Home Middle

ବିଗିଡିଲା ବାହୁବଳୀ ମୁଖତାର ଅନ୍‌ସାରୀଙ୍କ ସ୍ବାସ୍ଥାବସ୍ଥା, ଆଇସିୟୁରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: ବାହୁବଳୀ ନେତା ମୁଖତାର ଅନସାରୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ବୃନ୍ଦା ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାନୁସାରେ, ଏବେ ମେଡିକାଲ କଲେଜର ଆଇସିୟୁରେ ତାଙ୍କର ଚିକିତ୍ସା ଚାଲିଛି। ଏହାକୁ ନେଇ ମେଡିକାଲ କଲେଜରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି…

‘ଅନ୍ଧାରରେ ରାହୁଲ ଗାନ୍ଧୀଙ୍କ ଭବିଷ୍ୟତ’

ଗୁଆହାଟୀ,୨୬।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ପାଇଁ ଆଉ କିଛି ଦିନ ବାକି ଅଛି । ଆସାମରେ ଭୋଟ ପୂର୍ବରୁ ନିର୍ବାଚନ ପ୍ରଚାରରେ ନିୟୋଜିତ ରାଜନୈତିକ ଦଳ ସେମାନଙ୍କ ପ୍ରତିପକ୍ଷଙ୍କ ଉପରେ ଆକ୍ରମଣ କରୁଛନ୍ତି। ଏହି…

ଅବଶିଷ୍ଟ ମ୍ୟାଚଗୁଡିକର କାର୍ଯ୍ୟସୂଚୀ ପ୍ରକାଶ: ଜାଣନ୍ତୁ କେବେ, କେଉଁଠାରେ ଖେଳାଯିବ ଆଇପିଏଲ ଫାଇନାଲ ମ୍ୟାଚ

ନୂଆଦିଲ୍ଲୀ,୨୫।୩: ଆଇପିଏଲ ୨୦୨୪ ସିଜିନ ଆରମ୍ଭ ହୋଇଛି । ଲୋକ ସଭା ନିର୍ବାଚନ ହେତୁ ବିସିସିଆଇ ଆଇପିଏଲର ୧୭ ତମ ସିଜିନର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ପ୍ରକାଶ କରି ନ ଥିଲା। କିନ୍ତୁ ବର୍ତ୍ତମାନ ବୋର୍ଡ ପରବର୍ତ୍ତୀ କାର୍ଯ୍ୟସୂଚୀ ପ୍ରକାଶ କରିଛି। ୧୭ତମ…

ଭାଜପାର ମାଷ୍ଟର ଷ୍ଟ୍ରୋକ୍‌, ମହୁଆଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଲେ ରାଜମାତା

କୋଲାକାତା,୨୫।୩: ଆସନ୍ତା ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରୁଥିବା ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର (୨୪ ମାର୍ଚ୍ଚ) ପ୍ରାର୍ଥୀଙ୍କ ପଞ୍ଚମ ତାଲିକା ପ୍ରକାଶ କରିଛି। ୧୧୧ ପ୍ରାର୍ଥୀଙ୍କ ନାମ ଏହି ତାଲିକାରେ ଅନ୍ତର୍ଭୁକ୍ତ କରାଯାଇଛି। ଦଳ ପଶ୍ଚିମବଙ୍ଗର କୃଷ୍ଣନଗର…

ପାକିସ୍ତାନର ଆସିଲା ହୋସ୍‌! ଭାରତ ସହ ବ୍ୟବସାୟ ଆରମ୍ଭ କରିବାକୁ ଉଛନ୍ନ

ଇସଲାମାବାଦ,୨୫।୩: ପାକିସ୍ତାନର ନୂତନ ସରକାର ଭାରତ ସହ ବାଣିଜ୍ୟ ଆରମ୍ଭ କରିବାକୁ ବ୍ୟଗ୍ରତା ଦେଖାଉଛି। ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଇସହାକ ଦାର ଭାରତ ସହିତ ବାଣିଜ୍ୟ ଆରମ୍ଭ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ୨୦୧୯ରେ, ଭାରତ ଧାରା ୩୭୦ଏବଂ ୩୫ଏ ରଦ୍ଦ…

ସେ ଆଗ ଅପେକ୍ଷା ଅଧିକ ଭୟଙ୍କର ହୋଇଯାଇଛନ୍ତି, କେଜରିଓ୍ବାଲଙ୍କ ମାମଲାରେ ମୋଦିଙ୍କୁ ଟାର୍ଗେଟ କଲେ ସଞ୍ଜୟ

ନୂଆଦିଲ୍ଲୀ,୨୫।୩: ମହାରାଷ୍ଟ୍ରର ଶିବସେନା (ୟୁବିଟି) ଏମପି ସଞ୍ଜୟ ରାଉତ କହିଛନ୍ତି, ‘ଦିଲ୍ଲୀର ରାମଲିଲା ମଇଦାନରେ ଇଣ୍ଡିଆ ଆଲାଇନ୍ସ ଏକ ବିକ୍ଷୋଭ ପ୍ରଦର୍ଶନ କରୁଛି। ଆମେ ସମସ୍ତେ ସେହି ରାଲିରେ ଯୋଗଦେବୁ। ପ୍ରଧାନମନ୍ତ୍ରୀ ମୋଦି ଅରବିନ୍ଦ କେଜରିୱାଲଙ୍କୁ ଭୟ କରୁଛନ୍ତି। ବର୍ତ୍ତମାନ ଅରବିନ୍ଦ…

