ମୋଦିଙ୍କୁ ଇସ୍ତଫା ଦେବାକୁ କହିଲେ ସୁବ୍ରମଣ୍ୟମ ସ୍ବାମୀ: ଭାଜପାର ମଙ୍ଗଳ ପାଇଁ ଏହା କରନ୍ତୁ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୧୫।୨ : ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କ ନିର୍ବାଚନ ବଣ୍ଡକୁ ବାତିଲ କରିବା ପରେ ଏବେ ରାଜନୀତି ମଧ୍ୟ ଆରମ୍ଭ ହୋଇଛି। ଏପରିକି ସୁବ୍ରମଣ୍ୟମ ସ୍ବାମୀ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ନାମ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଇସ୍ତଫା ଦାବି କରିଛନ୍ତି।…
ଜୀବନ ବୀମା ଗ୍ରାହକଙ୍କ ପାଇଁ ଖୁସି ଖବର: ବୀମା ପଲିସିରେ ୨ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି, ବଦଳିବ ‘ଫ୍ରି ଲୁକ ପିରିୟଡ’ ନିୟମ…
ପ୍ରୟାଗରାଜ,୧୫।୨ : ଜୀବନ ବୀମା ନେଉଥିବା କୋଟି କୋଟି ଗ୍ରାହକଙ୍କ ପାଇଁ ଏକ ଖୁସି ଖବର ଅଛି। ବୀମା ନିୟାମକ ଏବଂ ବିକାଶ ପ୍ରାଧିକରଣ (ଆଇଆରଡିଏଆଇ) ଏହି ପଲିସି ପ୍ରତ୍ୟାହାର ପାଇଁ ୧୫ ଦିନରୁ ୩୦ ଦିନ ବୃଦ୍ଧି କରିବାକୁ ଏବଂ…
ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି କି କିମ୍ ? କାହିଁକି ଚୋରାଇଲେ ଅନ୍ୟ ଦେଶର ଗୁପ୍ତ ତଥ୍ୟ…
ପ୍ୟୋଙ୍ଗୟାଙ୍ଗ,୧୫।୨ : ଉତ୍ତର କୋରିଆ ଦକ୍ଷିଣ କୋରିଆର ରାଷ୍ଟ୍ରପତି ୟୋନ ସୁକ ୟୋଲଙ୍କର ଜଣେ ସହାୟକଙ୍କ ଇମେଲ ହ୍ୟାକ କରିଛି । ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଉତ୍ତର କୋରିଆର ଲକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ନିର୍ଦ୍ଦେଶରେ ଇମେଲ ହ୍ୟାକ କରି…
୧୬ରୁ +୨ ପରୀକ୍ଷା, ପରୀକ୍ଷାର୍ଥୀଙ୍କ ପାଇଁ ଜାରି ହେଲା ଏହି ନିୟମାବଳୀ, ଜାଣିରଖନ୍ତୁ…
ଭୁବନେଶ୍ୱର,୧୫ା୨(ଅସମାପିକା ସାହୁ): ଆସନ୍ତାକାଲି ଅର୍ଥାତ୍ ଫେବୃଆରୀ ୧୬ରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଏହି ପରୀକ୍ଷା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ଏନେଇ ପରୀକ୍ଷାର୍ଥୀଙ୍କ ପାଇଁ ନିୟମାବଳୀ ଜାରି ହୋଇଛି। ଛାତ୍ରୀଛାତ୍ର ଅଧଘଣ୍ଟା ପୂର୍ବରୁ କେନ୍ଦ୍ର ନିକଟରେ ପହଞ୍ଚିବେ, ୧୫…
ନାମାଙ୍କନ ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ
ଭୁବନେଶ୍ୱର,୧୫।୨: ରାଜ୍ୟ ସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଗୁରୁବାର ପୂର୍ବାହ୍ନ ୧୧ଟାବେଳେ ସେ ନିଜ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ଦାଖଲ ବେଳେ ଭାଜପାର ବରିଷ୍ଠ ନେତାମାନେ ଉପସ୍ଥିତ ଥିଲେ। ଅଶ୍ୱିନୀ ଆଜି…
ମୋଦି ସରକାରଙ୍କୁ ବଡ଼ ଝଟକା: ଇଲୋକ୍ଟ୍ରାଲ ବଣ୍ଡ ନେଇ ସୁପ୍ରିମ୍କୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…
