ସାର୍ବଜନୀକ ହେବ ଜ୍ଞାନବାପି ମସ୍ଜିଦ୍ ଉପରେ ASI ସର୍ଭେ ରିପୋର୍ଟ
ବାରାଣସୀ, ୨୪।୧: ଜ୍ଞାନବାପି ମସ୍ଜିଦ୍ ଉପରେ ଭାରତର ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ(ଏଏସ୍ଆଇ)ର ସର୍ଭେ ରିପୋର୍ଟ ସମସ୍ତ ପକ୍ଷକୁ ଦିଆଯିବ। ଏନେଇ ଫାଷ୍ଟ ଟ୍ରାକ୍ କୋର୍ଟ ନିଷ୍ପତ୍ତି ନେଇଛନ୍ତି। ତେବେ ବର୍ତ୍ତମାନ ଏହି ନକଲ ସାର୍ବଜନୀନ ହେବ ନାହିଁ। ସନ୍ଧ୍ୟାରେ କୋର୍ଟ ଆଦେଶ ଦେବା…
ଆଇପିଏସ ସ୍ତରରେ ବଡ଼ ଅଦଳବଦଳ, ବଦଳିଲେ ୬ ଜିଲାର ଏସ୍ପି
ଭୁବନେଶ୍ୱର,୨୪।୧: ଆଇପିଏସ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ଓଡ଼ିଶା ସରକାର। କଟକ-ଭୁବନେଶ୍ୱର ନୂଆ କମିଶନର ଭାବେ ନିଯୁକ୍ତି ପାଇଛନ୍ତି ୧୯୯୪ ବ୍ୟାଚ୍ ଆଇପିଏସ ଅଫିସର ସଂଜୀବ ପଣ୍ଡା। ଏବେ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୋଇନ୍ଦା ନିର୍ଦ୍ଦେଶକ ଦାୟିତ୍ୱ ମିଳିଛି। ସେହିପରି…
ଭିଆଇପିଙ୍କୁ ଅଯୋଧ୍ୟା ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ ଯୋଗୀ
ଅଯୋଧ୍ୟା,୨୪।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରବଳ ଭିଡ ଦେଖିବାକୁ ମିଳିଛି। ମଙ୍ଗଳବାର ୫ଲକ୍ଷରୁ ଅଧିକ ଲୋକ ରାମଲଲାଙ୍କ ଦର୍ଶନ କରିଛନ୍ତି। ଲୋକ ଗହଳିକୁ ଦୃଷ୍ଟିରେ ରଖି ଏବେ ମନ୍ଦିରରେ ଦର୍ଶନ ସମୟକୁ ବୃଦ୍ଧି କରାଯାଇଛି। ଏବେ ସକାଳ…
Plane Crash: ୟୁକ୍ରେନ ସୀମାରେ ରୁଷିଆ ବାୟୁସେନା ବିମାନ ଦୁର୍ଘଟଣା ଗ୍ରସ୍ତ,୬୫ ମୃତ…
ମସ୍କୋ,୨୪।୧ : ରୁଷିଆର ସେନା ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଖବର ମିଳିଛି। କୁହାଯାଉଛି ଏହି ବିମାନଟି ୟୁକ୍ରେନ ସୀମା ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ବିମାନରେ ଥିବା ୬୫ ଜଣ ଲୋକ ଥିବା ଜଣାଯାଇଛି। ନ୍ୟୁଜ ଏଜେନ୍ସି ରଏଟର୍ସ ରିପୋର୍ଟ ଅନୁଯାୟୀ…
ୟୁପିରେ ଧନବର୍ଷା: ଦୁଇ ଦିନ ଭିତରେ ରାମ ମନ୍ଦିରକୁ ଦାନ ହେଲାଣି ୩.୧୭କୋଟି ଟଙ୍କା
ଅଯୋଧ୍ୟା,୨୪।୧: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପରେ ଅର୍ଥବ୍ୟବସ୍ଥାରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ । ତେଣୁ ଆଗାମୀ ସମୟରେ ସହ ଜଡ଼ିତ ଅର୍ଥବ୍ୟବସ୍ଥାର ବଡ ବିସ୍ତାର ହେବାର ସମ୍ଭାବନା ରହିଛି। ଦେଶର ବ୍ୟବସାୟୀ ସଙ୍ଘ କନଫେଡେରସନ ଅଫ ଅଲ…
Mamata Banerjee Accident: ମମତା ଦିଦିଙ୍କ କାର ଦୁର୍ଘଟଣା ଗ୍ରସ୍ତ, ମୁଣ୍ଡରେ ଆଘାତ…
କୋଲକାତା,୨୪।୧ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ମୁଖ୍ୟ ମମତା ବାନାର୍ଜୀଙ୍କ ବିଷୟରେ ବଡ ଖବର ଆସୁଛି। ମମତାଙ୍କ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ସେ ଆହତ ହୋଇଛନ୍ତି। କୁହାଯାଉଛି ଘନ କୁହୁଡ଼ି ଯୋଗୁ କାର ଡ୍ରାଇଭର ବ୍ରେକ ଲଗାଇ…
ଶିମିଳିପାଳରେ ହେବ କଳାବାଘ ସଫାରୀ
ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜ ଜିଲାର ଶିମିଳିପାଳରେ କଳାବାଘର ସଫାରୀ ହେବ ବୋଲି ମୁଖ୍ୟମନ୍ତ୍ରୀ ବୁଧବାର ଘୋଷଣା କରିଛନ୍ତି। Glad to announce that #Odisha is setting up an exclusive Melanistic Tiger Safari near Similipal Tiger Reserve…
ଜ୍ୟୋତିରାଦିତ୍ୟ ସିନ୍ଧିଆ ଦେଲେ କଂଗ୍ରେସକୁ ବଡ ଝଟ୍କା, କଂଗ୍ରେସର ୨୦୦ରୁ ଅଧିକ ନେତା ଭାଜପାରେ ସାମିଲ୍
ଚମ୍ବଲ,୨୪।୧: ଲୋକସଭା ନିର୍ବାଚନକୁ ନେଇ ମିଳିତ ମେଣ୍ଟ ଇଣ୍ଡିଆ ଗଠନ କରିଥିବା କଂଗ୍ରେସକୁ ବୁଧବାର ଗୋଟିକ ପରେ ଗୋଟିଏ ଝଟ୍କା ମିଳିବାରେ ଲାଗିଛି। ଆସନ ବୁଝାମଣାକୁ ନେଇ ଟିଏମସି, ପଞ୍ଜାବ ଏଏପି ଏକାକୀ ନିର୍ବାଚନ ଲଢିବା ନେଇ ଘୋଷଣା କରିବା ପରେ…
କଂଗ୍ରେସରେ ମିଶିଲେ ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝି
ଭବାନୀପାଟଣା,୨୪ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ମନ୍ତ୍ରୀ ତଥା ଲାଞ୍ଜିଗଡ଼ ବିଧାୟକ ବଳଭଦ୍ର ମାଝି ବୁଧବାର ବିଧିବଦ୍ଧ ଭାବେ କଂଗ୍ରେସରେ ଯୋଗ ଦେଇଛନ୍ତି। ଭବାନୀପାଟଣା ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟ ଖେଳପଡ଼ିଆରେ ଆୟୋଜିତ କଂଗ୍ରେସର ମିଶ୍ରଣ ପର୍ବରେ ସମର୍ଥକଙ୍କ ସହ ବଳଭଦ୍ର…
ପ୍ରଳୟର ନିକଟତର ହେଲା ପୃଥିବୀ: ମହା ବିନାଶ ଘଣ୍ଟାରେ ଆଉ ବାକି ୯୦ ସେକେଣ୍ଡ…
ଓ୍ବାଶିଂଟନ,୨୪।୧ : ପ୍ରଳୟ ଘଣ୍ଟା ସାଙ୍କେତିକ ଭାବରେ ଦର୍ଶାଏ ଯେ ଆମେ ବିପର୍ଯ୍ୟୟର କେତେ ନିକଟତର। ଏହାର ସମୟ ପୁଣି ଥରେ ବଡ ଧ୍ୱଂସ ନିକଟରେ ପହଞ୍ଚିଛି। ଘଣ୍ଟାର ସମୟ ମଧ୍ୟରାତ୍ରି ପୂର୍ବରୁ ୯୦ ସେକେଣ୍ଡ ଦୂରରେ ରହିଛି। ବୈଜ୍ଞାନିକମାନେ ଏହି…
୬ ମୃତକଙ୍କ ପରିବାର ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୪ା୧(ଅସମାପିକା ସାହୁ): ମୟୂରଭଞ୍ଜର ଦ୍ବାରଶୁଣି ଘାଟିରେ ଏକ ସଡ଼କ ଦୁର୍ଘଟଣାରେ ବୁଧବାର ୬ ଜଣ ବ୍ୟକ୍ତି ପ୍ରାଣ ହରାଇଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ…
ବିରୋଧୀ ମେଣ୍ଟ ଇଣ୍ଡିଆକୁ ଡବଲ ଝଟ୍କା: ଟିଏମସି ପରେ ଓହରିଲା ଏଏପି, ଏକା ଲଢିବା ନେଇ ଘୋଷଣା
ନୂଆଦିଲ୍ଲୀ,୨୪।୧: ବିରୋଧୀ ମିଳିତ ମେଣ୍ଟ ଇଣ୍ଡିଆକୁ ଡବଲ ଝଟ୍କା। ୨୪ନିର୍ବାଚନକୁ ଦୃଷ୍ଟିିରେ ରଖି ଗଠନ ହୋଇଥିବା ଇଣ୍ଡିଆ ମେଣ୍ଟକୁ ଗୋଟିକ ପରେ ଗୋଟିଏ ଶକ୍ତ ଝଟକା ଲାଗିଛି। ଆସନ ବୁଝାମଣାରେ ବିଫଳ ହୋଇ କଂଗ୍ରେସ ଗୋଟିଏ ପରେ ଗୋଟିଏ ସହଯୋଗୀ ଦଳ…
Archives