ହୋଲିର ଶୁଭକାମନା ଜଣାଇଲେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ, ଇସ୍ରାଏଲ ରାଷ୍ଟ୍ରଦୂତ କହିଲେ ଭାରତୀୟ ଆମର ପରିବାର

ନୂଆଦିଲ୍ଲୀ,୨୫।୩: ସୋମବାର ଦେଶ ସମେତ ସମଗ୍ର ବିଶ୍ୱରେ ହୋଲିର ପର୍ବ ଆନନ୍ଦ ଏବଂ ଉତ୍ସାହରେ ପାଳନ କରାଯାଉଛି। ଏହି ଅବସରରେ, ବିଦେଶର ଲୋକମାନେ ହୋଲି ରଙ୍ଗ ଏବଂ ଗୁଲାଲ ସହିତ ଖେଳୁଛନ୍ତି। ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିଜ ହୋଲି ପର୍ବରେ ଭାରତୀୟଙ୍କୁ…

ପାକିସ୍ତାନକୁ ପୁଣି ଜବାବ ଦେଲା ଭାରତ, କହିଲା ଲୋକତନ୍ତ୍ରକୁ ନେଇ ଲେକ୍ଚର ନୁହେଁ, ପ୍ରଥମେ ବନ୍ଦ କର ଆତଙ୍କବାଦୀଙ୍କ ଫ୍ୟାକ୍ଟ୍ରି

ନୂଆଦିଲ୍ଲୀ/ଜେନେଭା,୨୫।୩: ଆନ୍ତଃ-ସଂସଦୀୟ ୟୁନିଅନ (ଆଇପିୟୁ) ରେ ଭାରତ ପାକିସ୍ତାନକୁ ଟାର୍ଗେଟ କରି କହିଛି ଯେ ଗଣତନ୍ତ୍ରର ଖରାପ ରେକର୍ଡ ଥିବା ଦେଶ ଲେକ୍ଚର ଦେବା ହାସ୍ୟାସ୍ପଦ। ଏହା ପ୍ରଥମେ ଜମ୍ମୁ କଶ୍ମୀରର ସୀମା ପାର୍ଶ୍ୱରେ ଥିବା ଆତଙ୍କବାଦୀ କାରଖାନା ବା ଫ୍ୟାକ୍ଟ୍ରିଗୁଡ଼ିକୁ…

ବାଦ୍‌ ପଡ଼ିଥିବା ୩ ଲୋକ ସଭା ଆସନରୁ କିଏ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୨୫।୩: ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କୁ ନେଇ ଉତ୍କଣ୍ଠା ସେତିକି ବଢ଼ୁଛି। ରବିବାର ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ରାଜ୍ୟରେ ୨୧ଟି ମଧ୍ୟରୁ ୧୮ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ହେଲେ…

ଦେଶବାସୀଙ୍କୁ ହୋଲିର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ଉପରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୩: ଦେଶରେ ରଙ୍ଗର ପର୍ବ ହୋଲି ପାଳନ କରାଯାଉଛି। ଏହି ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖର, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ…

ମହାକାଳ ମନ୍ଦିରରେ ନିଆଁ, ୫ ପୁରୋହିତଙ୍କ ସମେତ ୧୩ ଆହତ

ଭୋପାଳ,୨୫।୩: ଉଜୈନର ମହାକାଳ ମନ୍ଦିରରେ ସୋମବାର ଆରତି ସମୟରେ ନିଆଁ ଲାଗି ୫ ପୁରୋହିତଙ୍କ ସମେତ ୧୩ ଜଣ  ଆହତ ହୋଇଛନ୍ତି। ଭସ୍ମ ଆରତି ସମୟରେ  ନିଆଁ ଲାଗିଯାଇଥିଲା। ସମସ୍ତ ଆହତଙ୍କୁ ଜିଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣା ସମୟରେ ଏଠାରେ…

ଲଦାଖକୁ ରାଜ୍ୟ ମାନ୍ୟତା ଦାବି: ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ ୧୯ ଦିନରେ

ନୂଆଦିଲ୍ଲୀ,୨୫।୩: ଲଦାଖକୁ ରାଜ୍ୟ ମାନ୍ୟତା ଦାବିରେ ମାଗାସେସେ ପୁରସ୍କାର ବିଜେତା ଶିକ୍ଷାବିତ୍‌ ତଥା ଜଳବାୟୁ କର୍ମୀ ସୋନମ ଓ୍ବାଙ୍ଗ୍‌ଚୁକ୍‌ଙ୍କ ଅନଶନ ରବିବାର ୧୯ ଦିନରେ ପହଞ୍ଚତ୍ଛି। ଏଥିସହିତ ଉକ୍ତ କେନ୍ଦ୍ରଶାସିତ ଅଞ୍ଚଳର ଅନନ୍ୟ ପରିବେଶର ସୁରକ୍ଷା ପାଇଁ ପଦକ୍ଷେପ ନେବା ନିମନ୍ତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri