ ଡିଗ୍ରୀ ଭଳି ଅନୁଭୂତ ହେଉଥିଲା ବେଳେ ସାଢ଼େ ୧୧ଟା ବେଳେ…

ଇସ୍ରାଏଲ ଜାହାଜରେ ଥିବା ୧୬ ଭାରତୀୟ ଘରକୁ ଫେରିବେ

ଜେରୁଜେଲମ୍‌,୧୯ା୪: ଭାରତରେ ଇରାନର ରାଷ୍ଟ୍ରଦୂତ ଇରାଜ ଇଲାହୀ କହିଛନ୍ତି, ତାଙ୍କ ଦେଶ ଦ୍ୱାରା ଧରାଯାଇଥିବା ମାଲ୍‌ବାହୀ ଜାହାଜର ଅବଶିଷ୍ଟ ୧୬ ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ଇରାନ ଗିରଫ କରିନାହିଁ ଏବଂ ସେମାନେ ଆରାମରେ ଦେଶ ଛାଡ଼ି ପାରିବେ। ଏକ ରିପୋର୍ଟ…

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି ରାଜ୍ୟ ଭାଜପା ପ୍ରଭାରୀ ବିଜୟପାଲ ସିଂ ତୋମାର ସୂଚନା…

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ ନ ମିଳିବା ଆଶଙ୍କାରେ ଦଳ ଡିଆଁ ମାରୁଛନ୍ତି। ଏବେ ଚର୍ଚ୍ଚା ହେଉଛି ଯେ ପୂର୍ବତନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri