ଧର୍ମେନ୍ଦ୍ର ପ୍ରଧାନଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ପ୍ରସ୍ତାବ ନୋଟିସ: ଅପମାନଜନକ ମନ୍ତବ୍ୟ ଦେଇ…
ନୂଆଦିଲ୍ଲୀ,୧୮ା୫:ଏନ୍ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରଶ୍ନପତ୍ର ଲିକ୍ ପରେ ଏକ ଖବରଦାତା ସମ୍ମିଳନୀରେ ସେ ଦେଇଥିବା…
ସାମ୍ନାକୁ ଆସିଲା ଭାରତର ପ୍ରଥମ ବୁଲେଟ ଟ୍ରେନ୍ର ଚିତ୍ର: ଦେଖିବାକୁ…
ନୂଆଦିଲ୍ଲୀ,୧୮।୫: ଭାରତର ପ୍ରଥମ ବୁଲେଟ ଟ୍ରେନ୍ର ଚିତ୍ର ସାମ୍ନାକୁ ଆସିଛି। ଏହି ଟ୍ରେନ୍ଟି ଗୁଜରାଟରେ ପ୍ରଥମଥର ପାଇଁ ଚାଲିବାକୁ ଯାଉଛି। ଏଥିରେ ଏକ କେଶର ରଙ୍ଗ(ଗେରୁଆ) ରହିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବରୁ କହିଥିଲେ, ଦେଶର ପ୍ରଥମ ବୁଲେଟ ଟ୍ରେନ…
ଆଶାକର୍ମୀଙ୍କ ବଢିଲା ଦରମା, ମହିଳାଙ୍କ ମାଗଣା ବସ୍ ଯାତ୍ରା…ସରକାରଙ୍କ ବଡ଼ ଘୋଷଣା
ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ର ନୂତନ ମୁଖ୍ୟମନ୍ତ୍ରୀ ଭି.ଡି. ସତିସନ ଶପଥ ଗ୍ରହଣ କରିଛନ୍ତି। ଏହି ସମାରୋହରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ୟୁଡିଏଫ ସରକାର ଏହାର ପ୍ରଥମ କ୍ୟାବିନେଟ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନେଇଛି। ସତିସନ ଜନସାଧାରଣଙ୍କୁ…
ନୂଆ ମୁଖ୍ୟମନ୍ତ୍ରୀ କାନରେ ଏମିତି କିଛି କହିଦେଲେ ରାହୁଲ ଗାନ୍ଧୀ: ତା’ପରେ ତୁରନ୍ତ ଘଟିଲା…
ଥିରୁଭାନନ୍ତପୁରମ୍,୧୮।୫: କେରଳମ୍ରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୦ ବର୍ଷର ବ୍ୟବଧାନ ପରେ କ୍ଷମତାକୁ ଫେରିଛି। ସୋମବାର ତିରୁଭାନନ୍ତପୁରମର ସେଣ୍ଟ୍ରାଲ ଷ୍ଟାଡିୟମରେ ଭି.ଡି. ସତିସନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ଶପଥ ଗ୍ରହଣ ସମାରୋହର ଏକ ବିଶେଷ…
ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା
କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ ସହାୟତା, ବସ୍ରେ ମାଗଣା ଯାତ୍ରା ଏବଂ ୭ମ ରାଜ୍ୟ ବେତନ କମିଶନ ଗଠନ…
ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….
ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା ବେଳେ ରାଜ୍ୟରେ ତେଲ ସଂକଟ ନାହିଁ ବୋଲି ସେ କହିଛନ୍ତି । ଗତ…
ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା
ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ନାମ ଏ ରାମାୟା (୩୦) । ସୂଚନା…
ସମସ୍ତେ ବେଜିଂ ମୁହାଁ
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ୧୫ ମେ’ରେ ଚାଇନା ପ୍ରତିପକ୍ଷ ଶି ଜିନ୍ପିଙ୍ଗଙ୍କ ସହ ଦୁଇ ଦିନିଆ ଆଲୋଚନା ଶେଷ କରି ଫେରିଛନ୍ତି। ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା କଥାବାର୍ତ୍ତାରେ ଉଭୟ ଦେଶର ସ୍ବାର୍ଥ ରକ୍ଷା ସଂକ୍ରାନ୍ତ ବିଷୟ ସ୍ଥାନ ପାଇଥିଲା।…
ଆଜି ଶପଥନେବେ କେରଳ ମୁଖ୍ୟମନ୍ତ୍ରୀ, ଖାର୍ଗେ-ରାହୁଲ-ପ୍ରିୟଙ୍କାଙ୍କ ସମେତ ଯୋଗଦେବେ ୩ ରାଜ୍ୟର ମୁଖ୍ୟମନ୍ତ୍ରୀ
ଥିରୁଭାନନ୍ତପୁରମ,୧୮।୫: କେରଳ ବିଧାନସଭା ନିର୍ବାଚନରେ, କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ ଡେମୋକ୍ରାଟିକ ଫ୍ରଣ୍ଟ (UDF) ୧୪୦ ଆସନରୁ ୧୦୨ ଆସନ ହାସଲ କରି ଏକ ଐତିହାସିକ ବିଜୟ ହାସଲ କରିଛି। ମୁଖ୍ୟମନ୍ତ୍ରୀ ଭାବରେ ମନୋନୀତ ଭି.ଡି. ସତିସନ ସୋମବାର (୧୮ ମଇ) ସକାଳ…
Video: ମଝି ଆକାଶରେ ପିଟି ହୋଇ ହୁତୁ ହୁତୁ ହୋଇ ଜଳିଗଲା ୨ ଫାଇଟର ଜେଟ, ଦେଖନ୍ତୁ ଲୋମଟାଙ୍କୁରା ଦୃଶ୍ୟ
ଓ୍ବାଶିଂଟନ,୧୮।୫: ଆମେରିକାର ଆଇଡାହୋ ରାଜ୍ୟରେ ଆୟୋଜିତ ଏକ ଏୟାର ଶୋ’ ସମୟରେ ଏକ ଭୟଙ୍କର ଦୁର୍ଘଟଣା ଘଟିଛି। ରବିବାର ଅପରାହ୍ନରେ, ମାଉଣ୍ଟେନ ହୋମ ଏୟାର ଫୋର୍ସ ବେସରେ ‘ଗନଫାଇଟର୍ ସ୍କାଏଜ ଏୟାର ଶୋ’ ଚାଲିଥିବା ସମୟରେ, ଦୁଇଟି ଆମେରିକୀୟ ନୌସେନା ଲଢୁଆ…
ମଙ୍ଗଳ ଗ୍ରହରେ ହୋଇଥିଲା ପ୍ରଳୟଙ୍କରୀ ବନ୍ୟା, ବଦଳିଥିଲା ରୂପରେଖ
ୱାଶିଂଟନ,୧୮ା୫: ବର୍ତ୍ତମାନର ଶୁଷ୍କ ଓ ଧୂଳିଝଡ଼ରେ ଆବୃତ ମଙ୍ଗଳ ଗ୍ରହ ଦିନେ ପାଣିରେ ଭରପୂର ଥିଲା। ପ୍ରାୟ ୩୫୦ କୋଟି ବର୍ଷ ପୂର୍ବେ ଏହି ଲାଲ ଗ୍ରହରେ ଏକ ପ୍ରଳୟଙ୍କରୀ ବନ୍ୟା ଆସିଥିଲା, ଯାହା ମଙ୍ଗଳ ଗ୍ରହର ସମଗ୍ର ଭୌଗୋଳିକ ସ୍ଥିତିକୁ…
ପାକିସ୍ତାନ ଭୂଗୋଳ ହେବାକୁ ଚାହୁଁଛି ନା ଇତିହାସ? ଭାରତୀୟ ସେନା ମୁଖ୍ୟଙ୍କ ଏମିତି ଧମକ ଶୁଣି…
ନୂଆଦିଲ୍ଲୀ/ଇସଲାମାବାଦ,୧୭ା୫: ରବିବାର ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀଙ୍କ ବୟାନ ଶୁଣି ପାକିସ୍ତାନ ସେନା ଡରିଯାଇଛି। ଏହା ପରେ ପାକିସ୍ତାନ ଭାରତକୁ ଶାନ୍ତିପୂର୍ଣ୍ଣ ସହାବସ୍ଥାନ ଶିଖିବାକୁ ଅନୁରୋଧ କରିଛି। ଜେନେରାଲ ଦ୍ୱିବେଦୀ ଶନିବାର କହିଥିଲେ ଯଦି ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ…