ନୂଆଦିଲ୍ଲୀ,୧୫।୨ : କେନ୍ଦ୍ର ସରକାରଙ୍କ ନିର୍ବାଚନ ବଣ୍ଡ(ଇଲୋକ୍ଟ୍ରାଲ ବଣ୍ଡ) ଯୋଜନା ବାତିଲ କରାଯିବା ଉଚିତ କି ନୁହେଁ ତାହା ଉପରେ ଗୁରୁବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଅଜ୍ଞାତ ନିର୍ବାଚନ ବଣ୍ଡ ଯୋଜନା ସୂଚନା ଅଧିକାର…
କୃଷି ମନ୍ତ୍ରଣାଳୟ ଓ୍ବେବସାଇଟରୁ ସ୍ବାମୀନାଥନ କମିଶନ ରିପୋର୍ଟ ଅଦୃଶ୍ୟ: ଚାଷୀ ଆନ୍ଦୋଳନ ଦାବିରେ ରହିଛି ଏହି ରିପୋର୍ଟ…
ନୂଆଦିଲ୍ଲୀ,୧୫।୨ : ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମହାନ କୃଷି ବୈଜ୍ଞାନିକ ଡକ୍ଟର ଏମଏସ ସ୍ବାମୀନାଥନଙ୍କୁ ଭାରତ ରତ୍ନ ସମ୍ମାନରେ ସମ୍ମାନୀତ କରିବାକୁ ଘୋଷଣା କରିଥିଲେ। ଏହି ସମୟରେ କୃଷକ ମନ୍ତ୍ରଣାଳୟର ଅଫିସିଆଲ ୱେବସାଇଟରୁ ତାଙ୍କ ଦ୍ୱାରା ଲିଖିତ ଏକ ରିପୋର୍ଟ…
ବିଜେଡି ବିଧାୟକଙ୍କ ଘରେ ଇଡି, ୧୦ ସ୍ଥାନରେ ଚଢାଉ
ଭଦ୍ରକ,୧୫।୨(ସନାତନ ରାଉତ): ବିଜେଡି ବିଧାୟକଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି। ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ନଇବନ୍ଧ ଘରେ ଇଡିର…
୯ ବର୍ଷ ପରେ ଫେରିଲା ମହାମାରୀ ! ଆଲାସ୍କା ପକ୍ସରେ ଜଣଙ୍କର ମୃତ୍ୟୁ, ଡାକ୍ତରଙ୍କର ବଢ଼ିଲା ଚିନ୍ତା…
ଓ୍ବାଶିଂଟନ,୧୫।୨ : ୯ ବର୍ଷ ପୂର୍ବେ ମୂଷା ଦ୍ୱାରା ମହାମାରୀ ବ୍ୟାପିଥିଲା। ଏହା ଯୋଗୁ ସଙ୍କଟ ସୃଷ୍ଟି ହୋଇଥିଲା। ବର୍ତ୍ତମାନ ଏହା ୨୦୨୪ରେ ପୁଣିଥରେ ଦେଖାଦେଇଛି ଏବଂ ଜଣେ ବୃଦ୍ଧ ବ୍ୟକ୍ତିଙ୍କର ଏଥିରେ ମୃତ୍ୟୁ ଘଟିଛି। ଏହାକୁ ନେଇ ଚିକିତ୍ସା ଜଗତରେ…
ଟସ୍ ଜିତିଲା ଭାରତ: ସରଫରାଜ-ଜୁରେଲ କରୁଛନ୍ତି ଡେବ୍ୟୁ
ରାଜକୋଟ,୧୫।୨: ଇଂଲଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ୍ରେ ଭାରତ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ଲେଇଙ୍ଗ୍-୧୧ରେ ଟିମ ଇଣ୍ଡିଆ ପରିବର୍ତ୍ତନ କରିଛି। ସରଫରାଜ ଖାନ ଏବଂ ଧ୍ରୁଭ ଜୁରେଲ ଡେବ୍ୟୁ କରିବାର ସୁଯୋଗ ପାଇଛନ୍ତି। ମହମ୍ମଦ ସିରାଜ…
ଆଜି ଓଡିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର
ଭୁବନେଶ୍ୱର,୧୫।୨: ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଟିମ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଟିମ୍ ଆଜିଠୁ ୧୭…
ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ
ବୌଦ୍ଧ,୧୫।୨: ଭିଜିଲାନ୍ସ ଜାଲରେ ବୌଦ୍ଧ ଆର୍ଟିଓ ବସନ୍ତ ମହାପାତ୍ର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଉଛି। ବୌଦ୍ଧ, ଗଞ୍ଜାମ, ଭୁବନେଶ୍ୱରରେ ଥିବା ଏକକାଳୀନ ୧୦ ସ୍ଥାନରେ ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଭିଜିଲାନ୍ସର…
Archives


