Home Middle

ଭାରତର ଦୀର୍ଘତମ ସିଗନେଚର ବ୍ରିଜ୍ ‘ସୁଦର୍ଶନ ସେତୁ’ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୨୫ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଗୁଜୁରାଟର ବିଟ୍ ଦ୍ୱାରକା ଦ୍ୱୀପକୁ ଓଖା ସହିତ ସଂଯୋଗ କରୁଥିବା ଚାରି ଲେନ ବିଶିଷ୍ଟ ସିଗନେଚର ବ୍ରିଜ୍ (ସୁଦର୍ଶନ ସେତୁ) ଉଦଘାଟନ କରିଛନ୍ତି। ଏହି ବ୍ରିଜ୍ ୨.୩୨ କିଲୋମିଟର ଲମ୍ବା ଅଟେ। ୯୭୯ କୋଟି…

୩ ମାସ ପର୍ଯ୍ୟନ୍ତ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ କରିବେନି ମୋଦି, ନିଜେ ଦେଲେ ଏହି ସୂଚନା

ନୂଆଦିଲ୍ଲୀ,୨୫ା୨: ଲୋକପ୍ରିୟ ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ସହ ରବିବାର କଥାବାର୍ତ୍ତା କରିଛନ୍ତି। ଏହି ଅବସରରେ ସେ ଡ୍ରୋନ୍‌ ଦିଦିଙ୍କ ସହ କଥା ହୋଇଥିଲେ। ପ୍ରଧାନମନ୍ତ୍ରୀ କହିଛନ୍ତି, ଯେ ଦେଶରେ ନମୋ ଦିଦି ଡ୍ରୋନ୍‌…

ରାଷ୍ଟ୍ରପତି ପଦ ପାଇଁ ଟ୍ରମ୍ପ ଆଉ ପାଦେ ଆଗରେ

ଓ୍ବାଶିଂଟନ,୨୫ା୨: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଚଳିତ ବର୍ଷ ଆମେରିକାରେ ଅନୁଷ୍ଠିତ ହେବ। ଏହି ନିର୍ବାଚନରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ପ୍ରତିଦ୍ୱନ୍ଦ୍ୱୀଙ୍କୁ କଡ଼ା ଟକ୍କର ଦେଉଛନ୍ତି। ଦକ୍ଷିଣ କାରୋଲିନାରେ ଅନୁଷ୍ଠିତ ରିପବ୍ଲିକାନ ପ୍ରାଥମିକ ନିର୍ବାଚନରେ ଟ୍ରମ୍ପ ଜିତିଛନ୍ତି। ସେ ଦକ୍ଷିଣ…

ସହରାଞ୍ଚଳ ଅପେକ୍ଷା ଗ୍ରାମାଞ୍ଚଳରେ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି ଲୋକେ: ରିପୋର୍ଟ

ନୂଆଦିଲ୍ଲୀ,୨୪।୨: ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳ ମଧ୍ୟରେ ହାରାହାରି ମାସିକ ଉପଭୋକ୍ତା ଖର୍ଚ୍ଚ ୨୦୨୨-୨୩ ରେ ୭୧.୨ ପ୍ରତିଶତକୁ ହ୍ରାସ ପାଇଛି। ଶନିବାର ପରିସଂଖ୍ୟାନ ଏବଂ ଯୋଜନା ନିୟୋଜନ ବିଭାଗ ପକ୍ଷରୁ ଏହି ରିପୋର୍ଟ ଦିଆଯାଇଛି।ରାଜ୍ୟଗୁଡିକ ମଧ୍ୟରେ, ମୁଣ୍ଡପିଛା ହାରାହାରି ମାସିକ ଗ୍ରାମାଞ୍ଚଳ-ସହରୀ…

ୟୁଜ୍‌ ଆଣ୍ଡ୍‌ ଥ୍ରୋ’କୁ ବିଶ୍ୱାସ କରନ୍ତି ଗାନ୍ଧୀ ପରିବାର: ଭାଜପା

ନୂଆଦିଲ୍ଲୀ,୨୪ା୨: ଆସନ୍ତା ଲୋକ ସଭା ନିର୍ବାଚନକୁ ନେଇ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ମଧ୍ୟରେ ସପ୍ତାହେ ଧରି ଚାଲିଥିବା ବିବାଦ ଶନିବାର ଶେଷ ହୋଇଛି। ଇଣ୍ଡିଆର ଉଭୟ ଦଳ କଂଗ୍ରେସ ଏବଂ ଏଏପି ଆନୁଷ୍ଠାନିକ ଭାବେ ଦିଲ୍ଲୀ, ଗୁଜରାଟ,…

Video: ଯେବେ ପ୍ରଥମ ଥର ନିର୍ବାଚନ ​​ଜିତିଥିଲେ ପ୍ରଧାନମନ୍ତ୍ରୀ ମୋଦି, ଭିଡ଼ିଓ ସେୟାର କରି ମନେ ପକାଇଲେ ପୁରୁଣା ଦିନ

ନୂଆଦିଲ୍ଲୀ,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସୋସିଆଲ ମିଡିଆ ଏକ୍ସ’ରେ ତାଙ୍କର ପ୍ରଥମ ନିର୍ବାଚନ ପ୍ରଚାରର ଏକ ପୁରୁଣା ଭିଡିଓ ସେୟାର କରିଛନ୍ତି। ଏଥିରେ ସେ କହିଛନ୍ତି ଯେ ରାଜକୋଟ ମୋ ହୃଦୟରେ ସର୍ବଦା ଏକ ସ୍ୱତନ୍ତ୍ର ସ୍ଥାନରେ ରହିବ। ୨୦୦୨…

