Home Middle

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG) ବାସଭବନରେ ସେ ଆତ୍ମହତ୍ୟା କରିଛନ୍ତି। ପୋଲିସ ଘଟଣାସ୍ଥଳରୁ ଏକ ଡେଥ୍ ନୋଟ୍ ଜବତ କରିଛି,…

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର ଜିଲା ସାଂଗଠନିକ ସଭାପତି ହେଲେ ନିରଞ୍ଜନ ମିଶ୍ର। ଆଉ ୮ ଜଣଙ୍କୁ ଉପସଭାପତି ଦାୟିତ୍ୱ,…

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି କହି ପ୍ରତ୍ୟାଖ୍ୟାନ କରିଛନ୍ତି ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି। ରୁଷିଆର…

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦ ଉଇକେଟ୍‌ ନେଇଥିଲେ ଏବଂ ୯୧୫ ରନ କରିଥିଲେ। ବ୍ରେସୱେଲ ଶ୍ରୀଲଙ୍କା ବିପକ୍ଷରେ ତାଙ୍କର ଶେଷ…

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ, ସେଥିପାଇଁ ନୀତି ନିର୍ଘଣ୍ଟରେ ପରିବର୍ତ୍ତନ କରାଯାଇଛି। ଡିସେମ୍ବର ୩୧ ତାରିଖ ରାତି ୧୧ଟାରେ ମହାପ୍ରଭୁଙ୍କ…

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ…

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ।…

‘ଧୁରନ୍ଧର’ ବାପା ଚାଇନାର ଏହି ଫିଲ୍ମ, କଲାଣି ୧୮,୦୦୦ କୋଟିର ବ୍ୟବସାୟ

ନୂଆଦିଲ୍ଲୀ,୨୯।୧୨: ୨୦୨୫ ବର୍ଷର ଶେଷ ଭାଗରେ ବଲିଉଡ୍ ବକ୍ସ ଅଫିସ୍‌ରେ ଆଦିତ୍ୟ ଧରଙ୍କ ନିର୍ଦ୍ଦେଶିତ ସ୍ପାଏ-ଥ୍ରୀଲର ‘ଧୁରନ୍ଧର’ ନିଜର ଜୟଯାତ୍ରା ଜାରି ରଖିଛି। ରଣବୀର ସିଂ ଓ ଅକ୍ଷୟ ଖାନ୍ନାଙ୍କ ଅଭିନୀତ ଏହି ଫିଲ୍ମଟି ଡିସେମ୍ବର ୫ରେ ମୁକ୍ତିଲାଭ କରିବା ପରେ…

ଫିକା ପଡିବ ନୂଆବର୍ଷ ସେଲିବ୍ରେଶନ: Swiggy-Zomato ଭଳି ଅନେକ ଆପ୍‌ରେ ହେବନି ଡେଲିଭରି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୯।୧୨: ଯେଉଁମାନେ ବନ୍ଧୁ ଏବଂ ପରିବାର ସହିତ ଘରେ ନୂଆବର୍ଷ ପାଳନ କରିବାକୁ ଯୋଜନା କରୁଛନ୍ତି ସେମାନଙ୍କୁ ଏକ ବଡ଼ ଝଟକା ଲାଗିଛି। ଯଦି ଆପଣ ନୂତନବର୍ଷ ପାର୍ଟିର ଯୋଜନା କରୁଛନ୍ତି ଏବଂ ଭାବୁଛନ୍ତି ଯେ ଆପଣ ଅନଲାଇନ ଖାଦ୍ୟ ଏବଂ…

ରୁପା ମୂଲ୍ୟରେ ରେକର୍ଡ ବୃଦ୍ଧି: ଗହଣା ନୁହେଁ ଏହି କାରଣରୁ ବଢିଚାଲିଛି, ଆଉ କମିବନି

ନୂଆଦିଲ୍ଲୀ,୨୯ା୧୨: ୨୦୨୫ ମସିହାରେ ରୁପା ମୂଲ୍ୟରେ ଅପ୍ରତ୍ୟାଶିତ ବୃଦ୍ଧି ଦେଖିବାକୁ ମିଳିଛି। ଭାରତୀୟ ବଜାରରେ ଏହା ଏକ ନୂତନ ରେକର୍ଡ ସ୍ତରରେ ପହଞ୍ଚିଥିବା ବେଳେ ଏହାର ମୁଖ୍ୟ କାରଣ ପାରମ୍ପରିକ ଗହଣା ଚାହିଦା ନୁହେଁ, ବରଂ ବଦଳୁଥିବା ଜଳବାୟୁ ନୀତି ଏବଂ…

ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦

ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ ୨୦୨୪…

ବାଂଲାଦେଶରେ ପୁଣି ହିନ୍ଦୁଙ୍କୁ ଟାର୍ଗେଟ୍‌: ପିରୋଜପୁରରେ ପରିବାରକୁ ଜୀଅନ୍ତା ଜାଳିଦେବାକୁ ଉଦ୍ୟମ

ଢାକା,୨୯ା୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁ ସମ୍ପ୍ରଦାୟ ଉପରେ ଆକ୍ରମଣ ଥମିବାର ନାଁ ନେଉନାହିଁ। ରବିବାର ପିରୋଜପୁର ଜିଲା ଦୁମରିତାଲା ଗ୍ରାମରେ ଏକ ଭୟଙ୍କର ଘଟଣା ଘଟିଛି। ଏଠାରେ ଏକ ହିନ୍ଦୁ ପରିବାରର ୫ଟି ଘରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେଇଛନ୍ତି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri