ମୁସଲମାନ ପକ୍ଷକୁ ବଡ଼ ଝଟ୍କା: ଜ୍ଞାନବ୍ୟାପିରେ ପୂଜା ଜାରି ରଖିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ
ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶର ବାରାଣାସୀରେ ଅବସ୍ଥିତ ଜ୍ଞାନବ୍ୟାପି ପରିସରରେ ବ୍ୟାସ ଜୀଙ୍କର ତେହଖାନାରେ ପୂଜା ହେବ କି ନାହିଁ ସେନେଇ ଆହ୍ଲାବାଦ ହାଇକୋର୍ଟ ଏକ ରାୟ ଦେଇଛନ୍ତି। ଏଠାରେ ପୂଜା କରିବା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ଜଷ୍ଟିସ ରୋହିତ ରଂଜନ ଅଗ୍ରୱାଲଙ୍କ…
ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର
ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ ପ୍ରଶ୍ନପତ୍ର ଘୂରିବୁଲୁଥିବାରୁ କେଉଁ ଅଞ୍ଚଳରୁ ପ୍ରଶ୍ନପତ୍ର ଲିକ୍ ହୋଇଛି ତାହା ସ୍ପଷ୍ଟ ହୋଇପାରିନାହିଁ।…
ମଞ୍ଚ କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଗଛରେ ପିଟିହେଲା: ୩ ମୃତ. ୪ ଗୁରୁତର
କେନ୍ଦ୍ରାପଡା,୨୬।୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ କେନାଲ ରାସ୍ତ ରାସ୍ତାର ଓସ୍ତପୁର ଠାରେ ବୋଲେରୋ ଗାଡି ସୋମବାର ସକାଳେ ଦୁର୍ଘଟଣାଗସ୍ତ ହୋଇଛି। ଏହି ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏଥିସହିତ ନରଣପୁର ଗ୍ରାମର ଉତମ କୁମାର…
ଭାରତରେ ଅଧିକ ବେରୋଜଗାରି, ପଡ଼ୋଶୀ ଦେଶଗୁଡ଼ିକ ତୁଳନାରେ ସର୍ବାଧିକ
ନୂଆଦିଲ୍ଲୀ,୨୬।୨: ୨୦୨୨ରେ ଭାରତର ଯୁବ ବେରୋଜଗାରି ହାର ୨୩.୨୨% ଥିଲା, ଯାହାକି ଅନ୍ୟ ପଡ଼ୋଶୀ ଦେଶଗୁଡ଼ିକ ତୁଳନାରେ ସର୍ବାଧିକ। ଯୁବ ବେରୋଜଗାରି ହାର ପାକିସ୍ତାନରେ ୧୧.୩% ଥିବାବେଳେ ବାଂଲାଦେଶରେ ୧୨.୯% ଓ ଭୁଟାନରେ ୧୪.୪% ଥିଲା। ସେହି ବର୍ଷ ଚାଇନାରେ ବେକାରି…
ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା
କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ୩୦ ଜିଲା ପାଇଁ ୪୧ଟି କ୍ରିକେଟ୍ ଏକାଡେମୀକୁ…
ଆମେ ୩୧ ହଜାର ସୈନିକଙ୍କୁ ହରାଇଛୁ: ୨ ବର୍ଷର ଯୁଦ୍ଧକୁ ନେଇ ମୁହଁ ଖୋଲିଲେ ଜେଲେନସ୍କି
କିଭ୍,୨୬।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ଦୁଇ ବର୍ଷ ବିତିଗଲାଣି । ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ୨୪ ଫେବୃଆରୀ ୨୦୨୨ରେ ଆରମ୍ଭ ହୋଇଥିଲା, ଯାହା ଏବେବି ଜାରି ରହିଛି। ଦୁଇ ବର୍ଷର ଯୁଦ୍ଧରେ ଉଭୟ ଦେଶରେ ଅନେକ ପରିବର୍ତ୍ତନ ହୋଇଛି। ଏହି…
ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ
ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା। ଶନିବାର ମଧ୍ୟରାତ୍ରିରେ କେହି ଦୁର୍ବୃତ୍ତ କଟର ମେଶିନ ସାହାଯ୍ୟରେ ପ୍ରତିମୂର୍ତ୍ତିରୁ ମୁଣ୍ଡକୁ କାଟି…
ଆପାର୍ଟମେଣ୍ଟରୁ ଚୋରି ରୋକିବାକୁ ବ୍ଲୁପ୍ରିଣ୍ଟ୍
ଭୁବନେଶ୍ୱର,୨୬।୨(ସତ୍ୟଜିତ୍ ରାଉତ):ରାଜଧାନୀର ଆପାର୍ଟମେଣ୍ଟଗୁଡିକରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବ୍ଲୁପ୍ରିଣ୍ଟ୍ ପ୍ରସ୍ତୁତ କରୁଛି। ଏଥିପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ ଚାଲିଥିବା ଦୁଇଦିନିଆ ବୈଠକ ରବିବାର ଶେଷ ହୋଇଛି। ବୈଠକର ଦ୍ୱିତୀୟ ଦିନରେ ୨୮୫ଜଣ ଆପାର୍ଟମେଣ୍ଟ ମାଲିକ, ସୋସାଇଟି ସଭାପତି, ସମ୍ପାଦକଙ୍କ ସହ…
ଧରାପଡ଼ିବା ପରେ ବି କାର୍ଯ୍ୟାନୁଷ୍ଠାନ ନାହିଁ, ଏଆଇ ଧରୁଛି ମାଟ୍ରିକ ତ୍ରୁଟି
ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ, ଲିକ୍, ବିଭ୍ରାଟ ଘଟଣା ସୋସିଆଲ ମିଡିଆରେ ଘୂରିବୁଲେ। ମାତ୍ର ତାହାର ସତ୍ୟାସତ୍ୟ ଧରାପଡ଼େ ନାହିଁ କି ଜଣାପଡ଼େ ନାହିଁ। ଏପରି କି ଅନେକ ଘଟଣାକୁ ଚପାଇ ଦିଆଯାଉଥିବା ନେଇ ମଧ୍ୟ…
Video: ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ
ବଲାଙ୍ଗୀର,୨୩।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ରବିବାର ସନ୍ଧ୍ୟାରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍ରେ ଘଟିଥିବା ସୂଚନା ମିଳିଛି। ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ କେତେ…
“ଯେଉଁଠାରେ ଅନ୍ୟମାନଙ୍କଠାରୁ ଆଶା ଶେଷ ହୁଏ, ସେଠାରୁ ମୋଦି ଗ୍ୟାରେଣ୍ଟି ଆରମ୍ଭ ହୁଏ: ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାଜକୋଟରେ ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ”ଯେଉଁଠାରେ ଅନ୍ୟମାନଙ୍କଠାରୁ ଆଶା ଶେଷ ହୁଏ, ସେଠାରୁ ମୋଦି ଗ୍ୟାରେଣ୍ଟି ଆରମ୍ଭ ହୁଏ। ଭାରତ କିପରି କରୋନାକୁ ପରାସ୍ତ କଲା…
ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ
ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦେବାଶିଷ ଦଳରେ ଯୋଗ ଦେଇଛନ୍ତି। ରବିବାର…
Archives


