ରେଳମନ୍ତ୍ରୀଙ୍କ ବଡ ଘୋଷଣା: ପୁରୀରୁ କୋଣାର୍କ ଚାଲିବ ଟ୍ରେନ
ପୁରୀ,୨୦।୨: ରେଳମନ୍ତ୍ରୀ ଅଶ୍ୱିନୀ କୁମାର ବେଷ୍ଣବ ମଙ୍ଗଳବାର ପୁରୀରୁ କୋଣାର୍କ ଟ୍ରେନ ଚାଲିବ ବୋଲି ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ରେଳମନ୍ତ୍ରୀ ବୈଷ୍ଣବ ପୁରୀ-କୋଣାର୍କ ନୂଆ ରେଳ ଲାଇନ୍ ହେବ ବୋଲି ସୂଚନା ଦେଇଛନ୍ତି। ୩୨କି.ମି. ର ଏହି ନୂଆ…
କନ୍ଦାଇବ ପିଆଜ: ମାର୍ଚ୍ଚରେ ଦର ଆକାଶଛୁଆଁ
ନୂଆଦିଲ୍ଲୀ: ରସୁଣର ଦରବୃଦ୍ଧି ପରେ ଆଗକୁ କନ୍ଦାଇବ ପିଆଜ। ଦରବୃଦ୍ଧି ଖାଉଟିଙ୍କ ପକେଟକୁ ଦାଉ ସାଜିବ। ମାର୍ଚ୍ଚରେ ପିଆଜ ଆକାଶ ଛୁଆଁ ହେବାର ଆଶଙ୍କା ଦେଖାଦେଲାଣି। କେନ୍ଦ୍ର ସରକାର ରପ୍ତାନୀ କଟକଣା ହଟାଇବା ପରେ ଏଭଳି କିଛି ଆଶଙ୍କା କରିଛନ୍ତି ପିଆଜ…
ଭାଜପାକୁ ବଡ଼ ଝଟକା:ଚଣ୍ଡିଗଡ଼ ମେୟର ନିର୍ବାଚନ ଫଳାଫଳ ରଦ୍ଦ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୨୦।୨ : ଚଣ୍ଡିଗଡ଼ ମେୟର ନିର୍ବାଚନରେ ରିଗିଂ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ କଡା ନିର୍ଦ୍ଦେଶ ଦେଇଛନ୍ତି। ମେୟର ନିବ;ାଚନର ଭୋଟ ଫଳାଫଳକୁ ସୁପ୍ରିମକୋର୍ଟ ରଦ୍ଦ କରିଛନ୍ତି। ଏହା ସହ କୁଲଦୀପ କୁମାରଙ୍କୁ ମେୟର ଘୋଷିତ କରାଯାଇଛି। ସୁପ୍ରିମକୋର୍ଟ ରିଟର୍ଣ୍ଣିଂ ଅଫିସର ଅନିଲ…
Vyapam ଦୁର୍ନୀତି: ୧୦ ବର୍ଷ ପରେ ଆସିଲା ରାୟ, ୭ ଦୋଷୀଙ୍କ ୭ ବର୍ଷ ଜେଲ ଦଣ୍ଡାଦେଶ…
ମୁମ୍ବାଇ,୨୦।୨ : ମଧ୍ୟପ୍ରଦେଶର ବହୁ ଚର୍ଚ୍ଚିତ ଭ୍ୟାପମ ଦୁର୍ନୀତି ମାମଲରେ ରାୟ ଆସିଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୭ ଜଣଙ୍କୁ ୭ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ହୋଇଛି। ପ୍ରତ୍ୟେକଙ୍କୁ ୧୦,୦୦୦ ଟଙ୍କା ଜରିମାନା ମଧ୍ୟ ଲାଗୁ କରାଯାଇଛି।…
IRCTC Train Ticket Online Booking: ମାଗଣା ରେଳ ଭଡ଼ା ! ଟିକେଟ କନଫର୍ମ ନ ହେବା ଯାଏ ଫ୍ରିରେ ବୁକିଂ, IRCTCରେ ହେଉଛି ଏମିତି…
ନୂଆଦିଲ୍ଲୀ,୨୦।୨: ବର୍ତ୍ତମାନ ସମୟରେ ରେଳ ଯାତ୍ରା ପାଇଁ ଅନଲାଇନ ଟିକେଟର ଚାହିଦା ଅଧିକ ହେଲାଣି। ଲୋକେ ଘରେ ବସି ବିଭିନ୍ନ ଆପ୍ ମାଧ୍ୟମରେ ଅନଲାଇନ ଟିକେଟ୍ କରୁଛନ୍ତି। ଏହିସବୁ ଆପ୍ଗୁଡିକ ମଧ୍ୟରୁ ଅଧିକ ଲୋକ ଟିକେଟ କରନ୍ତି। ହେଲେ ଲୋକେ ଟିକେଟର…
ପ୍ରଧାନମନ୍ତ୍ରୀ ଟିକସଦାତାଙ୍କ ପାଇଁ କଲେ ବଡ଼ ଘୋଷଣା: ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଟ୍ୟାକ୍ସ ଡିମାଣ୍ଡ ଛାଡ…
ନୂଆଦିଲ୍ଲୀ,୨୦।୨ : ଦେଶର ଲକ୍ଷ ଲକ୍ଷ ଟିକସଦାତାଙ୍କୁ ଧ୍ୟାନରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସେମାନଙ୍କୁ ବହୁତ ଆରାମ ଦେଇଛନ୍ତି। ଏହା ଅନୁଯାୟୀ ପ୍ରତ୍ୟେକ ଟିକସଦାତାଙ୍କ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପେଣ୍ଡିଙ୍ଗ ଟ୍ୟାକ୍ସ ଡିମାଣ୍ଡ ଛାଡ କରାଯିବ। ଆୟକର…
ମରାଠା ସଂରକ୍ଷଣ ବିଲ ବିଧାନସଭାରେ ପାରିତ, ଶିନ୍ଦେ କହିଲେ କାହାପ୍ରତି ହେବ ନାହିଁ ଅନ୍ୟାୟ
ମୁମ୍ବାଇ,୨୦।୨: ମରାଠା ସଂରକ୍ଷଣ ବିଲକୁ ମହାରାଷ୍ଟ୍ର ବିଧାନସଭା ଅନୁମୋଦନ କରିଛି। ଏହି ବିଲରେ ଶିକ୍ଷା ଏବଂ ଚାକିରି କ୍ଷେତ୍ରରେ ମରାଠା ସମ୍ପ୍ରଦାୟକୁ ୧୦ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବ୍ୟବସ୍ଥା କରାଯାଇଛି। ଏହି ବିଲ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ଏକନାଥ…
୧୧ ବର୍ଷ ପରେ ପ୍ରତିଶ୍ରୁତି ପାଳନ କଲେ ପ୍ରଧାନମନ୍ତ୍ରୀ ମୋଦି
ଶ୍ରୀନଗର,୨୦।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଜମ୍ମୁ କଶ୍ମୀର ଗସ୍ତରେ ଅଛନ୍ତି। ଏଠାରେ ସେ ୩୦ ହଜାର କୋଟି ଟଙ୍କା ମୂଲ୍ୟର ବିକାଶ ପ୍ରକଳ୍ପର ଉଦ୍ଘାଟନ, ଲୋକାର୍ପଣ ଏବଂ ଶିଳାନ୍ୟାସ କାର୍ଯ୍ୟକ୍ରମ ରହିଛି। ସେପଟେ ପିଏମ ମୋଦିଙ୍କ ଏକ ଭିଡିଓ ଭାଇରାଲ…
ରାହୁଲଙ୍କୁ ମିଳିଲା ବେଲ୍
ନୂଆଦିଲ୍ଲୀ,୨୦।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ସୁଲତାନପୁରର ଏମପି-ଏମଏଲଏ କୋର୍ଟରେ ହାଜର ହୋଇଥିଲେ। ଏହି ସମୟ ମଧ୍ୟରେ କଂଗ୍ରେସ କର୍ମୀମାନେ ମଧ୍ୟ କୋର୍ଟ ପରିସରରେ ଉପସ୍ଥିତ ଥିଲେ। ରାହୁଲ ଗାନ୍ଧୀ କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହା ପରେ କୋର୍ଟ ତାଙ୍କୁ…
୧୭ ଆସନ ପ୍ରସ୍ତାବ ଉପରେ ଉପରେ କଂଗ୍ରେସ ମୌନ, ଭାରତ ଯୋଡୋ ନ୍ୟାୟ ଯାତ୍ରାରୁ ଦୂରେଇ ରହିବେ ଅଧିଳେଶ
ଲକ୍ଷ୍ନୌ,୨୦।୨: କଂଗ୍ରେସ ଇଣ୍ଡିଆ ମେଣ୍ଟ ଅଧୀନରେ ଏସ୍ପିର ୧୭ ଟି ଆସନରେ ନିର୍ବାଚନ ଲଢିବା ପ୍ରସ୍ତାବ ଉପରେ ସୋମବାର କୌଣସି ଜବାବ ଦେଇନାହିଁ। ଏସ୍ପି ସୂତ୍ର ଅନୁଯାୟୀ, ସିଟ ବଣ୍ଟନ ଚୂଡାନ୍ତ ହୋଇ ନ ଥିବାରୁ ଏସ୍ପି ମୁଖ୍ୟ ଅଖିଳେଶ ଯାଦବ…
ମୋ ଭୁଲ୍ ପାଇଁ ମୋତେ ମୃତ୍ୟୁଦଣ୍ଡ ଦିଆଯାଉ: କାହିଁକି ଏମିତି କହିଲେ ପାକିସ୍ତାନ ନିର୍ବାଚନ କମିଶନର
ଇସଲାମାବାଦ୍,୨୦।୨: ପାକିସ୍ତାନରେ ସାଧାରଣ ନିର୍ବାଚନର ଫଳାଫଳ ପରେ ସରକାର ଗଠନକୁ ନେଇ ତିକ୍ତତା ବୃଦ୍ଧି ପାଇଛି। ଏସବୁ ମଧ୍ୟରେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜେଲରେ ଥିବା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ନିର୍ବାଚନରେ ଘୋଟାଲା ଅଭିଯୋଗ କରିଛି। ରାୱଲପିଣ୍ଡି ମୁଖ୍ୟ…
ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ: ଦଶମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
ବଲାଙ୍ଗୀର, ୨୦।୨:(ସୁନୀଲ କୁମାର ମହାନ୍ତି) ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲି ସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ (୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଛାତ୍ରଙ୍କୁ ଭୀମଭୋଇ…
Archives


