ବାଘୁଣୀ ସାରା ଅସୁସ୍ଥ
ବାରଙ୍ଗ,୧।୩ଲିଙ୍ଗରାଜରାଉତ):ପ୍ରାଣୀଉଦ୍ୟାନ ନନ୍ଦନକାନନର ବାଘ ସଫାରୀରେ ରହୁଥିବା ବାଘୁଣୀ ସାରା ଆଉ ଚଲାବୁଲା କରିପାରୁନି। ଗତ କିଛିଦିନ ହେବ ସେ ଅସୁସ୍ଥ ରହିଥିବାବେଳେ ଗୁରୁବାର ତଳେ ପଡ଼ିଯାଇଛି। ଦାୟିତ୍ୱରେ ଥିବା କର୍ମଚାରୀ ତାକୁ ଉଠାଇବାକୁ ଚେଷ୍ଟା କରି ବିଫଳ ହୋଇଥିବା ଜଣାପଡ଼ିଛି। ଏହି…
ମୁଁ ଦୁଇ କୁଳକୁ ହିତା: ଶ୍ରୀମୟୀ
ଖୋର୍ଦ୍ଧା,୧ା୩(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ବିଜେଡିରୁ ଆଶାୟୀ ଶ୍ରୀମୟୀ ମିଶ୍ର ଗୁରୁବାର ଖୋର୍ଦ୍ଧାରେ ବାଇକ୍ ଶୋଭାଯାତ୍ରା ମାଧ୍ୟମରେ ଶକ୍ତି ପ୍ରଦର୍ଶନ କରିଛନ୍ତି। ଶୋଭାଯାତ୍ରା ମୁକୁନ୍ଦପ୍ରସାଦ ମେଳଣ ପଡ଼ିଆଠାରୁ ବାହାରି ବ୍ଲକ କାର୍ଯ୍ୟାଳୟ ପର୍ଯ୍ୟନ୍ତ ପରିକ୍ରମା କରିଥିଲା। ବିଧାୟକ ଜ୍ୟୋତିରୀନ୍ଦ୍ରନାଥ ମିତ୍ର, ପର୍ଯ୍ୟବେକ୍ଷକ…
ଭାରତରେ ବଢ଼ୁଛି କଲରାପତରିଆ ବଂଶ
ନୂଆଦିଲ୍ଲୀ, ୧ା୩ (ପି.ଟି)ଭାରତରେ କଲରାପତରିଆ ବାଘଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟର ସବିଶେଷ ରିପୋର୍ଟ ଅନୁଯାୟୀ ୨୦୨୨ ସୁଦ୍ଧା ଭାରତରେ କଲରାପତରିଆ ବାଘଙ୍କ ସଂଖ୍ୟା ବଢ଼ି ୧୩,୮୭୪ରେ ପହଞ୍ଚିଛି। ଏହି ସଂଖ୍ୟା ୨୦୧୮ରେ…
ଏବେ ବି ରହସ୍ୟ ଘେରରେ ରତ୍ନଭଣ୍ଡାର: ଖୋଲିବାକୁ ଉଦ୍ୟମ କରିଥିବା ସରକାରଙ୍କ ପତନ ଘଟିଛି
ଭୁବନେଶ୍ୱର,୧ା୩:ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ…
ଶପିଂ ମଲରେ ଭୟଙ୍କର ଅଗ୍ନିକାଣ୍ଡ: ୪୩ ମୃତ, ଭୟରେ ଛାତ ଉପରୁ ଡେଇଁଲେ ଲୋକେ
ଢାକା,୧।୩: ବାଂଲାଦେଶର ରାଜଧାନୀ ଢାକାରେ ୭ ମହଲା ବିଶିଷ୍ଟ ଶପିଂ ମଲରେ ଅଗ୍ନିକାଣ୍ଡ କାଣ୍ଡ ଘଟି ଅତି କମରେ ୪୩ ଜଣଙ୍କର ମୃତ୍ୟୁଘଟିଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ ସାମନ୍ତ ଲାଲ ସେନ କହିଛନ୍ତି, ଗୁରୁବାର ରାତିରେ ଢାକା…
“All is well”: ଶିବକୁମାର କହିଲେ ହିମାଚଳରେ ସବୁ ମତଭେଦ ଶେଷ, ୫ ବର୍ଷ ଚାଲିବ ସୁଖୁ ସରକାର
ଶିମଲା,୨୯।୩: ହିମାଚଳ ପ୍ରଦେଶରେ କଂଗ୍ରେସ ସରକାରଙ୍କ ଉପରେ ବର୍ତ୍ତମାନ ପର୍ଯ୍ୟନ୍ତ ସଙ୍କଟ ଦୂର ହୋଇଛି। ରାଜ୍ୟର ଏକମାତ୍ର ରାଜ୍ୟ ସଭା ଆସନରେ ଅନୁଷ୍ଠିତ ନିର୍ବାଚନରେ କଂଗ୍ରେସ ୬ ଜଣ ବିଧାୟକ ଭାଜପା ପାଇଁ କ୍ରସ ଭୋଟ କରିଥିଲେ। ଏହା ପରେ ସୁଖବିନ୍ଦର…
ଲୋକ ସଭା ନିର୍ବାଚନ: ଆଜି ଆସିପାରେ ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ଓଡ଼ିଶାରୁ ଏହି ୨ ଜଣଙ୍କୁ ମିଳିପାରେ ଟିକେଟ୍