ଆସନ୍ତା ସପ୍ତାହରେ ୧୦୦ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିବ ଭାଜପା! ରହିପାରେ ପ୍ରଧାନମନ୍ତ୍ରୀଙ୍କ ନାଁ: ରିପୋର୍ଟ

ନୂଆଦିଲ୍ଲୀ,୨୪।୨: ଆସନ୍ତା ମାସରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଲୋକସଭା ନିର୍ବାଚନର ତାରିଖ ଘୋଷଣା ପୂର୍ବରୁ ଭାଜପା ଗୁରୁବାର ୧୦୦ ଜଣ ପ୍ରାର୍ଥୀଙ୍କ ନାମ ପ୍ରକାଶ କରିବାର ସମ୍ଭାବନା ରହିଛି। ଏହି ତାଲିକାରେ ଦଳର ହେଭିୱେଟ୍ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଜୁଲାଇ ପହିଲାରୁ ଲାଗୁ ହେବ ନୂଆ ଆପରାଧିକ ଆଇନ

ନୂଆଦିଲ୍ଲୀ,୨୪ା୨: ଭାରତୀୟ ନ୍ୟାୟ ବ୍ୟବସ୍ଥାର ନୂତନ ଯୁଗ ଜୁଲାଇ ୧ରୁ ଆରମ୍ଭ ହେବ। ଔପନିବେଶିକ ଆପରାଧିକ ନ୍ୟାୟ ବ୍ୟବସ୍ଥାକୁ ବଦଳିବ। ସରକାର ଶନିବାର କହିଛନ୍ତି, ଜୁଲାଇ ୧ରୁ ତିନୋଟି ନୂତନ ଆପରାଧିକ ଆଇନ କାର୍ଯ୍ୟକାରୀ ହେବ ଏବଂ ଔପନିବେଶିକ ଆପରାଧିକ ନ୍ୟାୟ…

ପରିବା ବିକାଳିରୁ IAS, ଏବେ ଭୁବନେଶ୍ୱରର ନୂଆ କମିଶନର

ଭୁବନେଶ୍ୱର,୨୪।୨: ଭୁବନେଶ୍ୱର ମହାନଗର ନିଗମ(ବିଏମସି)ର ନୂତନ କମିଶନର ଭାବେ ଯୋଗ ଦେଇଛନ୍ତି ରାଜେଶ ପାଟିଲ। ବିଏମସି କମିଶନର ଭାବେ ଯୋଗ ଦେବା ପୂର୍ବରୁ ସେ ବହୁ ଜିଲାର ଜିଲ୍ଲାପାଳ ଭାବେ କାମ କରି ଆସିଛନ୍ତି। ଏଥିସହ ସେ ଓଡିଶା ସ୍କିଲ ଡେଭଲପମେଣ୍ଟ…

ପୋଲିସ କନଷ୍ଟେବଳ ନିଯୁକ୍ତି ପରୀକ୍ଷା ବାତିଲ କଲେ ସରକାର

ଲକ୍ଷ୍ନୌ,୨୪ା୨: ଉତ୍ତରପ୍ରଦେଶ ସରକାର ଶନିବାର ରାଜ୍ୟର ବିଭିନ୍ନ ଜିଲାରେ ଫେବୃଆରୀ ୧୭ ଏବଂ ୧୮ରେ ଅନୁଷ୍ଠିତ ହୋଇଥିବା ପୋଲିସ ନିଯୁକ୍ତି ପରୀକ୍ଷାକୁ ବାତିଲ କରି ୬ମାସ ମଧ୍ୟରେ ପୁନର୍ବାର ପରୀକ୍ଷା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ…

ଦିଲ୍ଲୀରେ ଡିଲ ପକ୍କା, ୪ରେ ଏଏପି, ୩ରେ ଲଢିବ କଂଗ୍ରେସ ଅନ୍ୟ ରାଜ୍ୟ ପାଇଁ ବି ହେଲା ମେଣ୍ଟ

ନୂଆଦିଲ୍ଲୀ,୨୪।୨: ଦିଲ୍ଲୀରେ କଂଗ୍ରେସ ଏବଂ ଆମ ଆଦମୀ ପାର୍ଟି ଆସନ୍ତା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ସିଟ ଶେୟାରିଂ ଘୋଷଣା କରିଛନ୍ତି। କଂଗ୍ରେସର ସାଧାରଣ ସମ୍ପାଦକ ତଥା ଏମପି ମୁକୁଲ ୱାସନିକ କହିଛନ୍ତି ଯେ ଦିଲ୍ଲୀ ଲୋକ ସଭାରେ ସାତୋଟି…

ମୋଦି ଅଷ୍ଟ୍ରେଲିଆର ସବୁଠାରୁ ଭଲ ଭାରତୀୟ ବନ୍ଧୁ: ଟୋନି ଆବୋଟ

ନୂଆଦିଲ୍ଲୀ/କାନଭେରା,୨୪।୨: ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ଟୋନି ଆବୋଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜଣେ ମହାନ ବନ୍ଧୁ ବୋଲି ବର୍ଣ୍ଣନା କରିଛନ୍ତି। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ ଟୋନି ଆବୋଟ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତକୁ ଏକ ଶକ୍ତିଶାଳୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri