ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…
ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…
ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…
ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…
ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…
ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ
ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ ଏବଂ ସୋନଭଦ୍ରା ଜିଲାରେ ମିଶି…
କେରଳମ୍ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ
ନୂଆଦିଲ୍ଲୀ,୧୪।୫: କେରଳମ୍ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏହା ପୂର୍ବରୁ ଶୀର୍ଷ କଂଗ୍ରେସ ନେତାମାନଙ୍କର ଏକ ଉଚ୍ଚସ୍ତରୀୟ…
ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା
ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…
କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ
ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର ସକାଳ ୮ଟାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡି ଛକସ୍ଥିତ ୩ ମହଲା ଘର…
ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍ଆଉଟ୍ ଘୋଷଣା କଲେ ସରକାର, ରାଜଧାନୀରେ…
ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ ପେଟ୍ରୋଲ ଶେଷ ହୋଇଯାଇଛି। ଫଳସୱରୂପ, ରାଜଧାନୀ ହାଭାନାରେ ବାରମ୍ୱାର ବିଦ୍ୟୁତ୍ତ ବିଭ୍ରାଟ ହେଉଛି।…
ଓ଼୍ବାର୍କ ଫର୍ମ ହୋମ୍ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍, ଜାଣନ୍ତୁ କେଉଁଠି…
ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ ଓ଼୍ବାର୍କ ର୍ଫମ ହୋମ୍ ନୀତି କାର୍ଯ୍ୟକାରୀ କରିଛନ୍ତି। କେବଳ 50% ଗ୍ରୁପ ସି…
ଟ୍ରମ୍ପଙ୍କୁ ଭେଟି ବଡ଼ ଘୋଷଣା କଲେ ଚାଇନା ରାଷ୍ଟ୍ରପତି: ଚାହିଁ ରହିଗଲା ସାରା ବିଶ୍ୱ
ବେଜିଂ,୧୪।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସେମାନଙ୍କର ଐତିହାସିକ ଶିଖର ସମ୍ମିଳନୀ ପାଇଁ ବେଜିଂରେ ପହଞ୍ଚିଛନ୍ତି। ଗୁରୁବାର ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ବେଜିଂରେ ଟ୍ରମ୍ପଙ୍କୁ ସ୍ବାଗତ କରିଥିଲେ। ଦୁଇ ନେତା ଏକ ଦ୍ୱିପାକ୍ଷିକ ବୈଠକ କରିଥିଲେ। ବୈଠକ ସମୟରେ ଜିନପିଙ୍ଗ…
ପଶ୍ଚିମ ଓଡିଶା ପାଇଁ ଆଉ ଏକ ନୂଆ ଟ୍ରେନ: ସ୍ବପ୍ନ ପୂରଣ କଲେ ଅଶ୍ୱିନୀ ବୈଷ୍ଣବ
କେସିଙ୍ଗା,୧୪।୫(ତୁମେଶ୍ୱର ସାହୁ): କେସିଙ୍ଗାରୁ ଭୁବନେଶ୍ୱରକୁ ନୂତନ ଟ୍ରେନ ପାଇଁ ଦାବି ଜୋର ଧରିଥିଲା। ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ କୋରାପୁଟ ସିଧା ପଶ୍ଚିମ ଓଡ଼ିଶାରକୁ ସଂଯୋଗ କରୁଥିବା ଏକ ଟ୍ରେନ ଆଶା ପୂରଣ କରିଛନ୍ତି। ପୁଣି ଏକ ନୂତନ ଟ୍ରେନ…
ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…
ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍ MV ସନ୍ସାଇନ ହର୍ମୁଜ ପ୍ରଣାଳୀ ପାର କରି ଏବେ ଭାରତ ଅଭିମୁଖେ ଯାଉଛି। ଭାରତୀୟ ନୌସେନା ଏବଂ ଅନ୍ୟାନ୍ୟ ଏଜେନ୍ସି ଜାହାଜକୁ…