ଭୁବନେଶ୍ୱର/ନୂଆଦିଲ୍ଲୀ,୨୯।୨: ଲୋକ ସଭା ନିର୍ବାଚନ ୨୦୨୪ ସମ୍ପର୍କରେ ଭାଜପାର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଗୁରୁବାର ସାରେ ନୂଆଦିଲ୍ଲୀର ପାର୍ଟି ମୁଖ୍ୟାଳୟରେ ଡକାଯାଇଛି। ଏହି ବୈଠକ ପରେ ସାଧାରଣ ନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ ପାଇପାରେ। ୪୧ଟି…
‘ମୁଁ ରୋହିତ ଶର୍ମାକୁ ଟିମ ଇଣ୍ଡିଆର ଅଧିନାୟକ କରିଛି’
ନୂଆଦିଲ୍ଲୀ,୨୯।୨: ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଦାବି କରିଛନ୍ତି ଯେ, ସେ ରୋହିତ ଶର୍ମାଙ୍କୁ ଟିମ ଇଣ୍ଡିଆର ଅଧିନାୟକ କରିଛନ୍ତି। ଗାଙ୍ଗୁଲି କହିଛନ୍ତି, ତାଙ୍କ ପାଇଁ ରୋହିତ ଶର୍ମା ଟିମ ଇଣ୍ଡିଆର ଅଧିନାୟକ ହୋଇଛନ୍ତି। ୨୦୨୧ରେ ରୋହିତ ଶର୍ମାଙ୍କୁ ବିରାଟ…
ଅକ୍ଟୋବର-ଡିସେମ୍ବର ତ୍ରୈମାସରେ ୮.୪% ହାରରେ ବୃଦ୍ଧି ପାଇଲା ଭାରତର ଅର୍ଥନୀତି
ଚଳିତ ଆର୍ଥିକ ବର୍ଷର ତୃତୀୟ ତ୍ରୈମାସରେ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୮.୪ ପ୍ରତିଶତ ବୃଦ୍ଧି ପାଇଛି ଯାହା ଏକ ବର୍ଷ ପୂର୍ବେ ୪.୩ ପ୍ରତିଶତ ଥିଲା । ଗୁରୁବାର ପରିସଂଖ୍ୟାନ ଏବଂ କାର୍ୟ୍ୟକ୍ରମ କାର୍ୟ୍ୟକାରୀ ମନ୍ତ୍ରଣାଳୟ ଦ୍ୱାରା ଏହି ସୂଚନା…
ବଢିଲା ଅଙ୍ଗନୱାଡି କର୍ମୀଙ୍କ ଦରମା, ସହାୟିକାଙ୍କୁ ମିଳିବ ଏତିକି ଟଙ୍କା
ଭୁବନେଶ୍ୱର,୨୯।୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନୱାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି। ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା…
ହିମାଚଳ ପ୍ରଦେଶରେ ବଦଳିବେ ନାହିଁ ମୁଖ୍ୟମନ୍ତ୍ରୀ
ଶିମଲା,୨୯।୨: ଗତ ୩ ଦିନ ଧରି ହିମାଚଳ ପ୍ରଦେଶରେ ଚାଲିଥିବା ରାଜନୈତିକ ଅସ୍ଥିରତା ବର୍ତ୍ତମାନ ଶେଷ ହୋଇଛି। ଶିମଲାର ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ବୈଠକ ପରେ ସାମ୍ବାଦିକ ସମ୍ମିଳନୀରେ ଏହି ଘୋଷଣା କରାଯାଇଛି। କଂଗ୍ରେସ ହାଇକମାଣ୍ଡର ଏକ ବଡ ନିଷ୍ପତ୍ତି ନେଇ କହିଛନ୍ତି…
ବିଜେଡି ମୋତେ ଘୋଡ଼ା ଭାବିଥିଲା, ମୁଁ ସିଂହ
ଭୁବନେଶ୍ୱର,୨୯ା୨: ଖୋର୍ଦ୍ଧା ଜିଲାର ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଗୁରୁବାର ଅପରାହ୍ନରେ ବିଜେଡି ଛାଡ଼ି ଭାଜପାରେ ଯୋଗ ଦେଇଛନ୍ତି। ଭାଜପାରେ ଯୋଗ ଦେବା ପରେ ପ୍ରଶାନ୍ତ ବିଜେଡି ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ବିଜେଡି ମୋତେ…
Archives


